ଜାମଟିକ୍ରା, ୧୩।୧ (ଡି.ଏନ.ଏ) ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଜାମଟିକ୍ରା ଗ୍ରାମ ପଧାନପଡାର ଦାସ ନାଗଙ୍କ ସାନପୁଅ ଦେବେନ୍ଦ୍ର ନାଗ (୩୮)। ଦୀର୍ଘ ୪ ବର୍ଷ ହେଲା…
ଦେବଗଡ଼଼,୧୩ା୧(ଡି.ଏନ.ଏ.): ଦେବଗଡ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ସର୍ବଭାରତୀୟ ପ୍ରଧାନପାଟ କପ ଫୁଟବଲ ଟୁର୍ନାମେଣ୍ଟ ରବିବାର ଉଦ୍ଯାପିତ ହୋଇଯାଇଛି ା ଫାଇନାଲ ମ୍ୟାଚ ଅନୁଗୋଳ ଜିଲା ନାଲକୋ ଜିଆର୍ଏଫ୍ସି…
ଦେବଗଡ଼,୧୩ା୧(ଡି.ଏନ.ଏ.) ଦେବଗଡ ଟାଉନ ହଲ୍ଠାରେ ନାଟ୍ୟାନୁଷ୍ଠାନ ଜାଗରଣ ଆର୍ଟ ଇଣ୍ଟର୍ ନ୍ୟାଶନାଲ ପକ୍ଷରୁ ୧୭ତମ ସର୍ବ ଭାରତୀୟ ବହୁଭାଷୀ କ୍ଷୁଦ୍ର ନାଟକ ଓ ନୃତ୍ୟ ପ୍ରତିଯୋଗିତାର ରବିବାର…
ବଲାଙ୍ଗୀର ଅଫିସ,୧୩।୧: ବଲାଙ୍ଗୀରଠାରେ ପଶ୍ଚିମ ଓଡିଶା ମତ୍ସ୍ୟଜୀବୀ ତିଅର ସମାଜର ମହାସଭା ଅନୁଷ୍ଠିତ ହୋଇଯାଇଛି। ସମାଜ ସଭାପତି ଶ୍ରୀବତ୍ସ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ମହାସଭାରେ ମୁଖ୍ୟଅତିଥି ଭାବେ…
ରିୟାଦ, ୧୩ା୧ (ପି.ଟି.)-ହିରୋ ମୋଟର ସ୍ପୋଟର୍ସ ଟିମ୍କୁ ଶକ୍ତ ଧକ୍କା ଲାଗିଛି। ସୌଦି ଆରବରେ ଚାଲିଥିବା ଡାକାର ରାଲିର ୭ମ ଷ୍ଟେଜ୍ ବେଳେ ଏହାର ପର୍ତ୍ତୁଗିଜ୍ ରାଇଡର…
ପୁରୀ ଅଫିସ, ୧୩ା୧: ବାରମ୍ବାର ସୋସିଆଲ ମିଡିଆରେ ଭାଇରାଲ ହେଉଛି ଶ୍ରୀମନ୍ଦିର ଭିତର ଫଟୋ ଓ ଭିଡିଓ। ବିଭିନ୍ନ ସମୟରେ ଭକ୍ତମାନେ ମନ୍ଦିର ଭିତରେ ସେଲ୍ଫି ନେଇ…
ନୟାଗଡ଼ ଅଫିସ,୧୩ା୧: ନୟାଗଡ଼ ଜିଲାରେ ଗତମାସ ୧୮ ତାରିଖଠାରୁ ମଣ୍ଡିରେ ଚାଷୀମାନଙ୍କଠାରୁ ଧାନ ସଂଗ୍ରହ (କ୍ରୟ) ପ୍ରକ୍ରିୟା ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ୨୪ ଦିନରେ ୫୬୫୭…
ଭୁବନେଶ୍ୱର, ୧୩ା୧ (କ୍ରୀଡ଼ା ପ୍ରତିନିଧି)- ଗୁଆହାଟୀଠାରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ସ ୨୦୨୦ରେ ଚମତ୍କାର ପ୍ରଦର୍ଶନ କରି ଇତିହାସ ସୃଷ୍ଟି କରିଛନ୍ତି ଓଡ଼ିଶାର ଦୀନେଶ କୁମାର।…
ନାଉଗାଁ,୧୩ା୧(ସ୍ବ.ପ୍ର.): ନାଉଗାଁ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ଏନେଇ ଏକ ମାମଲା ନଂ-୬/୨୦ରୁଜୁ କରାଯିବା ସହ ସମ୍ପୃକ୍ତ ଯୁବକଙ୍କୁ…
ବାଲିଆ,୧୩ା୧: ବିରିଡ଼ି ବ୍ଲକ ଅଧୀନ ହାଜିପୁର ମଣ୍ଡଳ ଭାଜପାର ଏକ ସାଙ୍ଗଠନିକ ବୈଠକ ଅଲାଣ୍ଡୋସ୍ଥିତ ଜାଗୁଳାଇ ମନ୍ଦିର ପ୍ରାଙ୍ଗଣରେ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମଣ୍ଡଳର ନୂତନ…