କପିଳାସ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ: ଭୋର ୪.୨୦ରେ ଉଠିବ ମହାଦୀପ

ଢେଙ୍କାନାଳ ଅଫିସ, ୨୧।୨: ଢେଙ୍କାନାଳ ଜିଲା କପିଳାସ ଶୈବପୀଠରେ ପ୍ରସିଦ୍ଧ ଜାଗର ଯାତ୍ରା ମହାସମାରୋହରେ ପାଳିତ ହେଉଛି। ଶୁକ୍ରବାର ସକାଳୁ ମହାପ୍ରଭୁ ଶ୍ରୀଚନ୍ଦ୍ରଶେଖର ଜୀଉ ମହାଦେବ ଓ…

ମହାଶିବରାତ୍ରିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର, ୨୧।୨(ବ୍ୟୁରୋ): ପବିତ୍ର ମହାଶିବରାତ୍ରି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟର ପୃଷ୍ଠାରେ ପ୍ରଭୁ ଲିଙ୍ଗରାଜ ଏବଂ ମହାପ୍ରଭୁ ଜଗନ୍ନାଥଙ୍କ ମନ୍ଦିରର କିଛି…

ଆଉ ଏକ ରେକର୍ଡ କଲେ ପ୍ରିୟଙ୍କା: ଇନ୍‌ଷ୍ଟାଗ୍ରାମ୍‌ରେ ସବୁଠୁ ଅଧିକ ଫଲୋଅର୍ସ

ବଲିଉଡ୍‌ର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା କେବଳ ବଲିଉଡ୍‌ରେ ନୁହନ୍ତି, ହଲିଉଡ୍‌ରେ ମଧ୍ୟ ବେଶ୍‌ ଲୋକପ୍ରିୟ। ଏବେ ତାଙ୍କୁ ଆଉ ଏକ ସଫଳତା ମିଳିଛି। ସୋସିଆଲ ମିଡିଆ…

ଅନ୍ତର୍ଜାତୀୟ ମାତୃଭାଷା ଦିବସ: ସବୁ ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଅନ୍ତର୍ଜାତୀୟ ମାତୃଭାଷା ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ  ଶୁଭେଚ୍ଛା ଜଣାଇଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଅନ୍ତର୍ଜାତୀୟ ମାତୃଭାଷା ଦିବସର ଶୁଭେଚ୍ଛା।…

ଏହିସବୁ ଲକ୍ଷଣରୁ ଜଣାପଡ଼େ ଚର୍ମ କର୍କଟ

ଲୋକଙ୍କୁ ବିଭିନ୍ନ ପ୍ରକାରର କ୍ୟାନସର ବା କର୍କଟ ରୋଗ ହୋଇଥାଏ। ସେଥିମଧ୍ୟରୁ ସ୍କିନ୍‌ କ୍ୟାନସର ବା ଚର୍ମ କର୍କଟ ଅନ୍ୟତମ। ଯେତେବେଳେ ଚର୍ମର କୋଷିକା ଅସାମାନ୍ୟ ତରିକାରେ…

ଲୁଚିଛପି ବିବାହରେ ଯୋଗଦେବା ପାଇଁ ପାକିସ୍ତାନ ଗଲେ ଶତ୍ରୁଘ୍ନ ସିହ୍ନା! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୨: ଅଭିନେତା ତଥା କଂଗ୍ରେସ ନେତା ଶତ୍ରୁଘ୍ନ ସିହ୍ନା ଏକ ବିବାହ ଭୋଜିରେ ଯୋଗ ଦେବା ପାଇଁ ପାକିସ୍ତାନ ଯାଇଥିବା ଜଣାପଡିଛି। ଏହାର ଏକ ଭିଡିଓ ସୋସିଆଲ…

ପ୍ରଜ୍ଞାନ ଓଝାଙ୍କ ଅବସର

ହାଇଦ୍ରାବାଦ,୨୧।୨(ପି.ଟି.)- ରାଜ୍ୟ ତଥା ଦେଶ ପାଇଁ ବହୁ ସଫଳତା ଆଣିଥିବା ଓଡ଼ିଆ ସ୍ପିନର ପ୍ରଜ୍ଞାନ ଓଝା ଶୁକ୍ରବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ୩୩…

ସ୍ପୋଟର୍‌ସମ୍ୟାନ ଅଫ୍‌ ଦି ଇୟର

ବ୍ରିଟେନ ଫର୍ମୁଲା- ୧ ଡ୍ରାଇଭର ଲୁଇସ୍‌ ହାମିଲଟନ ଏଥର ଆର୍ଜେଣ୍ଟିନା ଫୁଟବଲ ସୁପରଷ୍ଟାର ଲିଓନେଲ ମେସିଙ୍କ ସହ ଯୁଗ୍ମ ଭାବେ ଲୌରିଅସ୍‌ ସ୍ପୋଟର୍‌ସମ୍ୟାନ ଅଫ୍‌ ଦି ଇୟର…

ଆଜି ମହାଶିବରାତ୍ରି: ଜାଣନ୍ତୁ ଉପବାସଧାରୀ କ’ଣ ଖାଇବା ଉଚିତ

ଆଜି ମହାଶିବରାତ୍ରି। ସମସ୍ତ ଶୈବପୀଠ ଚଳଚଞ୍ଚଳ ହୋଇ ଉଠିଛି। ଭକ୍ତମାନେ ଏହିଦିନ ଉପବାସ ରହି ମହାଦେବଙ୍କ ଉପାସନା କରିଥାନ୍ତି। ଏପରି କି ଶ୍ରଦ୍ଧାଳୁମାନେ ଉଜାଗର ରହି ଜାଗର…

ମହାଶିବରାତ୍ରି ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୨: ପବିତ୍ର ମହାଶିବରାତ୍ରି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ମୋଦି ଟୁଇଟ କରି ଦେଶବାସୀଙ୍କୁ ମହାଶିବରାତ୍ରିର…