ଭବାନୀପାଟଣା,୨୨।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ବିଜେଡି ସଭାପତି ପଦ ପାଇଁ ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓଙ୍କ ନାମ ଘୋଷଣା ହୋଇଛି। ରାଜ୍ୟ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ…
ଭବାନୀପାଟଣା,୨୨।୨(ଡି.ଏନ୍.ଏ.): ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର କଳାହାଣ୍ଡି ଜିଲା ଗସ୍ତ କରିଛନ୍ତି। ମାଓବାଦୀଙ୍କ ଗତିବିଧି ସମ୍ପର୍କରେ ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସମୀକ୍ଷା ବୈଠକରେ…
ଭୁବନେଶ୍ୱର,୨୨।୨(ବ୍ୟୁରୋ): ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଆକ୍ସନ ମୁଡ୍ରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରହିଆସୁଛନ୍ତି। କେତେବେଳେ ଅଚାନକ ସ୍କୁଲ ଗସ୍ତ କରିବା…
ସୁନ୍ଦରଗଡ଼,୨୨।୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଧୁରୁଆଡିହି ଥାନା ଅନ୍ତର୍ଗତ ଲହଣ୍ଡାବୁଡ଼ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଟିଭି ବିସ୍ଫୋରଣ ହେବା ଯୋଗୁ ଗୋଟିଏ ପରିବାରର ଜଣଙ୍କର…
ବେଲାଗଭି,୨୨।୨: ସାମ୍ପ୍ରଦାୟିକ ସଦ୍ଭାବର ଏକ ବଡ ଉଦାହରଣ ଦେଖିବାକୁ ମିଳିଛି କର୍ନାଟକ ବେଲାଗଭିରେ ଥିବା ଏକ ମଦ୍ରାସାରେ। ଶୁକ୍ରବାର ଏହି ମଦ୍ରାସା ପରିସରରେ ଏକ ସାମୁହିକ ବିବାହ…
ଭୁବନେଶ୍ୱର,୨୨।୨(ବ୍ୟୁରୋ): ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ)ର ସମସ୍ତ କର୍ମଚାରୀ ଓ ଫାକଲ୍ଟି ହିନ୍ଦୀ ଭାଷାରେ ଦସ୍ତଖତ କରିବା ସହ ରେକର୍ଡ ପ୍ରସ୍ତୁତ କରିବେ। ଏହି ମର୍ମରେ ଗୁରୁବାର…
ଜୋହାନ୍ସବର୍ଗ,୨୨।୨- ସ୍ଥାନୀୟ ଓ୍ବାଣ୍ଡର୍ସ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍ରେ ଆଷ୍ଟୋନ ଆଗର ହ୍ୟାଟ୍ରିକ ଉଇକେଟ ନେଇଛନ୍ତି। ଏଥିଯୋଗୁ ଅଷ୍ଟ୍ରେଲିଆ ୧୦୭ ରନ୍ର ବୃହତ୍ ବ୍ୟବଧାନରେ ଦକ୍ଷିଣ…
ମୁମ୍ବାଇ,୨୨।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସରକାରଙ୍କୁ ଶହେ ଦିନ ପୂରଣ ପରେ ସେ ଅଯୋଧ୍ୟା ଗସ୍ତ କରିବେ ବୋଲି କୁହାଯାଉଛି। ତେବେ ଆସନ୍ତା ମାର୍ଚ୍ଚ ୭ରେ…
କୋଲକାତା,୨୨।୨: ଗବେଷିକାରୁ ରାଜନୀତିରେ ପାଦ ରଖିଥିବା କ୍ରିଷ୍ଣା ବୋଷଙ୍କର ଶନିବାର ୮୯ ବର୍ଷ ବୟସରେ ପରଲୋକ ହୋଇଛି। ଜାଦବପୁରରୁ ତ୍ରୁଣମୂଳ କଂଗ୍ରେସର ଏମ୍ପି ଥିବା ବୋଷ କିଛିଦିନ…
ନୂଆଦିଲ୍ଲୀ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ଧର୍ମପତ୍ନୀ ମେଲାନିଆ ଟ୍ରମ୍ପ ଭାରତ ଗସ୍ତ ସମୟରେ ତାଜମହଲ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏମାନଙ୍କ…