ସିଙ୍ଗାପୁର ନ ଯିବାକୁ ସରକାରଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨ା୨(ପି.ଟି.): ଚାଇନାରେ କରୋନା ଭାଇରସ୍‌ ଆତଙ୍କ ସୃଷ୍ଟି କରିଥିବା ବେଳେ ପଡ଼ୋଶୀ ଭାରତ ଏନେଇ ସତର୍କ ରହିଛି। କରୋନା ସଂକ୍ରମଣ ରୋକିବା ଲାଗି ଭାରତ ଏକାଧିକ…

କରୋନା ଭୟ: ଭାରତୀୟ ବିମାନକୁ ଅନୁମତି ମିଳୁନି, ଯୋଗାଯୋଗ ବିଳମ୍ବକୁ ଦାୟୀକଲା ଚାଇନା

ଉହାନ,୨୨ା୨:ଚାଇନାରେ କରୋନା ଭାଇରସ୍‌ ଗୋଟାଏ ପରେ ଗୋଟାଏ ମୁଣ୍ଡ ଗଡ଼ାଇ ଚାଲିଥିବା ବେଳେ ପରିସ୍ଥିତି ଅଣାୟତ ହୋଇପଡ଼ିଛି। ଏବେସୁଦ୍ଧା ଚାଇନାରେ କରୋନା ମୃତ୍ୟୁସଂଖ୍ୟା ୨,୩୪୫ରେ ପହଞ୍ଚିଥିବାବେଳେ ପ୍ରାୟ…

ସିଦ୍ଧାର୍ଥଙ୍କ ଉପରେ ରାଗିଗଲେ ହିମାଂଶି: କହିଲେ ‘ମହିଳାଙ୍କ ସହ କିଭଳି କଥା ହେବେ ଶିଖନ୍ତୁ’

ବମ୍ବେ: ବିଗ୍‌ବସ୍‌ ସରିବା ପରେ ମଧ୍ୟ ପ୍ରତିଯୋଗୀମାନଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଥମୁନାହିଁ। ଏପରିକି ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ଜଣେ ଅନ୍ୟଜଣଙ୍କୁ କଡ଼ା ମନ୍ତବ୍ୟ ଦେଉଛନ୍ତି।…

‘ହାଥୀ ମେରେ ସାଥୀ’ରେ ନଜରକୁ ଆସିବେ ରାଣା ଦଗ୍ଗୁବତୀ, ଶେୟାର କଲେ ନୂଆ ପୋଷ୍ଟର

ବମ୍ବେ: ବ୍ଲକବଷ୍ଟର ଚଳଚ୍ଚିତ୍ର ‘ବାହୁବଲୀ’ରେ ଭଲ୍ଲାଲଦେବ ଚରିତ୍ରରେ ନଜରକୁ ଆସି ବାହାବାଃ ସାଉଁଟିଥିଲେ ଅଭିନେତା ରାଣା ଦଗ୍ଗୁବତୀ। ଫିଲ୍ମରେ ତାଙ୍କ ଚରିତ୍ରଠାରୁ ଆରମ୍ଭ କରି ଟ୍ରାନ୍ସଫର୍ମେଶନ ଚର୍ଚ୍ଚାରେ…

କିଆରାଙ୍କ ପରେ ଚର୍ଚ୍ଚାରେ ବିକ୍କି-ଟାଇଗରଙ୍କ ଶର୍ଟଲେସ ଫଟୋଶୁଟ୍‌

ବମ୍ବେ: ଆରମ୍ଭରୁ ଚର୍ଚ୍ଚାରେ ଲୋକପ୍ରିୟ ସେଲିବ୍ରିଟି ଫଟୋଗ୍ରାଫର ଡବ୍ବୁ ରତନାନୀଙ୍କ କ୍ୟାଲେଣ୍ଡର ଶୁଟ୍‌। ଅଭିନେତ୍ରୀଙ୍କ ମଧ୍ୟରୁ କିଆରା ଆଡ୍‌ଭାନୀଙ୍କ ଟପ୍‌ଲେସ୍‌ ଫଟୋଶୁଟ୍‌ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା।…

ଖାଲିପେଟରେ ରସୁଣ ଖାଇଲେ ଏହିସବୁ ସ୍ବାସ୍ଥ୍ୟ ସମସ୍ୟାରୁ ମିଳେ ମୁକ୍ତି

ରସୁଣ କେବଳ ସ୍ବାଦ ବଢ଼ାଇ ନ ଥାଏ। ତାହା ମଧ୍ୟ ସ୍ବାସ୍ଥ୍ୟ ଉପକାରୀ ହୋଇଥାଏ। ଖାଲିପେଟରେ ରସୁଣ ଖାଇବା ଦ୍ୱାରା ଅନେକ ଉପକାର ମିଳିଥାଏ। ଆୟୁର୍ବେଦ ଚିକିତ୍ସା…

ମଦ ଜବତ, ୨ କୋର୍ଟ ଚାଲାଣ

ବାଲିଗୁଡ଼ା,୨୨।୨(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୩୦ ଲିଟର ମଦ ଜବତ ସହ ୨ ଜଣଙ୍କୁ ଗିରଫ କରି କୋର୍ଟ…

ଭବାନୀପାଟଣାରେ ପୋଲିସ ମହାନିର୍ଦ୍ଦେଶକ: ମାଓବାଦୀଙ୍କ ଗତିବିଧି ଉପରେ କଲେ ସମୀକ୍ଷା

ଭବାନୀପାଟଣା,୨୨।୨(ଡି.ଏନ୍‌.ଏ.): ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର କଳାହାଣ୍ଡି ଜିଲା ଗସ୍ତକରି ମାଓବାଦୀଙ୍କ ଗତିବିଧି, ମାଓବାଦୀ ଦମନ ଓ ଆବଶ୍ୟକୀୟ ଭିତ୍ତିଭୂମିର ବିକାଶ ସମ୍ପର୍କରେ ସ୍ଥାନୀୟ ରିଜର୍ଭ…

ମାର୍କେଟକୁ ଆସିଲା ଗେଲ୍‌ଙ୍କ ମୁଦି

ନୂଆଦିଲ୍ଲୀ,୨୨।୨- ଓ୍ବେଷ୍ଟଇଣ୍ଡିଜ୍‌ର ପୂର୍ବତନ କିମ୍ବଦନ୍ତୀ ବିସ୍ଫୋରକ ଓପନର କ୍ରିସ୍‌ ଗେଲ୍‌ ବିଶ୍ୱରେ ୟୁନିଭର୍ସ ବସ୍‌ ଭାବେ ଜଣାଶୁଣା। ତାଙ୍କର ଏହି ନାମକୁ ସେ ଆଗକୁ ନେବା ପାଇଁ…

ମେଲାନିଆଙ୍କ କାର୍ଯ୍ୟକ୍ରମରୁ କେଜରିଓ୍ବାଲଙ୍କ ନାଁ ହଟାଇବାକୁ ନେଇ ଥରୁର କହିଲେ ଘୃଣ୍ୟ ରାଜନୀତି

ନୂଆଦିଲ୍ଲୀ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ଭାରତ ଗସ୍ତ ସମୟରେ ଦିଲ୍ଲୀର ଏକ ସରକାରୀ ସ୍କୁଲରେ ହାପିସେନ୍‌ କ୍ଲାସ କାର୍ଯ୍ୟକ୍ରମରେ ଯୋଗଦେବ। ହେଲେ…