ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ସମ୍ମିଳନୀ: ‘ସମନ୍ବୟ ରହିଲେ ଶିକ୍ଷାର ମାନ ବୃଦ୍ଧି ହେବ’

ବାଲେଶ୍ୱର ଅଫିସ,୧୧।୧-ବାଲେଶ୍ୱର ନୂଆପାଢ଼ୀସ୍ଥିତ ଫକୀରମୋହନ ବିଶ୍ୱବିଦ୍ୟାଳୟ ପରିସରରେ ବାଲେଶ୍ୱର ଓ ଭଦ୍ରକ ଜିଲାର ସମସ୍ତ ଅନୁବନ୍ଧିତ ମହାବିଦ୍ୟାଳୟ ଅଧ୍ୟକ୍ଷମାନଙ୍କର ଏକ ସମ୍ମିଳନୀ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ…

ରୂପ୍‌ସା, ବସ୍ତା, ଜଳେଶ୍ୱର ଷ୍ଟେଶନ ପରିଦର୍ଶନ କଲେ ଜିଏମ୍‌

ରୂପ୍‌ସା/ବସ୍ତା/ଜଳେଶ୍ୱର, ୧୧।୧(ଡି.ଏନ.ଏ./ସ୍ବ.ପ୍ର.)-ଦକ୍ଷିଣ-ପୂର୍ବ ରେଳପଥର ଜେନେରାଲ ମ୍ୟାନେଜର(ଜିଏମ୍‌) ସଞ୍ଜୟ କୁମାର ମହାନ୍ତି ପ୍ରଥମଥର ପାଇଁ ଶୁକ୍ରବାର ବାଲେଶ୍ୱର ଗସ୍ତରେ ଆସି ରୂପ୍‌ସା ଜଙ୍କଶନ, ବସ୍ତା ଓ ଜଳେଶ୍ୱର ଷ୍ଟେଶନ…

ଜିଲା ଶିକ୍ଷାଧିକାରୀଙ୍କ ଉପରେ ବର୍ଷିଲେ ୩ ବିଧାୟକ

ଫୁଲବାଣୀ ଅଫିସ,୧୧ା୧ -ଜିଲା ଉନ୍ନୟନ ସମନ୍ବୟ ଏବଂ ମନିଟରିଂ କମିଟି (ଦିଶା) ବୈଠକ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପ୍ରଥମଥର ପାଇଁ…

ବ୍ରହ୍ମପୁର ବନଖଣ୍ଡରେ ୧୨, ୩୩୨ ପକ୍ଷୀ

ବ୍ରହ୍ମପୁର ଅଫିସ,୧୧ା୧-ବ୍ରହ୍ମପୁର ବନଖଣ୍ଡ ଅଞ୍ଚଳରେ ପକ୍ଷୀ ଗଣନା ସରିଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ପକ୍ଷୀ ସଂଖ୍ୟା ବଢ଼ିଛି। ବନଖଣ୍ଡ ଅନ୍ତର୍ଗତ ବ୍ରହ୍ମପୁର, ଦିଗପହଣ୍ଡି, ସାମନ୍ତିଆପଲ୍ଲୀ ଓ…

ଗଁ।ରେ ହାତୀ, ସହରରେ କର୍ମଚାରୀ

ଭଞ୍ଜନଗର,୧୧।୧(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର ଜଙ୍ଗଲ ନିକଟବର୍ତ୍ତୀ କେତେକ ଗ୍ରାମରେ ହାତୀ, ବାର୍‌ହା ଆତଙ୍କ ଦେଖାଦେଇଛି। ହାତୀ ଜଙ୍ଗଲରୁ ବାହାରି ଖଳାରେ ଥିବା ଚାଷୀଙ୍କ ଧାନ ଫସଲ…

ଧରାପଡ଼ିଲେ ଆଉ ୯ ନକଲି ଶିକ୍ଷକ : ଥାନାରେ ଏତଲା ଦେବାକୁ ଡିଇଓଙ୍କ ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ,୧୧ା୧- ଗଞ୍ଜାମ ଜିଲାରେ ପୁଣି ୯ ଜଣ ନକଲି ଶିକ୍ଷକ ଧରାପଡିଛନ୍ତି। ଏମାନେ ନିଯୁକ୍ତି ବେଳେ ନକଲି ଶିକ୍ଷାଗତ ପ୍ରମାଣପତ୍ର ଦାଖଲ କରିଥିବା ଜଣାପଡିଛି। ଜିଲାରେ…

ବାଳାଶ୍ରମରୁ ଅନ୍ତେବାସୀ ଫେରାର୍‌ ଘଟଣା: ଆଉ ୨ ନାବାଳିକା ଉଦ୍ଧାର, ମିଳିନି ୭ ଜଣଙ୍କ ପତ୍ତା

ବ୍ରହ୍ମପୁର ଅଫିସ,୧୧ା୧-ଗୋଷାଣୀନୂଆଗଁା ଥାନା ଉତ୍କଳ ବାଳାଶ୍ରମରୁ ଗତ ୬ ତାରିଖରେ ଫେରାର୍‌ ହୋଇଯାଇଥିବା ୧୩ ନାବାଳିକାଙ୍କ ମଧ୍ୟରୁ ପୂର୍ବରୁ ୪ ଜଣ ଉଦ୍ଧାର ହୋଇଥିଲେ। ଶୁକ୍ରବାର ଆଉ…

ଜନଜାଗରଣ ପଦଯାତ୍ରାରେ କେନ୍ଦ୍ରମନ୍ତ୍ରୀ : ‘ବଳବତ୍ତର ରହିବ ସିଏଏ, ଉପକୃତ ହେବେ ସଂଖ୍ୟାଲଘୁ’

ବ୍ରହ୍ମପୁର ଅଫିସ,୧୧ା୧-ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବାମପନ୍ଥୀ ଦଳ, କଂଗ୍ରେସ ଓ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଦେଶର ଅନ୍ୟମାନେ ସମର୍ଥନ କରୁଛନ୍ତି।…

ଇଜ୍‌ ଅଫ୍‌ ଡୁଇଙ୍ଗ ବିଜନେସ ପାଇଁ ଆସିବ ବଡ ପଦକ୍ଷେପ

ନୂଆଦିଲ୍ଲୀ,୧୧-୧ : ସରକାର ଦେଶ ମଧ୍ୟରେ ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜ୍‌ନେସ ବା ବାଣିଜ୍ୟ ସୁଗମତାକୁ ପ୍ରାଥମିକତା ଦେଉଛନ୍ତି। ଏହି ଧାରାରେ ବିଭିନ୍ନ ପ୍ରକ୍ରିୟାର ନିରନ୍ତର ସରଳୀକରଣ…