ପୋଲତଳକୁ ଖସିଲା ପୋଲିସ ଗାଡ଼ି, ଥାନାଧିକାରୀ ଗୁରୁତର

ରାଇକିଆ,୧୩।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆଠାରେ ଏକ ଗଞ୍ଜେଇ ଗାଡ଼ିକୁ ପିଛା କରୁଥିବା ବେଳେ ସୋମବାର ପୂର୍ବାହ୍ନରେ ଭାରସାମ୍ୟ ହରାଇ  ପୋଲ ତଳକୁ ପୋଲିସ ଗାଡ଼ି ଖସିପଡ଼ିଛି। ଫଳରେ…

ଜାନୁୟାରୀ ୧୭ରେ ଉତ୍‌କ୍ଷେପଣ ହେବ ଜିସାଟ୍‌-୩୦: ବଢ଼ିବ ଇଣ୍ଟରନେଟ୍‌ ସ୍ପିଡ୍‌

ନୂଆଦିଲ୍ଲୀ,୧୩।୧: ଦେଶର ସଞ୍ଚାର ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଜାନୁୟାରୀ ୧୭ରେ ମହାକାଶକୁ ଜିସାଟ୍‌-୩୦ ଉତ୍‌କ୍ଷେପଣ କରାଯିବ। ଫ୍ରେଞ୍ଚ୍‌ ଗୁଏନାର କୋଉରୋ ଲଞ୍ଚପ୍ୟାଡ୍‌ରୁ ୟୁରୋପିଆନ୍‌ ହେଭି ରକେଟ…

ଏସିଡ୍‌ ଆଟାକ୍‌ ସର୍ଭାଇଭରଙ୍କୁ ପେନସନ୍‌ ଦେବାକୁ ଯୋଜନା କରୁଛନ୍ତି ଉତ୍ତରାଖଣ୍ଡ ସରକାର

ଡେରାଡୁନ,୧୩।୧: ଦେଶରେ ଏସିଡ୍‌ ଆଟାକ୍‌ ପୀଡିତାଙ୍କ ସଂଖ୍ୟା ବଢିବାରେ ଲାଗିଛି। ନିକଟରେ ଏମିତି ଏକ କାହାଣୀକୁ ନେଇ ବଲିଉଡ୍‌ରେ ନିର୍ମାଣ କରାଯାଇଥିବା ଫିଲ୍ମ ‘ଛପାକ’ ସମସ୍ତଙ୍କ ଦୃଷ୍ଟି…

ବାବୁ ମହଲ: ସନିଆର ସିନେମା ନିଶା | Babu Mahal #17: Saniara Cinema Nisha

ଆଜିକାଲି ଯୁବପିଢିଙ୍କର ଅଭିନୟ ପ୍ରତି ବଢୁଛି ରୁଚି। ଗ୍ଲାମର ଦୁନିଆ ସଭିଙ୍କୁ କରୁଛି ଆକର୍ଷିତ। ତେବେ ଅଭିନୟକୁ କ୍ୟାରିଅର କରି ସେଥିରେ ପ୍ରତିଷ୍ଠିତ ହେବା ଲାଗି ବହୁ…

୨ ଦିନିଆ ବାର୍ଷିକ ଧର୍ମ ସମ୍ମିଳନୀ: ଟ୍ରେନ୍‌ ଇଞ୍ଜିନ୍‌ରେ ବସି ଯାତ୍ରା କଲେ ଲୋକେ; ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଢ଼ାକା,୧୩।୧: ଭାରତରେ ବିଭିନ୍ନ ପାର୍ବଣ ଅବସରରେ ଟ୍ରେନ୍‌ରେ ଯାତ୍ରା କରିବା ସମୟରେ ପ୍ରାୟତଃ ଭିଡ଼ ଦେଖିବାକୁ ମିଳିଥାଏ। ତେବେ ବାଂଲାଦେଶରେ ପ୍ରତିବର୍ଷ ଆୟୋଜିତ ହେଉଥିବା ବିଶ୍ୱ ଧର୍ମ…

୨ ବାଇକ୍‌ ମୁହାଁମୁହିଁ: ଜଣେ ମୃତ, ଜଣେ ଗୁରୁତର

ଦେବଗଡ଼/ରିଆମାଳ,୧୩।୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା ରିଆମାଳ ବ୍ଲକ ଛତାବରସ୍ଥିତ ଜଟିଆନାଳୀଠାରେ ସୋମବାର ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏଥିରେ ଜଣେ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ…

ସଚିନଙ୍କ ବଡ଼ ପ୍ରଶଂସକ, କିନ୍ତୁ ଧୋନୀଙ୍କ ଭଳି ମାରୁଛନ୍ତି ଛକା

ମୁମ୍ବାଇ,୧୩।୧: ଆସନ୍ତା ଫେବୃୟାରୀ ୨୧ ତାରିଖରୁ ଅଷ୍ଟ୍ରେଲିଆରେ ଆରମ୍ଭ ହେବାକୁ ଯାଉଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ବିଶ୍ୱକପ ପାଇଁ ଏକ ୧୫ ଜଣିଆ ଭାରତୀୟ…

ଜିଲାପାଳଙ୍କ କାର୍ଯ୍ୟାଳୟ ଭିତରକୁ ଧସେଇ ପଶିଲେ ଆନ୍ଦୋଳନକାରୀ

ଖୋର୍ଦ୍ଧା ଅଫିସ, ୧୩।୧: ରିପବ୍ଲିକାନ୍‌ ପାର୍ଟି ଅଫ୍‌ ଇଣ୍ଡିଆ ପକ୍ଷରୁ ସୋମବାର ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସିଏଏ ପ୍ରତ୍ୟାହାର, ଦଳିତ ଏବଂ…

ସୁପର କପ୍‌ ଜିତିଲା ରିୟଲ ମାଡ୍ରିଡ୍‌

ଜେଦ୍ଦା,୧୩ା୧ (ଏଏଫ୍‌ପି)- ଏଠାରେ ଅନୁଷ୍ଠିତ ସୁପର କପ୍‌ ଫାଇନାଲରେ ରିୟଲ ମାଡ୍ରିଡ୍‌ ପେନାଲ୍ଟି ଶୁଟ୍‌ଆଉଟ ଜରିଆରେ ଆଟଲେଟିକୋ ମାଡ୍ରିଡ୍‌କୁ ହରାଇ ଦେଇଛି। ସୌଦି ଆରବୀୟ ପ୍ରଶଂସକଙ୍କ ସାମ୍ନାରେ…

ସିଆର୍‌ପିଏଫ୍‌ ଗାଡ଼ି ଉପରକୁ ଗୁଳିମାଡ଼ କଲେ ଆତଙ୍କବାଦୀ

ଶ୍ରୀନଗର,୧୩।୧: ଜମ୍ମୁ-କଶ୍ମୀରରେ ସିଆର୍‌ପିଏଫ୍‌ ଗାଡ଼ି ଉପରେ ସୋମବାର ଆତଙ୍କବାଦୀମାନେ ଗୁଳିମାଡ଼ କରିଛନ୍ତି। ସ୍ଥାନୀୟ ଅନନ୍ତନାଗରେ ଏହା ଘଟିଛି। କିଛି ଆତଙ୍କବାଦୀ ସିଆର୍‌ପିଏଫ୍‌ ଗାଡ଼ି ଉପରେ ଆଖିବୁଜା ଗୁଳି…