ବେଲୁର ମଠରେ ମୋଦି

କୋଲକାତା,୧୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତାଙ୍କର ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି। ଦ୍ୱିତୀୟ ଦିନ ଅର୍ଥାତ୍‌ ରବିବାର ହାଓ୍ବଡାରେ ଥିବା ରାମକ୍ରିଷ୍ଣ ପରମହଂସଙ୍କ ବେଲୁର…

ଚାରିଛକ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଘଟଣ: ରୋଗୀଙ୍କ ଉପରେ ପଡ଼ିଲା କଂକ୍ରିଟ୍‌ ଖଣ୍ଡ, ୩ ଆହତ

ନିମାପଡ଼ା,୧୨ା୧(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକ ଅନ୍ତର୍ଗତ ଚାରିଛକ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ମହିଳା ଓ୍ବାର୍ଡର ଛାତରୁ କଂକ୍ରିଟ୍‌ ଖଣ୍ଡ ଖସିପଡ଼ିବା ଯୋଗୁ ୨…

ବିବେକାନନ୍ଦଙ୍କ ବାଣୀ ପ୍ରେରଣା ଯୋଗାଉଛି: ରାଷ୍ଟ୍ରପତି

ନୂଆଦିଲ୍ଲୀ, ୧୨।୧: ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ରବିବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ବିବେକାନନ୍ଦଙ୍କ ୧୫୭ ତମ…

ରଙ୍ଗିନ ଫୁଲରେ ଝଲସୁଛି ଏକାମ୍ର କାନନ, ପ୍ରଦର୍ଶିତ ହେଉଛି ୪୦୦ପ୍ରଜାତିର ଫୁଲ

ଭୁବନେଶ୍ୱର, ୧୨ା୧(ବ୍ୟୁରୋ)- ଭଳିକିଭଳି ଫୁଲରେ ଝଲସୁଛି ସ୍ଥାନୀୟ ଏକାମ୍ର କାନନ। ଲାଲ୍‌, କମଳା, ନୀଳ, ହଳଦିଆ ଆଦି ରଙ୍ଗ ବେରଙ୍ଗ ଗୋଲାପ ସାଙ୍ଗକୁ ଫ୍ଲୋରିବୁଣ୍ଡା ଏବଂ ପଲିଆନ୍ଥା…

ନିଜ ମାତୃଭାଷା ସ୍ବର୍ଗଠାରୁ ମହାନ

ପୁରୀ ଅଫିସ, ୧୨ା୧: ଆଦିକବି ସାରଳା ଦାସ ସମ୍ମିଳନୀ ଅବସରରେ ଶ୍ରୀକ୍ଷେତ୍ରରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଶ୍ରୀଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟଠାରୁ ମାଉସୀମା ଛକ ପର୍ଯ୍ୟନ୍ତ ଏକ…

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ପାଣ୍ଠି: ଜଗନ୍ନାଥ ସେନା ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା

ପୁରୀ ଅଫିସ, ୧୨ା୧: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଣ୍ଠିକୁ ଏକ ଘରୋଇ ବ୍ୟାଙ୍କରେ ରଖାଯିବା ଘଟଣାକୁ ତୀବ୍ର ବିରୋଧ କରିଛି ଶ୍ରୀଜଗନ୍ନାଥ ସେନା। ଏ ନେଇ ଶନିବାର ସେନା…

ମହୋଦଧିରେ ସ୍ନାନ କରି ପ୍ରାୟଶ୍ଚିତ୍ତ କଲେ କଂସ: ମହାପ୍ରଭୁଙ୍କୁ କ୍ଷମା ମାଗିଲେ, ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ନେଲେ

ପୁରୀ ଅଫିସ, ୧୨ା୧: ବରଗଡ଼ ଧନୁଯାତ୍ରା ଶୁକ୍ରବାର ଶେଷ ହୋଇଛି। ଏଥିରେ କଂସ ଭୂମିକାରେ ଅଭିନୟ କରିଥିବା ଭୁବନେଶ୍ୱର ପ୍ରଧାନ ଶନିବାର ପୁରୀ ଆସି ପବିତ୍ର ମହୋଦଧିରେ…

ଐତିହ୍ୟକୁ ଭୁଲିଲେ, ସଂସ୍କୃତି ହଜିଯିବ

ପୁରୀ ଅଫିସ,୧୨।୧ : ପ୍ରାଚୀନ କାଳରୁ ଶ୍ରୀକ୍ଷେତ୍ରର ନାମ ପୁରୁଷୋତ୍ତମ କ୍ଷେତ୍ର ବୋଲି ରହିଛି। ଏପରିକି ପୁରୀର ୪୨ଟି ନାମ ରହିଛି। ପ୍ରତ୍ୟେକ ନାମ ପଛରେ ଏକ…

ବିନା ପଞ୍ଜିକୃତ ସଫେଇ ଗାଡ଼ିରୁ ଜରିମାନା ଆଦାୟ

ପୁରୀ ଅଫିସ,୧୨ା୧: ବିନା ପଞ୍ଜୀକରଣରେ ଅଳିଆ ନେଉଥିବା ଏକ ସଫେଇ ଗାଡ଼ିରୁ ପୁରୀ ପୌରସଂସ୍ଥା ଏନଫୋର୍ସମେଣ୍ଟ ସ୍କ୍ବାଡ ଜରିମାନା ଆଦାୟ କରିଛି। ସହରକୁ ସ୍ବଚ୍ଛ ଓ ପରିଷ୍କାର…

ବୋଟ୍‌ ବୁଡ଼ି ୧୨ ଶରଣାର୍ଥୀଙ୍କ ମୃତ୍ୟୁ

ଏଥେନ୍ସ,୧୨ା୧(ଏଏଫ୍‌ପି): ଆୟୋନିଅନ ସାଗରରେ ଶନିବାର ଶରଣାର୍ଥୀମାନଙ୍କର ଏକ ବୋଟ୍‌ ବୁଡ଼ିଯିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ଗ୍ରୀକ୍‌ ତଟରକ୍ଷୀ ବାହିନୀ ପକ୍ଷରୁ…