ଇଟାଭାଟି ଭାଙ୍ଗି ନ ପାରି ଫେରିଲା ପ୍ରଶାସନ

ରେମୁଣା, ୧୦ା୧(ଡି.ଏନ.ଏ.)-ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅଧୀନ ନୂଆଗଁାରେ ଘଟଣାର ପୁନରାବୃତ୍ତି ହୋଇଛି। ସେଠାରେ ଜାତୀୟ ରାଜପଥର ପ୍ରାୟ ୨ଶହ ମିଟର ଦୂରରେ ଥିବା ମୁକ୍ତା-୧ ଇଟାଭାଟିକୁ ବେଆଇନ…

ଯୁବ ଅଲିମ୍ପିକ୍ସ: ଅଭ୍ୟାସବେଳେ ସ୍କେଟର ଗୁରୁତର

ଲସାନ୍ନେ(ସୁଇଜରଲାଣ୍ଡ),୧୦।୧(ଏଏଫ୍‌ପି)- ଚଳିତବର୍ଷ ହେବାକୁ ଥିବା ଯୁବ ଅଲିମ୍ପିକ୍ସ ଗେମ୍ସର ଉଦ୍‌ଘାଟନୀ ଉତ୍ସବ ପାଇଁ ଅଭ୍ୟାସ କରୁଥିବାବେଳେ ଜଣେ ସ୍କେଟର ଗୁରୁତର ଆହତ ହୋଇଛନ୍ତି। ଏ ନେଇ ଅଲିମ୍ପିକ୍‌…

ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌: ବିଜୟ ସହ ବର୍ଷ ଆରମ୍ଭ ଭାରତର ଲକ୍ଷ୍ୟ

ଭୁବନେଶ୍ୱର, ୧୦।୧(କ୍ରୀଡ଼ା ପ୍ରତିନିଧି)-ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ନେଦରଲାଣ୍ଡ୍ସ। ଚଳିତ ମାସ ୧୮ ଓ ୧୯ ତାରିଖରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଭାରତ…

ଆଇପିଏଲ୍‌ ୧୩

୨୦୦୮ ରୁ ଆରମ୍ଭ ହୋଇଥିବା ବିଶ୍ୱର ସର୍ବଶ୍ରେଷ୍ଠ ଟି୨୦ ପ୍ରତିଯୋଗିତା ଇଣ୍ଡିଆନ ପ୍ରିମୟିର ଲିଗ୍‌ (ଆଇପିଏଲ)ର ୧୩ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

ଭାରତୀୟ ମହିଳା ଫୁଟ୍‌ବଲ ଲିଗ୍‌ ୨୪ରୁ

ନୂଆଦିଲ୍ଲୀ, ୧୦ା୧ (ପି.ଟି.)- ଭାରତୀୟ ମହିଳା ଫୁଟ୍‌ବଲ ଲିଗ୍‌ ୨୦୧୯-୨୦ର ଫାଇନାଲ ରାଉଣ୍ଡ ଆସନ୍ତା ୨୪ତାରିଖରୁ ବେଙ୍ଗାଲୁରୁଠାରେ ଖେଳାଯିବ। ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ତରଫରୁ ଗୁରୁବାର…

ବଟଲରଙ୍କୁ ଜରିମାନା

ଜୋହାନ୍ସବର୍ଗ, ୧୦ା୧ (ଏଏଫ୍‌ପି)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଇଂଲଣ୍ଡ ଉଇକେଟକିପର ଜୋସ୍‌ ବଟଲରଙ୍କୁ ତାଙ୍କ ମ୍ୟାଚ ଫି’ର ୧୫ ପ୍ରତିଶତ ଜରିମାନା କରିଛି। କେପ୍‌ ଟାଉନ୍‌…

ଚତୁଃରାଷ୍ଟ୍ରୀୟ ଯୁବ ସିରିଜ୍‌ ଜିତିଲା ଭାରତ

ଡର୍ବନା,୧୦।୧(ପି.ଟି.)- ଉଇକେଟକିପର ବ୍ୟାଟ୍ସମ୍ୟାନ ଧ୍ରୁବ ଜୋରେଲଙ୍କ ଶତକ ଓ ବାମହାତୀ ସ୍ପିନର ଆଥର୍ଭ ଆଙ୍କୋଲେକରଙ୍କ ୪ ଉଇକେଟ ସଫଳତା ଯୋଗୁ ଘରୋଇ ଦକ୍ଷିଣ ଆଫ୍ରିକାକୁ ୬୯ ରନ୍‌ରେ…

ଅଲିମ୍ପିକ୍ସ ଭିଲେଜରେ କାର୍ଡବୋର୍ଡ ବେଡ୍‌

ଟୋକିଓ,୧୦।୧(ଏପି)- ଚଳିତବର୍ଷର ଟୋକିଓ ଅଲିମ୍ପିକ୍ସ ଆଥଲେଟ ଭିଲେଜରେ ମଜଭୁତ କାର୍ଡବୋର୍ଡରେ ନିର୍ମିତ ବେଡ ରଖାଯିବ। ଏହି ବେଡ ୪୪୦ ପାଉଣ୍ଡ (୨୦୦ କେଜି) ଓଭନ ସମ୍ଭାଳି ପାରିବ…

ଦ୍ୱନ୍ଦ୍ୱରେ ବିଗ୍‌ ବାସରେ ବାଉଣ୍ଡ୍ରି ବାହାରେ କ୍ୟାଚ୍‌

ସିଡ୍‌ନୀ,୧୦।୧(ଏଏଫ୍‌ପି)- ଚଳିତ ବିଗ ବାସ ଲିଗ୍‌ (ବିବିଏଲ)ରେ ଗୁରୁବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଦୁଇ ଜଣିଆ କ୍ୟାଚ୍‌ ଦ୍ୱାରା ହାବର୍ଟ ଅଧିନାୟକ ମାଥ୍ୟୁ ଓ୍ବେଡ ଆଉଟ୍‌ ହୋଇଥିଲେ।…

ନିବେଶକଙ୍କ ସମ୍ପତ୍ତିରେ ୨.୫ ଲକ୍ଷ କୋଟି ବୃଦ୍ଧି

ମୁମ୍ବାଇ,୧୦-୧: ଦେଶର ପୁଞ୍ଜିବଜାରର ସ୍ଥିତି ଉନ୍ନତ ହେବାରୁ ନିବେଶକଙ୍କ ସମ୍ପତ୍ତିରେ ଗୁରୁବାର ୨.୫ ଲକ୍ଷ କୋଟି ଟଙ୍କାର ବୃଦ୍ଧି ଘଟିଛି। ୟୁଏସ୍‌-ଇରାନ ମଧ୍ୟରେ ଯୁଦ୍ଧ ଆଶଙ୍କା ସାମାନ୍ୟ…