ତିର୍ତ୍ତୋଲ ବ୍ଲକରେ ହରିଶ୍ଚନ୍ଦ୍ର ଯୋଜନା କେଳେଙ୍କାରୀ: ଜୀବିତଙ୍କୁ ମୃତ ଦର୍ଶାଇ ସହାୟତା ରାଶି ଚଳୁ

ଜଗତ୍‌ସିଂହପୁର ଅଫିସ୍‌,୧୯ା୨: ଗରିବ ତଥା ନିରାଶ୍ରୟ ଲୋକଙ୍କ ମୃତ୍ୟୁ ପରେ ସେମାନଙ୍କ ମୃତଦେହ ଦାହ କରିବା ପାଇଁ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ରାଶି…

ରଣ୍‌ଜୀ ଟ୍ରଫି: କ୍ବାର୍ଟର ଫାଇନାଲ ମୁକାବିଲା; ଓଡ଼ିଶାକୁ ବିଦା କରିଥିଲା ବୁମ୍‌ରାଙ୍କ ବୋଲିଂ

କଟକ ଅଫିସ,୧୯ା୨-  ଦୁଇ ବର୍ଷର ବ୍ୟବଧାନ ପରେ ରଣଜୀ ଟ୍ରଫିର କ୍ବାର୍ଟର ଫାଇନାଲରେ ପ୍ରବେଶ କରିଛି ଓଡ଼ିଶା। ଗତ ୨୦୧୬-୧୭ ସଂସ୍କରଣରେ ରାଜ୍ୟ ଦଳ କ୍ବାର୍ଟରରେ ସ୍ଥାନ…

ଦୁର୍ବୃତ୍ତ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ଜଗତ୍‌ସିଂହପୁର ଅଫିସ୍‌, ୧୯ା୨: ଜଗତ୍‌ସିଂହପୁର ସହରରୁ ମଙ୍ଗଳବାର ପୂର୍ବାହ୍ନରେ ଲୁଟ୍‌ ହୋଇଛି। ବିରିଡ଼ି ଥାନା ଅନ୍ତର୍ଗତ ଅଣଖିଆର ସତ୍ୟବ୍ରତ ବିଶ୍ୱାଳ ନାମକ ବ୍ୟକ୍ତିଙ୍କଠାରୁ ୨ ଲକ୍ଷ ଟଙ୍କା…

ନାନା ସମସ୍ୟାରେ ପାରାଦୀପ ମାଛଧରା ବନ୍ଦର: ୧୦ ବର୍ଷରେ ୧୭ଥର ବସିଛି ପରିଚାଳନା ସମିତି ବୈଠକ

ପାରାଦୀପ,୧୯ା୨(ସ୍ବ.ପ୍ର.): ରାଜ୍ୟର ଅନ୍ୟତମ ବୃହତ୍‌ ପାରାଦୀପ ମାଛଧରା ବନ୍ଦର ସମ୍ପ୍ରତି ବହୁବିଧ ସମସ୍ୟା ମଧ୍ୟରେ ଗତିକରୁଛି। ଏହି ମତ୍ସ୍ୟଶିଳ୍ପ ଉପରେ ନିର୍ଭରଶୀଳ ପ୍ରାୟ ୫୦ ହଜାର ମତ୍ସ୍ୟଜୀବୀଙ୍କ…

ହିରୋ ଏଲିଟ୍‌ ଲିଗ୍‌: ଫାଇନାଲ ରାଉଣ୍ଡରେ ଓଡ଼ିଶା ଏଫ୍‌ସି

ନୂଆଦିଲ୍ଲୀ, ୧୯।୨- ଇଣ୍ଡିଆନ୍‌ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌) ଫ୍ରାଞ୍ଚାଇଜ୍‌ ଓଡ଼ିଶା ଏଫ୍‌ସିର ୧୮ ବର୍ଷରୁ କମ୍‌ ଦଳ ଏଠାରେ ଚାଲିଥିବା ହିରୋ ଏଲିଟ୍‌ ଲିଗ୍‌ ୨୦୧୯-୨୦ ସିଜନର…

ରାସ୍ତା ଦୁର୍ଘଟଣାରେ ମା’ ପୁଅଙ୍କ ମୃତ୍ୟୁ

ଲେଫ୍ରିପଡ଼ା,୧୯।୨(ଡି.ଏନ୍‌.ଏ.) -ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ବର୍ତ୍ତନକେଲା ଛକଠାରେ ମଙ୍ଗଳବାର ଅପରାହ୍ନରେ ଦୁର୍ଘଟଣା ଘଟିଛି। ଏକ ପିକ୍‌ଅପ୍‌୍‌ ଭ୍ୟାନ ଗାଡ଼ି ଗୋଟିଏ ବାଇକ୍‌କୁ ଧକ୍କା ଦେବାରୁ…

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଅଙ୍ଗନଓ୍ବାଡି କର୍ମୀ ଗିରଫ

ସୋନପୁର/ତରଭା,୧୯।୨(ନି.ପ୍ର./ଡି.ଏନ.ଏ) - ସୁବର୍ଣ୍ଣପୁର ଜିଲାପାଳ ମୋନିଷା ବାନାର୍ଜୀ ମଙ୍ଗଳବାର ତରଭା ବ୍ଲକର ୪ ପଞ୍ଚାୟତ ଗସ୍ତ କରିଥିଲେ। ମଧ୍ୟାହ୍ନ ସାଢେ ୧୨ଟାରେ ହଠାତ୍‌ ଜରାଜରିଙ୍ଗ ପଞ୍ଚାୟତର ତିଲେସରା…

ଆଦିବାସୀ ଚିତ୍ରକଳାର ସ୍ବାତନ୍ତ୍ର୍ୟ ରହିଛି

ସୋନପୁର,୧୯।୨(ନି.ପ୍ର.) - ସୁବର୍ଣ୍ଣପୁରରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଥିବା ଆଦିବାସୀ ଚିତ୍ରଶିଳ୍ପୀ ଶିବିର ଓ କଳାକୃତି ଚର୍ଚ୍ଚା କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ଓଡିଶା ଲଳିତ କଳା…

ଦୈନିକ ପରିବା ବଜାର ପିଣ୍ଡି ତିଆର କରିବା ଘଟଣା : ଉଚ୍ଛେଦ ବେଳେ ଉତ୍ତେଜନା

ଦେବଗଡ଼, ୧୯।୨(ଡ଼ି.ଏନ୍‌.ଏ.) - ଦେବଗଡ଼ ସହରର ଦୈନିକ ପରିବା ବଜାରରେ ପିଣ୍ଡି ତିଆରି କରିବା ଘଟଣା କ୍ରମଶଃ ଜଟିଳ ହେଉଛି। ପରିବା ବ୍ୟବସାୟୀଙ୍କ ଦାବି ପୂରଣ ନ…

ଆବାସ ଯୋଜନାରେ ଗଫଲତି: ବିଡିଓକୁଁ ଗୁହାରି କଲେ ହକ୍‌ଦାର ହିତାଧିକାରୀ

ଜାମଟିକ୍ରା, ୧୯।୨ (ଡି.ଏନ୍‌.ଏ.)- ସରକାରୀ ଯୋଜନାର ଲାଭ୍‌ କେନ୍‌ଥେଇ ହକ୍‌ଦାର ହିତାଧିକାରୀ ପାଇପାରବେ ସେଥିରଲାଗି ରାଏଜ୍‌ ସରକାର ଅନେକ ବିଭାଗ, ଯୋଜନାକେ ୫ଟି, ମୋ ସରକାରରେ ସାମିଲ…