୫୫ରେ ପାଦ ଥାପିଲେ ସୀମା ବିଶ୍ୱାସ: ବ୍ୟାଣ୍ଡିଟ୍‌ କୁଇନ୍‌ ଫିଲ୍ମର ଶୁଟିଂ ପରେ ସାରା ରାତି କାନ୍ଦିଥିଲେ

ମୁମ୍ବାଇ: ବଲିଉଡ୍‌ ଷ୍ଟାର ମଙ୍ଗଳବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୫ ଜାନୁୟାରୀ ୧୪ରେ ଆସାମର ନଲବାରିଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ରେ ଶେଖର କପୁରଙ୍କ ଫିଲ୍ମ…

ସିଏଏ ବିରୋଧରେ ସୁପ୍ରିମକୋର୍ଟ ଗଲେ କେରଳ ସରକାର

ଥିରୁଭାନନ୍ତପୁରମ୍‌,୧୪।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ କେରଳ ରେକର୍ଡ ଉପରେ ରେକର୍ଡ ସୃଷ୍ଟି କରିଛି। ପୂର୍ବରୁ ରାଜ୍ୟରେ ସିଏଏ ଲାଗୁ ନ କରିବା ପାଇଁ ଏକ ପ୍ରସ୍ତାବକୁ…

ରୋହିତ ଶର୍ମାଙ୍କ ବ୍ୟାଟିଂ ଦେଖିବାକୁ ପାଗଳ ପାକିସ୍ତାନର ଏହି ପ୍ରସିଦ୍ଧ ବ୍ୟାଟ୍ସମ୍ୟାନ୍‌

କରାଚି, ୧୪।୧: ଭାରତୀୟ କ୍ରିକେଟ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍‌ ଯେତେବେଳେ ପଡିଆରେ ବ୍ୟାଟିଂ କରୁଥାନ୍ତି ସେତେବେଳେ ଟିଭି ଆଗରୁ ଉଠି ନ ଥାଏ ବୋଲି କହିଛନ୍ତି ପାକିସ୍ତାନର…

ସର୍ଜିକାଲ ଷ୍ଟ୍ରାଇକ୍‌ ଏବଂ ଅନୁଚ୍ଛେଦ-୩୭୦ ନେଇ ଭୟଭୀତ ଥିଲେ ଆତଙ୍କବାଦୀ: ଦିଲ୍ଲୀ-ପଞ୍ଜାବରେ ଆକ୍ରମଣ ପାଇଁ ଦାବିନ୍ଦରଙ୍କ ସହିତ ରଚିଥିଲେ ଷଡ଼ଯନ୍ତ୍ର

ଶ୍ରୀନଗର,୧୪।୧: ଆତଙ୍କବାଦୀଙ୍କ ସହିତ ସମ୍ପର୍କ ରଖିବା ଥିବା ଅଭିଯୋଗରେ ଗିରଫ ହୋଇଥିବା ଡିଏସ୍‌ପି ଦାବିନ୍ଦର ସିଂଙ୍କୁ ନେଇ ଗୋଟିଏ ପରେ ଗୋଟିଏ ଗୁପ୍ତ ତଥ୍ୟର ପର୍ଦ୍ଦାଫାଶ୍‌ ହେବାରେ…

ଉତ୍ତର ପ୍ରଦେଶରେ ଜିଏସ୍‌ଟି ଫ୍ରି ହେଲା ‘ତାନାଜୀ’

ଲକ୍ଷ୍ନୌ,୧୪।୧: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ବଲିଉଡ୍‌ ନାୟକ ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ତାନାଜୀ: ଦ ଅନସଙ୍ଗ ଓ୍ବାରିୟର’କୁ ରାଜ୍ୟରେ ଜିଏସ୍‌ଟି ଫ୍ରି ଘୋଷଣା…

ସିଏଏ ନେଇ ମାଇକ୍ରୋସଫ୍ଟ ସିିଇଓ ସତ୍ୟ ନଡେଲାଙ୍କ ମନ୍ତବ୍ୟ: ସଫେଇ ଦେଲା ମାଇକ୍ରୋସଫ୍ଟ

ଓ୍ବାଶିଂଟନ, ୧୪।୧: ନାଗରିକତ୍ୱ ସଂଶୋଧନ ଆଇନ( ସିଏଏ) ନେଇ ମାଇକ୍ରୋସଫ୍ଟ ସିଇଓ ସତ୍ୟ ନଡେଲା ମୁହଁ ଖୋଲିଛନ୍ତି। ସେ କହିଛନ୍ତି ଯେ, ଭାରତରେ ମୋର ପିଲାଦିନ ବିତିଛି।…

ମୁଜଫରପୁର ଶେଲ୍‌ଟର ହୋମ୍‌ ମାମଲା: ୨୦ ଜାନୁୟାରୀକୁ ଘୁଞ୍ଚିଲା ଶୁଣାଣି

ନୂଆଦିଲ୍ଲୀ,୧୪।୧: ଦିଲ୍ଲୀର ସାକେତ କୋର୍ଟ ମଙ୍ଗଳବାର ମୁଜଫରପୁର ଶେଲ୍‌ଟର ହୋମ୍‌ ବଳାତ୍କାର ମାମଲାର ଶୁଣାଣିକୁ ଘୁଞ୍ଚାଇ ଦେଇଛନ୍ତି। ଆସନ୍ତା ୨୦ ତାରିଖରେ ଏହି ମାମଲାର ଶୁଣାଣି କରିବାକୁ…

ମାଓବାଦୀଙ୍କ ଭୟରେ ଗାଁ ଛାଡିଲେ ଆଦିବାସୀ ପରିବାର

ମାଥିଲି, ୧୪।୧(ଡି.ଏନ୍‌.ଏ.): ମାଓବାଦୀଙ୍କ ଭୟରେ ମାଲକାନଗିରି ଜିଲା ତୁଳସୀ ପାହାଡ଼ କଟୁଆପଦରର ଏକ ଆଦିବାସୀ ପରିବାର ଗାଁ ଛାଡିଛନ୍ତି। ଗଙ୍ଗା ମାଢିଙ୍କ ପରିବାର ଲୋକଙ୍କୁ ନିର୍ଧୁମ ମାଡ଼…

ବନ୍ଧୁକ ମୁନରେ ୨୦ ଲକ୍ଷ ଟଙ୍କା, ୩୦ ଭରି ସୁନା ଲୁଟ୍‌

ଧର୍ମଗଡ,୧୪।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଭଇରିପାଲି ଗାଁରେ ଏକ ବଡଧରଣ ଡକାୟତି ହୋଇଛି। ସୋମବାର ବିଳମ୍ବିତ ରାତିରେ ସୌରଭ ଜୈନଙ୍କ ଘରୁ ୬ ଜଣ ଦୁର୍ବୁତ୍ତ…

ଭାଜପା ଏମ୍‌ପି ପ୍ରଜ୍ଞା ଠାକୁରଙ୍କୁ ଧମକପୂର୍ଣ୍ଣ ଚିଠି

ଭୋପାଳ,୧୪।୧: ମଧ୍ୟପ୍ରଦେଶ ଭୋପାଳର ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍‌ପି ପ୍ରଜ୍ଞା ସିଂ ଠାକୁରଙ୍କୁ ଏକ ଧମକପୂର୍ଣ୍ଣ ଚିଠି ମିଳିଥିବା ଜଣାପଡିଛି। ଏହା ଉର୍ଦ୍ଦୁରେ ଲେଖାଯାଇଥିବା ବେଳେ ଏଥିରେ…