ଓଡ଼ିଶା ହରାଇବ ୩୦ ହଜାର କୋଟି

ଭୁବନେଶ୍ୱର,୧୧ା୧(ବ୍ୟୁରୋ):ପଞ୍ଚଦଶ ଅର୍ଥ କମିଶନରେ ଓଡ଼ିଶାକୁ କେନ୍ଦ୍ରୀୟ ଟିକସ ବାବଦ ଅଂଶଧନ କମିବ। କମିଶନ ୨୦୧୧ ଜନସଂଖ୍ୟାକୁ ସଂଶୋଧିତ ମାନଦଣ୍ଡ ଭାବେ ଗ୍ରହଣ କରିଥିବାରୁ ରାଜ୍ୟ ପାଇଁ ବଡ…

ଧଉଳିରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର: ନୃତ୍ୟ, ସଙ୍ଗୀତ, ଚିତ୍ରକଳାରେ ଗୁରୁକୁଳ ଢାଞ୍ଚାରେ ମିଳିବ ଶିକ୍ଷା

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ନୃତ୍ୟ, ସଙ୍ଗୀତ, ଚିତ୍ରକଳା ଆଦି ବିଷୟରେ ପିଲାମାନଙ୍କୁ ସ୍ବଳ୍ପ ଅବଧିର ପାଠ୍ୟକ୍ରମରେ ଶିକ୍ଷାଦେବା ଲାଗି ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଏକ ଉତ୍କର୍ଷ କେନ୍ଦ୍ର। ଗୁରୁକୁଳ ଢାଞ୍ଚାରେ…

ଓଡ଼ିଶା ହସ୍ତତନ୍ତରେ ଇଣ୍ଡୋ-ଓ୍ବେଷ୍ଟର୍ନ କଲେକ୍ସନ: ୫ ଡିଜାଇନର୍‌ଙ୍କ ପରିବେଶ ଉପଯୋଗୀ ପୋଷାକ

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ପାରମ୍ପରିକ ସହ ଫ୍ୟୁଜନ୍‌ର ଝଲକ। ପ୍ରତି ପୋଷାକରେ ଥିଲା ଏକ କାହାଣୀ। ପଟଚିତ୍ରରୁ ଆରମ୍ଭ କରି ସମ୍ବଲପୁରୀ ପର୍ଯ୍ୟନ୍ତ, ପ୍ରତ୍ୟେକ ଡିଜାଇନ୍‌ରେ ଓଡ଼ିଶାର ଉତ୍କୃଷ୍ଟ କଳା…

କୃତ୍ରିମ ଅଙ୍ଗ ତିଆରି ଉପରେ ଗୁରୁତ୍ୱ ଦେବେ ସରକାର

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ଦିବ୍ୟାଙ୍ଗଙ୍କ ଲାଗି କୃତ୍ରିମ ଅଙ୍ଗ ନିର୍ମାଣ ଉପରେ ଅଧିକ ଗୁରୁତ୍ୱ ଦେବେ ରାଜ୍ୟ ସରକାର। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏ ଦିଗରେ…

୮ଜଣଙ୍କୁ କଳିଙ୍ଗ ପ୍ରତିଭା ସମ୍ମାନ

ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ସଂସ୍କୃତି ଓ ସଂସ୍କୃତି ଏବଂ ଶିକ୍ଷାବିତ୍‌ ହାଡିବନ୍ଧୁ ହାଲି ଫାଉଣ୍ଡେଶନ୍‌ ପକ୍ଷରୁ ଶୁକ୍ରବାର ସୂଚନା ଭବନଠାରେ ୫ମ ରାଜ୍ୟସ୍ତରୀୟ କଳିଙ୍ଗ ପ୍ରତିଭା ସମ୍ମାନ ଉତ୍ସବ-୨୦୨୦…

ଯୁବକଙ୍କୁ ହାଜତରେ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ: କଙ୍କଡ଼ାହାଡ଼ ଥାନା ଏଏସ୍ଆଇ ନିଲମ୍ବିତ

ଢେଙ୍କାନାଳ ଅଫିସ/କାମାକ୍ଷାନଗର(ଡି.ଏନ୍‌.ଏ.) ୧୧।୧ - ଆକ୍ରମଣର ଶିକାର ହୋଇଥିବା ଜଣେ ମହିଳାଙ୍କ ଏତଲା ନ ରଖିବା ଏବଂ ଏହାର ପ୍ରତିବାଦ କରିବାରୁ ଜଣେ ଯୁବକଙ୍କୁ ଥାନା ହାଜତରେ…

ଚିତ୍ରରେ ଶିମିଳିପାଳ ଅଭୟାରଣ୍ୟର ସୌନ୍ଦର୍ଯ୍ୟ

ଭୁବନେଶ୍ୱର, ୧୧ା୧(ବ୍ୟୁରୋ): କେତକୀ ଫାଉଣ୍ଡେଶନ୍‌ ଟ୍ରଷ୍ଟ ପକ୍ଷରୁ ଶୁକ୍ରବାର ରାଷ୍ଟ୍ରୀୟ ଲଳିତ କଳା ଏକାଡେମି ପରିସରରେ ‘ଆଇ ଆମ୍‌ ୱିଥ୍‌ ନେଚର’ ଶୀର୍ଷକ ଚିତ୍ରକଳା ପ୍ରଦର୍ଶନୀ ଉଦ୍‌ଘାଟିତ…

କଣିହଁ। ଏନ୍ଟିପିସିରେ ପହଞ୍ଚିଲା ଦୁଲଙ୍ଗ କୋଇଲା

ତାଳଚେର,୧୧ା୧(ନି.ପ୍ର.) - ଅନୁଗୋଳ ଜିଲା କଣିହଁ।ସ୍ଥିତ ଏନ୍‌ଟିପିସି ପ୍ଲାଣ୍ଟର ଇନ୍ଧନ ଆବଶ୍ୟକତା ପୂରଣ ପାଇଁ ଚୁକ୍ତିମୁତାବକ ଝାରସୁଗୁଡ଼ାସ୍ଥିତ ଏନ୍‌ଟିପିସିର ଦୁଲଙ୍ଗ ମାଇନ୍ସରୁ କୋଇଲା ଅଣାଯାଇଛି। ଟ୍ରେନ୍‌ ଯୋଗେ…

ଭାରତରେ ବଢ଼ୁଛି ଆତ୍ମହତ୍ୟା ସଂଖ୍ୟା: ୧ ଲକ୍ଷରେ ୧୬.୫% ଯୁବଗୋଷ୍ଠୀ କରୁଛନ୍ତି ଆତ୍ମହତ୍ୟା

ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ଆତ୍ମହତ୍ୟା ଦୃଷ୍ଟିରୁ ଦକ୍ଷିଣ-ପୂର୍ବ ଏସିଆରେ ଭାରତର ସ୍ଥିତି ଅନ୍ୟ ଦେଶ ଅପେକ୍ଷା ବହୁ ଆଗରେ ରହିଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ରିପୋର୍ଟ ଅନୁଯାୟୀ, ଦେଶରେ…

ଥାନାରେ ହେଲା ସମାଧାନ: ସ୍ଥାନାନ୍ତର ହେବ ଶିଶୁମନ୍ଦିର

ବନ୍ତଳା,୧୧।୧(ଡି.ଏନ.ଏ.) - ବନ୍ତଳା ଥାନା ପୋକତୁଙ୍ଗା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଦେଖାଦେଇଥିବା ଅସନ୍ତୋଷର ସମାଧାନ ଶୁକ୍ରବାର ବନ୍ତଳା ଥାନାରେ ହୋଇଛି। ଆସନ୍ତା ଜୁନ…