ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଲୋକସେବା ଭବନ ଉଦ୍ୟାନ

ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ଲୋକସେବା ଭବନ ଉଦ୍ୟାନ ଶନିବାରଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲା ହେବ। ଶୀତଦିନିଆ ଫୁଲର ସମ୍ଭାରରେ ଲୋକସେବା ଭବନ ଉଦ୍ୟାନ ଅତ୍ୟନ୍ତ ମନୋରମ ରୂପ ଧାରଣ…

ମିଷ୍ଟର ଡିପେଣ୍ଡବୁଲ୍‌ ୪୭ ବର୍ଷରେ କଲେ ପଦାର୍ପଣ: ପିଲାଦିନ ସାଥୀ ବିଜେତାଙ୍କୁ କରିଥିଲେ ଜୀବନସାଥୀ

ନୂଆଦିଲ୍ଲୀ,୧୧।୧: ଭାରତୀୟ କ୍ରିକେଟର ରାହୁଲ ଦ୍ରାବିଡ୍‌ ଶନିବାର ୪୭ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୩ଜାନୁୟାରୀ ୧୧ରେ ଇନ୍ଦୋରଠାରେ ଜନ୍ମଗ୍ରହଣ କରିଥିଲେ। ୧୨ ବର୍ଷ ବୟସରୁ ସେ…

ଆଶିକି ଗର୍ଲଙ୍କୁ ୫୧ ପୂରିଲା: ୨୯ ଦିନ କୋମାରେ ରହିବା ପରେ ପାଇଥିଲେ ନୂଆ ଜୀବନ;ଏବେ ଦେଖିଲେ ଚିହ୍ନି ବି ହେବନି !

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତଥା ଆଶିକି ଗର୍ଲ ଭାବେ ପରିଚିତି ହାସଲ କରିଥିବା ଅନୁ ଅଗ୍ରଓ୍ବାଲ ଶନିବାର ନିଜର ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୧୯୬୯…

ଓଏସ୍‌ଏଚ୍‌ବି ଅଧ୍ୟକ୍ଷ ପ୍ରିୟଦର୍ଶୀଙ୍କ ମାତୃବିୟୋଗ

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ପୂର୍ବତନ ବିଧାୟକ ତଥା ଓଡ଼ିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା(ଓଏସ୍‌ଏଚ୍‌ବି) ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ରଙ୍କ ମା’ କାଞ୍ଚନବାଳା ମିଶ୍ରଙ୍କର ଗୁରୁବାର ୭୮ବର୍ଷ ବୟସରେ ପରଲୋକ ଘଟିଛି।…

‘ପିଓକେ’ରେ ୩୦୦ ଆତଙ୍କବାଦୀ ସକ୍ରିୟ

ନୂଆଦିଲ୍ଲୀ,୧୧ା୧(ପି.ଟି.): ପ୍ରାୟ ୩୦୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ଲାଗି ସୀମା ସେପଟେ ଅପେକ୍ଷା କରିଛନ୍ତି। ପାକ୍‌ ଅଧିକୃତ କଶ୍ମୀରରେ ୫୦ ଆଫଗାନ୍‌ ଆତଙ୍କବାଦୀଙ୍କ ସହ ଏମାନେ ଜେଇଏମ୍‌…

ପାକ୍‌ ମସ୍‌ଜିଦରେ ବିସ୍ଫୋରଣ: ୧୩ ନିହତ

କରାଚି,୧୧ା୧(ପି.ଟି.): ପାକିସ୍ତାନର ବେଲୁଚିସ୍ତାନ ରାଜଧାନୀ କ୍ୱେଟାସ୍ଥିତ ଏକ ମସ୍‌ଜିଦରେ ଶୁକ୍ରବାର ବିସ୍ଫୋରଣ ଘଟି ୧୩ ଜଣଙ୍କ ମୃତ୍ୟୁ ହେବା ସହ ୧୧ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ…

ଫନୀକୁ ୮ମାସ ବିତିଲା: ମରାମତି ହେଉନି ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ

କଟକ ରୋଡ,୧୧ା୧(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ର ୮ମାସ ପରେ ବି ରାଜଧାନୀର କେତେକ ଅଞ୍ଚଳରେ ବିଦ୍ୟୁତ୍‌ ଖୁଣ୍ଟ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଯାହା କି ସାଧାରଣ ଲୋକଙ୍କୁ ଚିନ୍ତାରେ…

ପିଲାଙ୍କୁ ନିଆଁରୁ ବଞ୍ଚାଇ ଜେଲ ଗଲେ ମା’

ପ୍ୟୋଙ୍ଗୟାଙ୍ଗ୍‌, ୧୧ା୧ : ପୃଥିବୀରେ ଗୋଟିଏ ଦେଶ ରହିଛି ଉତ୍ତର କୋରିଆ। କିମ ଜଙ୍ଗ୍‌ ଉନ ସେଠାକାର ସର୍ବୋଚ୍ଚ ଶାସକ। ଏହି ଦେଶରେ ଆଇନକାନୁନ ନାଁରେ କିଛି…

ଗୋଟିଏ ମଞ୍ଚରେ ଏକାଠି ହେବେ ମୋଦି-ମମତା

କୋଲକାତା,୧୧ା୧: ଲୋକ ସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୋଟିଏ ମଞ୍ଚରେ ଏକାଠି ହେବାକୁ…

ନାବାଳିକା ଝିଅଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଗୁଜରାଟରେ ଜଣେ ଓଡ଼ିଆଙ୍କୁ ଫାଶୀ ଦଣ୍ଡାଦେଶ

ସୁରଟ୍‌,୧୧ା୧(ପି.ଟି.): ନିଜର ନାବାଳିକା ଝିଅ(୧୪ଙ୍କୁ ବଳାତ୍କାର କରି ଗର୍ଭବତୀ କରିବା ପରେ ତଣ୍ଟିଚିପି ମାରିବା ଘଟଣାରେ ଗୁଜରାଟର ସ୍ପତନ୍ତ୍ର କୋର୍ଟ ଜଣେ ଓଡ଼ିଆଙ୍କୁ ଫାଶୀଦଣ୍ଡାଦେଶ ଦେଇଛନ୍ତି। ଅତିରିକ୍ତ…