ଆଣ୍ଟି କରୋନା ଟେଣ୍ଟ୍‌ ତିଆରି କଲେ ମହିଳା

ଉହାନ, ୨୨।୨: ଚାଇନାରେ କରୋନା ଆତଙ୍କ ସୃଷ୍ଟି କରିଛି। ଲୋକଙ୍କୁ ଘରୁ ବାହାରକୁ ନ ବାହାରିକୁ ସରକାର କଟକଣା ଜାରି କରିଛନ୍ତି। ଫଳରେ ପିଲାମାନଙ୍କ ସ୍କୁଲ ଯିବା…

ନମସ୍ତେ ଟ୍ରମ୍ପ୍‌: ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା, ୩୬ ଘଣ୍ଟା ଗସ୍ତ କାର୍ଯ୍ୟକ୍ରମରେ ୧୦୦ କୋଟିରୁ ଅଧିକ ଖର୍ଚ୍ଚ

ଅହମଦାବାଦ୍‌,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃୟାରୀ ୨୪ରେ ଭାରତ ଗସ୍ତରେ ଆସୁଛନ୍ତି। ତାଙ୍କ ପରିବାର ପାଇଁ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା…

କଂଗ୍ରେସରେ ନେତୃତ୍ୱ ସଙ୍କଟ ନାହିଁ: ଆନନ୍ଦ ଶର୍ମା

ନୂଆଦିଲ୍ଲୀ,୨୨ା୨(ପି.ଟି.): ଦେଶର ସର୍ବପୁରାତନ ରାଜନୈତିକ ଦଳ କଂଗ୍ରେସରେ ନେତୃତ୍ୱ ସଙ୍କଟ ନାହିଁ। ଏହାର ସର୍ବୋଚ୍ଚ ନିଷ୍ପତ୍ତି ଗ୍ରହଣକାରୀ ସଂଗଠନ କଂଗ୍ରେସ କାର୍ଯ୍ୟକାରୀ କମିଟି ସୋନିଆ ଗାନ୍ଧୀଙ୍କୁ ଦଳ…

ଓକିଲଙ୍କ କ୍ରମାଗତ ଧର୍ମଘଟକୁ ନେଇ ସୁପ୍ରିମକୋର୍ଟ କ୍ଷୁବ୍ଧ

ନୂଆଦିଲ୍ଲୀ,୨୨ା୨(ପି.ଟି.): ପାକିସ୍ତାନ ସ୍କୁଲ୍‌ରେ ବୋମା ଫୁଟିବା, ନେପାଳରେ ଭୂମିକମ୍ପ ହେବା ଭଳି କାରଣକୁ ନେଇ ଓକିଲମାନେ ବାରମ୍ବାର ଧର୍ମଘଟ କରୁଥିବାରୁ ସୁପ୍ରିମକୋର୍ଟ ଏଥିରେ କ୍ଷୁବ୍ଧ ହୋଇଛନ୍ତି। ଏଭଳି…

କରୋନା ଟିକା ଉଦ୍ଭାବନରେ କୁଇନ୍ସଲାଣ୍ଡ ବିଶ୍ୱବିଦ୍ୟାଳୟକୁ ସଫଳତା

କୁଇନ୍ସଲାଣ୍ଡ,୨୨ା୨(ପି.ଟି.) କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଟିକା ବାହାର କରିବାରେ ଅଷ୍ଟ୍ରେଲିଆର ବିଶ୍ୱବିଦ୍ୟାଳୟର ଏକ ଟିମ୍‌କୁ ସଫଳତା ମିଳିଛି। ଏହି ଟିମ୍‌ ଗବେଷଣାଗାରରେ ପ୍ରସ୍ତୁତ କରିଥିବା…

ଜୁନ୍‌ ପର୍ଯ୍ୟନ୍ତ ପାକିସ୍ତାନକୁ ମହଲତ

ନୂଆଦିଲ୍ଲୀ, ୨୨ା୨: ଆତଙ୍କବାଦୀଙ୍କୁ ଅର୍ଥ ଯୋଗାଣ ବନ୍ଦକରିବା ସହ ତୁରନ୍ତ ଏଫ୍‌ଏଟିଏଫ୍‌ (ଫାଇନାନ୍ସିଆଲ୍‌ ଆକ୍ସନ୍‌ ଟାସ୍କଫୋର୍ସ) ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶନାମା ପାଳନ କରିବାକୁ ପାକିସ୍ତାନକୁ ଚେତାବନୀ ଦିଆଯାଇଛି।…

ବିବାଦରେ ବନ୍ଧ୍ୟାକରଣ ଏଜେଣ୍ଡା

ଭୋପାଳ,୨୨ା୨: ଅନୂ୍ୟନ ଜଣେ ପୁରୁଷଙ୍କ ବନ୍ଧ୍ୟାକରଣ କରାଅ। ନଚେତ୍‌ ଚାକିରି ଛାଡ଼। ପୁରୁଷ ବହୁ-ଉଦ୍ଦେଶୀୟ ସ୍ବାସ୍ଥ୍ୟକର୍ମୀ (ଏମ୍‌ପିଏଚ୍‌ଡବ୍ଲ୍ୟୁ)ମାନଙ୍କୁ ଏଭଳି ବିଚିତ୍ର ନିର୍ଦ୍ଦେଶନାମା ଜାରି କରି ବିବାଦରେ ଫସିଛନ୍ତି…

ରଣ୍‌ଠମ୍ବର ଜାତୀୟ ଉଦ୍ୟାନରୁ ୨୬ ବାଘ ନିଖୋଜ

ଜୟପୁର,୨୨ା୨(ପି.ଟି.): ରାଜସ୍ଥାନର ରଣ୍‌ଠମ୍ବର ଜାତୀୟ ଉଦ୍ୟାନରୁ ୨୬ଟି ବାଘ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଏସମ୍ପର୍କରେ ଭାଜପା ଏମ୍‌ପି ତଥା ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍‌ଟିସିଏ)…

ଭାସ୍କର ଖୁଲ୍‌ବେ, ଅମରଜିତ୍‌ ସିହ୍ନା ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା

ନୂଆଦିଲ୍ଲୀ,୨୨ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରାମର୍ଶତାଦା ଭାବେ ଦୁଇଜଣ ଅବସରପ୍ରାପ୍ତ ଆଇଏଏସ୍‌ ଅଧିକାରୀଙ୍କୁ ନିଯୁକ୍ତି ମିଳିଛି। ସେମାନେ ହେଲେ ଭାସ୍କର ଖୁଲ୍‌ବେ ଓ ଅମରଜିତ୍‌ ସିହ୍ନା। ପ୍ରଧାନମନ୍ତ୍ରୀଙ୍କ…

୧୯୪୭ରେ ମୁସଲମାନଙ୍କୁ ପାକ୍‌ ପଠାଇଦେବା ଉଚିତ ଥିଲା

ପାଟନା, ୨୨ା୨: ଦେଶ ସ୍ବାଧୀନତା ବେଳେ ସମସ୍ତ ମୁସଲମାନଙ୍କୁ ପାକିସ୍ତାନ ପଠାଇଦେବା ଉଚିତ ଥିଲା ବୋଲି କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ଫାୟାର୍‌ବ୍ରାଣ୍ଡ ନେତା ଗିରିରାଜ ସିଂ କହିଛନ୍ତି।…