ହର ହର ମହାଦେବ…

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଶ୍ରୀଲଙ୍ଗରାଜ ମନ୍ଦିର ବ୍ୟତୀତ ଏକାମ୍ର କ୍ଷେତ୍ର ଏବଂ ସହରର ଅନ୍ୟାନ୍ୟ ସ୍ଥାନରେ ଥିବା ଶତାଧିକ ଶୈବପୀଠରେ ଶୁକ୍ରବାର ଆୟୋଜିତ ହୋଇଥିଲା ମହାଶିବରାତ୍ରି। ଘଣ୍ଟ ହୁଳହୁଳିରେ ଉଛୁଳି…

‘ସମସ୍ତଙ୍କୁ ନେଇ ବିକାଶମୂଳକ କାର୍ଯ୍ୟ କରିବି’

ଅନୁଗୋଳ ଅଫିସ, ୨୨।୨ - ଦୀର୍ଘ ଦିନ ହେବ ଖାଲି ପଡିଥିବା ଅନୁଗୋଳ ଜିଲା ସଭାପତି ପଦ ପାଇଁ ବରିଷ୍ଠ ଓକିଲ ତଥା ଅନୁଗୋଳ ପୌରପାଳିକା ସଭାପତି…

ମହାଶିବରାତ୍ରି ଉପଲକ୍ଷେ ଜାତୀୟସ୍ତରୀୟ ଭଜନ ସମାରୋହ: ୧୦ଜଣଙ୍କୁ ‘ଏକାମ୍ର ଶ୍ରୀ’ ସମ୍ମାନ

ପୁରୁଣା ଭୁବନେଶ୍ୱର,୨୨।୨(ଡି.ଏନ୍‌.ଏ.): ମହାଶିବରାତ୍ରି ଉପଲକ୍ଷେ ଶ୍ରୀଲିଙ୍ଗରାଜ ମନ୍ଦିର ନିକଟ ଅସ୍ଥାୟୀ ଭଜନ ମଣ୍ଡପରେ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ଅନୁଷ୍ଠାନ ପକ୍ଷରୁ ଅହୋରାତ୍ର ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ସୁନ୍ଦରୀ ବେକରୁ ଖୋଲାଗଲା ରେଡିଓ କଲାର

ବନ୍ତଳା, ୨୨ା୨ (ଡି.ଏନ.ଏ.) - ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ବନ୍ତଳା ଥାନା ରାଇଗୁଡା ରେଞ୍ଜ ଏନ୍‌କ୍ଲୋଜରରେ ଥିବା ବାଘୁଣୀ ସୁନ୍ଦରୀ ବେକରୁ ଶୁକ୍ରବାର ରେଡିଓ କଲାର…

ମାଷ୍ଟରମାଇଣ୍ଡ ଜେଲ୍‌ ୱାର୍ଡର

ଢେଙ୍କାନାଳ ଅଫିସ, ୨୨।୨ - ଢେଙ୍କାନାଳ ସହର ଦୋଳମଣ୍ଡପ ସାହିରେ ଗତ ବୁଧବାର ସନ୍ଧ୍ୟାରେ ସଂଘଟିତ ବହୁଚର୍ଚ୍ଚିତ ପୂର୍ଣ୍ଣଚନ୍ଦ୍ର ବେହେରା ଓରଫ୍‌ ମିଛୁ (୪୭) ହତ୍ୟାକାଣ୍ଡ ଘଟଣାର…

ଦୀପମୟ କପିଳାସ

ଢେଙ୍କାନାଳ ଅଫିସ, ୨୨।୨ - ପବିତ୍ର ଜାଗରଯାତ୍ରାକୁ ନେଇ ଶିବମୟ ହୋଇଉଠିଛି କପିଳାସ। ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖରଜୀଉଙ୍କ ଆଶୀର୍ବାଦ ଭିକ୍ଷା କରିବାକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା।…

୧୦ବର୍ଷ ପରେ ମିଳିଲା ହଜିଲା ପୁଅ

ପାରାଦୀପ, ୨୨।୨ (ସ୍ବ.ପ୍ର.): ଦୀର୍ଘ ଏକ ଦଶନ୍ଧି ହେଲା ପୁଅକୁ ହରାଇଥିବା ବେଳେ ଆଉଥରେ ପୁଅକୁ ପାଇବାର ଆଶା ଛାଡ଼ିଦେଇଥିଲେ। ହେଲେ ଶୁକ୍ରବାର ମହାଶିବରାତ୍ରୀରେ ପୁଅକୁ ଫେରିପାଇବା…

ତିରୁଣା ସମବାୟ ସମିତିରେ ଚାଷୀଙ୍କୁ ଦୁର୍ବ୍ୟବହାର

ନାଉଗଁ।, ୨୨।୨ (ସ୍ବ.ପ୍ର.): ନାଉଗଁ। ବ୍ଲକ ଅଧୀନ ତିରୁଣା ସେବା ସମବାୟ ସମିତିରେ ଧାନ ଦେବା ସମୟରେ ଚାଷୀମାନଙ୍କୁ ଦୁର୍ବ୍ୟବହାର କରାଯିବା ସହ କୁଇଣ୍ଟାଲ ପିଛା ୨…

ଜିଲା ବିଜେଡି ସଭାପତିରେ ସରୋଜଙ୍କ ହ୍ୟାଟ୍ରିକ

ଫୁଲବାଣୀ ଅଫିସ, ୨୨ା୨-କନ୍ଧମାଳ ଜିଲା ବିଜେଡି ସଭାପତିଙ୍କୁ ନେଇ କିଛିଦିନ ଧରି ଚାଲିଥିଲା ଚର୍ଚ୍ଚାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ସରୋଜ କର୍ଣ୍ଣଙ୍କ ଉପରେ…

ଅଷ୍ଟଶମ୍ଭୁ ପୀଠରେ ହରିହର ଭେଟ

ବିରିଡି, ୨୨।୨ (ଡି.ଏନ୍‌.ଏ.): ପବିତ୍ର ଶିବଚତୁଦ୍ଦଶୀ ତିଥି ଅବସରରେ ଶୁକ୍ରବାର ହାଜିପୁରସ୍ଥିତ ପବିତ୍ର ଧ୍ୟାନକୁଦ ଶ୍ରୀଜଗନ୍ନାଥ ମନ୍ଦିରରୁ ଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଶ୍ରୀ ମଦନମୋହନ ସେବାୟତମାନଙ୍କ ସହ…