ଟ୍ରମ୍ପଙ୍କୁ ସ୍ବାଗତ କରିବାକୁ ପ୍ରସ୍ତୁତ ତାଜମହଲ: ପ୍ରଥମଥର ହେଉଛି ମଡ୍‌ ଥେରାପି

ନୂଆଦିଲ୍ଲୀ,୨୨।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ଧର୍ମପତ୍ନୀ ମେଲାନିଆ ଟ୍ରମ୍ପ ଆସନ୍ତା ୨୪ ତାରିଖରେ ପ୍ରେମର ନିଦର୍ଶନ ତାଜମହଲ ଗସ୍ତ କରିବାର…

ପରଲୋକରେ ଅନୁବାଦକ ଯୁଗଳ କିଶୋର

ଭୁବନେଶ୍ୱର,୨୨।୨(ବ୍ୟୁରୋ) : ବିଶିଷ୍ଟ ଅନୁବାଦକ ତଥା କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ସାହିତି୍ୟକ ଯୁଗଳ କିଶୋର ଦତ୍ତଙ୍କର ଶୁକ୍ରବାର ତାଙ୍କ ବାସଭବନରେ ପରଲୋକ ଘଟିଛି। ୯୨ ବର୍ଷୀୟ…

୧୭ ସହରରୁ ଉତ୍ପାଦନ ହେବ ସବୁଜ ଶକ୍ତି

ଭୁବନେଶ୍ୱର,୨୨।୨(ବ୍ୟୁରୋ): ପାରମ୍ପରିକ ଶକ୍ତି ଉତ୍ସ ବେଳକୁ ବେଳ ହ୍ରାସ ପାଉଥିବାରୁ ଅଣପାରମ୍ପରିକ ଶକ୍ତି ଉପରେ ଆଗାମୀ ଦିନରେ ଅଧିକ ନିର୍ଭର କରିବାକୁ ପଡ଼ିବ। ସେଥିପାଇଁ ରାଜ୍ୟ ସରକାର…

ଆୟୁଷ୍ମାନ ଖୁରାନାଙ୍କ ‘ଶୁଭ ମଙ୍ଗଳ ଜ୍ୟାଦା ସାବଧାନ‘ର ତାରିଫ୍‌ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ଗସ୍ତ ପୂର୍ବରୁ ଆୟୁଷ୍ମାନ ଖୁରାନାଙ୍କ ଫିଲ୍ମ ‘ଶୁଭ ମଙ୍ଗଳ ଜ୍ୟାଦା ସାବଧାନ’ର ତାରିଫ୍‌ କରିଛନ୍ତି। ସେ ଟୁଇଟ୍‌ କରି…

ଅନୁପଙ୍କୁ ରାତିଅଧିଆ ମାରାଥନ ଜେରା

ଝାରସୁଗୁଡ଼ା, ୨୨।୨(ଡି.ଏନ.ଏ.): ବହୁ ଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲି ହତ୍ୟା ଘଟଣାରେ ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଛତିଶଗଡ ପୋଲିସ ମାରାଥନ ଜେରା…

ଗ୍ରେଟାଙ୍କ ନାମରେ ନୂଆ ପ୍ରଜାତି ଗେଣ୍ଡାର ହେଲା ନାମକରଣ

ବନ୍ଦର ସେରି ବେଗାଓ୍ବନ,୨୨।୨: ବ୍ରୁନେଇରେ ଗବେଷକ ଗେଣ୍ଡାର ଏକ ନୂଆ ପ୍ରଜାତି ସମ୍ପର୍କରେ ସନ୍ଧାନ ପାଇଛନ୍ତି। ଏହି ଗେଣ୍ଡା ପ୍ରଜାତିର ନାମକରଣ ପରିବେଶବିତ୍‌ ଗ୍ରେଟା ଥନବର୍ଗଙ୍କ ନାମ…

ଭାଇରାଲ ଭିଡିଓରେ ଆର୍‌ଟିଓ

ନବରଙ୍ଗପୁର,୨୨।୨(ବି.ପ୍ର.): ୫-ଟି ଅଧୀନରେ ରାଜ୍ୟର ସବୁ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟକୁ ଦଲାଲ ଓ ଦୁର୍ନୀତିମୁକ୍ତ କରିବା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ସେହି ସମାନ…

ଟ୍ରମ୍ପ୍‌ଙ୍କୁ ଭେଟିବେନି ବିରୋଧୀ ପ୍ରତିନିଧି

ନୂଆଦିଲ୍ଲୀ,୨୨।୨(ପି.ଟି.): କୌଣସି ବିରୋଧୀ ଦଳ ନେତା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଆନୁଷ୍ଠାନିକ ଭାବେ ଭେଟିବା କାର୍ଯ୍ୟକ୍ରମ ନାହିଁ। ଭାରତ ଗସ୍ତରେ ଆସୁଥିତ୍ବା କୌଣସି ରାଷ୍ଟ୍ରମୁଖ୍ୟଙ୍କୁ ବିରୋଧୀ…

ପରିଜନଙ୍କୁ ଶେଷଥର ସାକ୍ଷାତ୍‌ କରିବାକୁ ନିର୍ଭୟା ଦୋଷୀଙ୍କୁ ଅନୁମତି ଦେଲେ ଜେଲ ପ୍ରଶାସନ

ନୂଆଦିଲ୍ଲୀ,୨୨।୨: ବହୁ ଚର୍ଚ୍ଚିତ ନିଭୟା ଗଣବଳାତ୍କାର ମାମଲାର ୪ ଦୋଷୀ ଏବେ ଫାଶୀଦଣ୍ଡ ପାଇଁ ଦିନ ଗଣୁଛନ୍ତି। ଆସନ୍ତା ମାର୍ଚ୍ଚ ୩ ସକାଳ ୬ଟାରେ ଏମାନଙ୍କୁ ଫାଶୀ…

ମହିଳାଙ୍କ ପାଇଁ ଆରମ୍ଭ ହେଲା ଓ୍ବାଶ୍‌ରୁମ୍‌ ଅନ୍‌ ହ୍ବିଲ୍‌ ଅଭିଯାନ

ପୁଣେ,୨୨।୨: ମହାରାଷ୍ଟ୍ରରେ ପ୍ରଥମ କରି ମହିଳାଙ୍କ ସୁବିଧା ପାଇଁ ଓ୍ବାଶ୍‌ରୁମ୍‌ ଅନ୍‌ ହ୍ବିଲ୍‌ ଅଭିଯାନ ଆରମ୍ଭ ହୋଇଛି। ସ୍ଥାନୀୟ ପୁଣେ ପ୍ରଶାସନ ପକ୍ଷରୁ ୧୨ଟି ବସ୍‌କୁ ଶୌଚାଳୟରେ…