୧୭ ବର୍ଷରୁ କମ୍‌ ମହିଳା ଫୁଟ୍‌ବଲ: ଭାରତ-ରୋମାନିଆ ମ୍ୟାଚ୍‌ ଡ୍ର

ନୂଆଦିଲ୍ଲୀ, ୧୭।୨ (ପି.ଟି.)- ତୁର୍କୀର ତର୍କଲର୍‌ଠାରେ ରବିବାର ଭାରତ ଓ ରୋମାନିଆ ମଧ୍ୟରେ ଅନୁଷ୍ଠିତ ୧୭ ବର୍ଷରୁ କମ୍‌ ମହିଳା ଫୁଟ୍‌ବଲ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଡ୍ର’ରେ ଶେଷ…

ଆନ୍ଧ୍ର ପ୍ରଦେଶ ରାଜ୍ୟପାଳଙ୍କୁ ଡକ୍ଟରେଟ୍‌ ଉପାଧି

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ପଞ୍ଜାବର ମଣ୍ଡି ଗୋବିନ୍ଦଗଡ଼ସ୍ଥିତ ଦେଶ୍‌ ଭଗତ ବିଶ୍ୱବିଦ୍ୟାଳୟର ୭ମ ସମାବର୍ତ୍ତନ ଉତ୍ସବରେ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ମୁଖ୍ୟ ଅତିଥିଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ…

ବକେୟା ଦରମା, ମହଙ୍ଗା ଭତ୍ତାକୁ ନେଇ ଅସନ୍ତୋଷ: ଆଜି ଆଲୋଚନା କରିପାରନ୍ତି ସରକାର

ଭୁବନେଶ୍ୱର,୧୭ା୨(ବ୍ୟୁରୋ): କେନ୍ଦ୍ର ସରକାର ୧୬ ଜାନୁୟାରୀରୁ ସରକାରୀ କର୍ମଚାରୀଙ୍କ ପାଇଁ ୭ମ ବେତନ କମିଶନ ଲାଗୁ କରିସାରିଛନ୍ତି। ପରେ ଓଡ଼ିଶା ସରକାର ସେପ୍ଟେମ୍ବର ୨୦୧୭ରେ ଏହା ଘୋଷଣା…

ବିଳମ୍ବରେ ବହି ମିଳିବା ଘଟଣାର ତଦନ୍ତ ହେବ: ମନ୍ତ୍ରୀ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ମାଟ୍ରିକ ପରୀକ୍ଷାର କିଛିଦିନ ପୂର୍ବରୁ ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ବହି ମିଳିବା ଘଟଣାର ତଦନ୍ତ ହେବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡକୁ ନିର୍ଦ୍ଦେଶ ଦିଆଯାଇଥିବା ବିଦ୍ୟାଳୟ…

ଆକାଶମାର୍ଗରୁ ଫଟୋ ଛାଡ଼ି ନାଁ ପଚାରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ବିସ୍ତୀର୍ଣ୍ଣ ସବୁଜିମା। ଏହା ମଧ୍ୟରେ ଦୀର୍ଘ ସଡ଼କ। ଆକାଶ ମାର୍ଗରୁ ଉଠାଯାଇଥିଲା ଏକ ଆଖି ଝଲସି ଯାଉଥିବା ଫଟୋ। ଏପରି ଏକ ଫଟୋକୁ ରବିବାର ଅପଲୋଡ୍‌…

ଅଲିମ୍ପିକ୍ସରୁ ଭାରତକୁ ୬ ପଦକ ସମ୍ଭାବନା

ଭୁବନେଶ୍ୱର, ୧୭।୨(କ୍ରୀଡ଼ା ପ୍ରତିନିଧି)- ଟୋକିଓରେ ହେବାକୁଥିବା ଅଲିମ୍ପିକ୍ସରେ ଭାରତକୁ ଅତିକମ୍‌ରେ ୬ ପଦକ ମିଳିବା ସମ୍ଭାବନା ରହିଛି ବୋଲି ଓଡ଼ିଶାର କ୍ରୀଡ଼ା ସମୀକ୍ଷକମାନେ ମତପ୍ରକାଶ କରିଛନ୍ତି। ସ୍ଥାନୀୟ…

ଆଜି କ୍ୟାବିନେଟ୍‌

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଓଡ଼ିଶା ସରକାରଙ୍କ କ୍ୟାବିନେଟ୍‌ ବୈଠକ ବସିବ। ପୂର୍ବାହ୍ନ ୯ଟା ୪୫ରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହେବ।…

ଯୁକ୍ତ ୨ ପରୀକ୍ଷା କେନ୍ଦ୍ର ଚୟନରେ ଅନିୟମିତତା ପ୍ରସଙ୍ଗ: ୨୦ ପରୀକ୍ଷା କେନ୍ଦ୍ର ବଦଳାଇବାକୁ ନିଷ୍ପତ୍ତି

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କେନ୍ଦ୍ର ଚୟନରେ ଦୁର୍ନୀତି ହୋଇଥିବା ନେଇ ଗତ ୭ତାରିଖରେ ଅନୁଷ୍ଠିତ ପରୀକ୍ଷା ପରିଚାଳନା କମିଟି ବୈଠକରେ ୬ଜଣ…

ଶ୍ରୀକ୍ଷେତ୍ରରେ ରହିଛି ଲାହୋର ସାଧୁଙ୍କ ମଠ

ପୁରୀ ଅଫିସ,୧୭ା୨: ଶ୍ରୀକ୍ଷେତ୍ରରେ ରହିଛି ଲାହୋର(ପାକିସ୍ତାନ) ସାଧୁଙ୍କ ମଠ। ଏକଦା ମହାପ୍ରଭୁଙ୍କ ସାନ୍ନିଧ୍ୟ ପାଇବା ପାଇଁ ଜଗନ୍ନାଥ ଧାମକୁ ଚାଲି ଆସିଥିବା ବାଳକ ରାମ ଦାସ ଆଉ…

ପୁରୀରେ ୨ ଶିଶୁକନ୍ୟାଙ୍କୁ ବଳାତ୍କାର

ପୁରୀ ଅଫିସ,୧୭ା୨: ପୁରୀ ଜିଲାର ୨ ସ୍ଥାନରେ ୨ ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଛି। ଏନେଇ ପୃଥକ୍‌ ଥାନାରେ ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଚନ୍ଦନପୁର ଥାନା…