ବାଲିଖାଦାନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣି ପରିବାରଲୋକଙ୍କ ରାସ୍ତାରୋକୋ

ରାସଗୋବିନ୍ଦପୁର,୯।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ମୂଷାମାରୀ ବାଲିଖାଦାନ ନିକଟ ବାଲି ଷ୍ଟକ୍‌ ଥିବା ପାର୍ଶ୍ୱରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ…

ବୃଦ୍ଧାଙ୍କୁ ମାରି ଜଗି ରହିଥିଲା ମା’ ଭାଲୁ, ଉଦ୍ଧାର କଲା ବନବିଭାଗ ଟିମ୍‌

ନବରଙ୍ଗପୁର,୯।୧(ବି.ପ୍ର.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ସିନ୍ଧିଗୁଡ଼ା ଗ୍ରାମର ନିଖୋଜ ବୃଦ୍ଧା ଗୋରୀ ଅମନାତ୍ୟ(୭୦)ଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ତାଙ୍କୁ ଭାଲୁ ଆକ୍ରମଣ କରି ମାରିଦେଇଥିବା…

ପୃଥିବୀ ଆଉ ସହ୍ୟ କରି ପାରିବନି ଯୁଦ୍ଧ; ଆମେରିକା-ଇରାନ ଶାନ୍ତି ଜାରି ରଖନ୍ତୁ: ଜାତିସଂଘ

ଓ୍ବାଶିଂଟନ,୯।୧: ଆମେରିକା ଇରାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ଜାତିସଂଘ ପକ୍ଷରୁ ଦୁଇଦେଶ…

ବିବାହର ୨ ବର୍ଷ ପରେ ସ୍ବାମୀଙ୍କଠାରୁ ଅଲଗା ହେବାକୁ ଚାହୁଁଛନ୍ତି ଏହି ନାୟିକା

ମୁମ୍ବାଇ: ବଲିଉଡ୍‌ କପୁଲଙ୍କ ବିବାହ ଯେତିକି ଚର୍ଚ୍ଚାରେ ଥାଏ ତା’ଠାରୁ ଅଧିକ ଚର୍ଚ୍ଚାରେ ଥାଏ ଏମାନଙ୍କ ବିଚ୍ଛେଦ। ୨୦୧୭ରେ ବିବାହ କରିଥିବା ବଲିଉଡ୍‌ ନାୟିକା ଅମୃତା ପୁରୀ…

ପୁଅଙ୍କ ଏମ୍‌ବିବିଏସ୍‌ ଫଳକ ଲଗାଇ ବାପା କରୁଛନ୍ତି ଚିକିତ୍ସା, ନକଲି ଔଷଧ ପ୍ରସ୍ତୁତ କରି ଚାଲିଛି ରୋଗୀଙ୍କୁ ଶୋଷଣ

ଗୋପାଳପୁର,୯।୧-ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ସ୍ବାସ୍ଥ୍ୟସେବାର ଉନ୍ନତି ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଭିତ୍ତିଭୂମିର ବିକାଶ କରୁଛନ୍ତି। ରୋଗୀଙ୍କୁ ଯେଭଳି…

ପୁଣି ରାଗିଲେ ତନୁଶ୍ରୀ, ନାନା ପାଟେକରଙ୍କୁ ଆଶାରାମଙ୍କ ସହ କଲେ ତୁଳନା

ଅଭିନେତ୍ରୀ ତନୁଶ୍ରୀ ଦତ୍ତ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ଅତୀତରେ ନାନା ପାଟେକରଙ୍କ ଉପରେ ଯୌନ ଶୋଷଣ ଅଭିଯୋଗ ଆଣିଥିଲେ ତନୁଶ୍ରୀ। ଏହା ପରଠାରୁ ସେ ଲଗାତର…

ରାଶିଫଳ: ଶୁକ୍ରବାର, ଜାନୁଆରି ୧୦ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଭାଗ୍ୟସ୍ଥାନକୁ ଅବଲୋକନ କରି ଆପଣଙ୍କ ଚେଷ୍ଟା ଓ କର୍ମାନୁସରି ଅର୍ଥପ୍ରାପ୍ତିର ମାର୍ଗ ଉନ୍ମୁକ୍ତ କରିବେ। ଆଶଙ୍କା ଥିଲେ ହେଁ ସାହାଯ୍ୟ, ସହଯୋଗ ଲାଭକରି…

ଡ୍ରାଗନ୍‌ ଚିକେନ୍‌

ପର୍ଯ୍ୟଟନ ସହର ପୁରୀର ହୋଟେଲ, ରେସ୍ତୋରଁାଗୁଡ଼ିକ ଗ୍ରାହକଙ୍କ ରୁଚିକୁ ଦେଖି ବିଭିନ୍ନ ପ୍ରକାର ଡିଶ୍‌ ପ୍ରସ୍ତୁତ କରୁଛନ୍ତିି। ସାଗର ତରଙ୍ଗ ରେସିଡେନ୍ସିରେ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ହେଉଛି…

ଆଶାରେ ସର୍ବରୀ

ସତରେ, ୟାକୁ ହିଁ କହନ୍ତି ହାତୀ ମୁଣ୍ଡରେ ସୁନା କଳସ ଢ଼ାଳିବା। ୟଶରାଜ ଫିଲ୍ମସ ପରି ନାମୀ ବ୍ୟାନରରେ ବ୍ରେକ୍‌ ପାଇବା କ’ଣ ସହଜ କଥା। ଯେତେବେଳେ…

୩ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ: ୬,୫୩୯ ଜଣଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୯।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ବୈଠକରେ ୩ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ସମ୍ପୃକ୍ତ ୩ଟି ପ୍ରକଳ୍ପରେ ମୋଟ ୧୭,୮୩୩କୋଟି ଟଙ୍କା ପୁଞ୍ଜିନିବେଶ ହେବାକୁ ଥିବାବେଳେ…