ମାଓବାଦୀ ଦମ୍ପତି ଗିରଫ, ଶହେରୁ ଊର୍ଦ୍ଧ୍ୱ ମାମଲାରେ ଜଡ଼ିତ ଥିଲେ

ମାଲକାନଗିରି,୯।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ରପ୍ରଦେଶର ଗୁଡେମ୍‌ ଥାନା ଅନ୍ତର୍ଗତ ଅଦିରି ବିଡି ଗ୍ରାମରୁ ବିଶାଖାପାଟଣା ପୋଲିସ ଗୁରୁବାର ହାର୍ଡକୋର ମାଓବାଦୀ ଦମ୍ପତିଙ୍କୁ ଗିରଫ କରିଛି। ସେମାନେ…

ଏନ୍‌ଏଲ୍‌ସି କମ୍ପାନୀକୁ ବିରୋଧ, ମାଟିଖୋଳା କାର୍ଯ୍ୟ ବନ୍ଦ କଲେ ଅଞ୍ଚଳବାସୀ

ସମ୍ବଲପୁର,୯।୧(ବ୍ୟୁରୋ): ସମ୍ବଲପୁର ରେଙ୍ଗାଳି ତହସିଲ ତଲାବିରା କୋଇଡ଼ା ଖଣି ୧ ଓ ୨ ନମ୍ବର ଏନ୍‌ଏଲ୍‌ସି କମ୍ପାନୀ କୋଇଲା ଉତ୍ତୋଳନ କରିବା ନେଇ ସ୍ଥାନୀୟ ଅଞ୍ଚଳବାସୀ ଆରମ୍ଭରୁ…

ସେହି ୧୬ବର୍ଷ

ଡିମ୍ପଲ କାପାଡିଆଙ୍କ ହିନ୍ଦୀ ସିନେମା କ୍ୟାରିୟର ଆରମ୍ଭ ହୋଇଥିଲା ‘ବବି’ରୁ। ରାଜ କପୁର ଏହି ନବାଗତାଙ୍କ ଉପରେ ଭରସା ରଖି ତାଙ୍କୁ ସେ ସମୟର ରୋମାଣ୍ଟିକ ନାୟକ…

କଂଗ୍ରେସକୁ ଝଟ୍‌କା ଦେଲେ ମମତା

କୋଲକାତା,୯।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କଂଗ୍ରେସ ସମେତ ସମସ୍ତ ବିରୋଧୀ ଦଳଙ୍କୁ ଝଟ୍‌କା ଦେଇଛନ୍ତି। ରାଜଧାନୀ ଦିଲ୍ଲୀରେ ଜାନୁୟାରୀ ୧୩ରେ ଆୟୋଜିତ ବିରୋଧୀ ଦଳ ବୈଠକରେ…

ମାଲେସିଆ ମାଷ୍ଟର୍ସ: କ୍ୱାର୍ଟରରେ ସାଇନା

କୁଆଲାଲମ୍ପୁର, ୯।୧ (ପି.ଟି.)- ଲଣ୍ଡନ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜୟିନୀ ସାଇନା ନେହ୍ବାଲ ଏଠାରେ ଚାଲିଥିବା ମାଲେସିଆ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।…

ରାଷ୍ଟ୍ରପତିଙ୍କ ଗୋଟିଏ ଟୁଇଟ୍‌ ଯୋଗୁ ଭାରତରେ ବିବାହ କଲେ ଆମେରିକା ଯୁବତୀ

ଥିରୁଭାନନ୍ତପୁରମ୍‌, ୯।୧୨: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗୋଟିଏ ଟୁଇଟ୍‌ ଯୋଗୁ ଜଣେ ଆମେରିକା ମହିଳା ଭାରତରେ ବିବାହ କରିଛନ୍ତି। ଆଶଲେ ହଲ୍‌ ନାମକ ଜଣେ ଯୁବତୀଙ୍କ ବିବାହ…

ଆରମ୍ଭରୁ ତ୍ରିମୁଖୀ ଲଢ଼େଇ

ଗତ କିଛିବର୍ଷ ଧରି ଓଡ଼ିଆ ସିନେମାର ନିର୍ମାଣ ଏବଂ ରିଲିଜ ସଂଖ୍ୟା ୩୦ ଅତିକ୍ରମ କରିଛି। ୨୦୧୯ରେ ୩୪ଟି ସିନେମାର ପରଦା ଉପରକୁ ଆସିଥିଲା। ଚଳିତବର୍ଷ ଆରମ୍ଭରୁ…

୨୦୧୯ରେ ସବୁଠୁ ବେଶି ବଦଳିଛି ପାଗ

ନୂଆଦିଲ୍ଲୀ: ଭାରତରେ ବିଶ୍ୱତାପନ(ଗ୍ଲୋବାଲ୍‌ ଓ୍ବାର୍ମିଂ)ର ପ୍ରଭାବ ସ୍ପଷ୍ଟ ଅନୁଭୂତ। ୧୯୦୧ ମସିହା ପରେ ୨୦୧୯ ଭାରତରେ ସପ୍ତମ ଉତ୍ତପ୍ତ ବର୍ଷ ଥିଲା। ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ(ଆଇଏମ୍‌ଡି)…

ଜମ୍ମୁ-କଶ୍ମୀର ସ୍ଥିତି ପରଖିବାକୁ ପହଞ୍ଚିଲେ ୧୫ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୯।୧: ଜମ୍ମୁ-କଶ୍ମୀରର ସ୍ଥିତି ପରଖିବାକୁ ୧୫ ରାଷ୍ଟ୍ରଦୂତ ଗୁରୁବାର ନୂଆଦିଲ୍ଲୀ ପହଞ୍ଚିଛନ୍ତି। ଏମାନେ ଜାନୁୟାରୀ ୯-୧୦ ଦୁଇଦିନ ଧରି କଶ୍ମୀରରେ ରହିବେ। ଏମାନଙ୍କ ମଧ୍ୟରେ ରହିଛନ୍ତି ଆମେରିକା,…

ଲାଞ୍ଚ ନେଇ ଧରାପଡ଼ିଲେ ଡାଟାଏଣ୍ଟ୍ରି ଅପରେଟର

ଭଦ୍ରକ ଅଫିସ,୯।୧: ଗ୍ରାମ୍ୟ ଉନ୍ନୟନ ବିଭାଗର ଡାଟାଏଣ୍ଟ୍ରି ଅପରେଟର ପ୍ରିୟବ୍ରତ ପଣ୍ଡା ଜଣେ ଠିକାଦାରଙ୍କଠାରୁ ନିଜ କାର୍ଯ୍ୟାଳୟରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି।…