‘ସିଂଘମ ରିଟର୍ଣ୍ଣସ୍‌’ ଲେଖି କେଜରିଓ୍ବାଲଙ୍କ ଫଟୋସହ ପୋଷ୍ଟର ଦେଖାଇଲେ ପ୍ରଶଂସକ

ନୂଆଦିଲ୍ଲୀ,୧୬।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ରବିବାର ତୃତୀୟ ଥର ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ର ଭାବେ ଶପଥ ନେଇଛନ୍ତି। ଏହି ଅବସରରେ ଦିଲ୍ଲୀବାସୀଙ୍କ ଖୁସି…

ମୋଦିଙ୍କ ଗସ୍ତରେ କଳା ପତାକା

ବାରାଣାସୀ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବାରାଣାସୀ ଗସ୍ତରେ ଆସିଛନ୍ତି। ମୋଦିଙ୍କ ଗସ୍ତ ସମୟରେ ଜଣେ ସମାଜବାଦୀ ପାର୍ଟି(ଏସ୍‌ପି) କର୍ମକର୍ତ୍ତା କଳା ପତାକା ପ୍ରଦର୍ଶନ କରିଛନ୍ତି। ଜଗମବାଡ଼ି…

ମହିଳା ଟି୨୦ ବିଶ୍ୱକପ୍‌: ଭାରତ-ପାକିସ୍ତାନ ଓ୍ବାର୍ମଅପ୍‌ ମ୍ୟାଚ୍‌ ବାତିଲ

ବ୍ରିସବେନ,୧୬।୨- ମହିଳା ଟି୨୦ ବିଶ୍ୱକପ୍‌ ପୂର୍ବରୁ ଭାରତ ଓ ପାକିସ୍ତାନ ମଧ୍ୟରେ ରବିବାର ଖେଳାଯିବାକୁ ଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ଏହି ମ୍ୟାଚ୍‌ରେ…

ମହାରାଷ୍ଟ୍ରରେ କ୍ଷମତା ଲୋଭରେ ହୋଇଛି ମେଣ୍ଟ: ନଡ୍ଡା

ମୁମ୍ବାଇ,୧୬।୨: ମହାରାଷ୍ଟ୍ରରେ ଜନସାଧାରଣଙ୍କର ହିତ ପାଇଁ ନୁହେଁ ବରଂ କ୍ଷମତା ଲୋଭରେ ମେଣ୍ଟ ସରକାର ଗଠନ କରାଯାଇଛି। ଲୋକଙ୍କ କଲ୍ୟାଣ ଓ ବିକାଶକୁ ଦୃଷ୍ଟିରେ ରଖି ଏହି…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଶାହା: ସିଏଏ ସମର୍ଥନରେ ହେବାକୁ ଥିବା ବିଶାଳ ରାଲିରେ ଯୋଗଦେବେ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୮ ଓ ୨୯ ତାରିଖାରେ ସେ ଓଡ଼ିଶା ଆସିବେ। ଏହି ଗସ୍ତରେ ଶାହା ସରକାରୀ…

ମହଙ୍ଗା ଭତ୍ତାକୁ ନେଇ ସଚିବାଳୟରେ ଅସନ୍ତୋଷ: ନିଷ୍ପତ୍ତିକୁ ପୁନର୍ବିଚାର କରା ନ ଗଲେ ଆନ୍ଦୋଳନ

ଭୁବନେଶ୍ୱର,୧୬।୨(ବ୍ୟୁରୋ): କେନ୍ଦ୍ର ସରକାର ଗତବର୍ଷ ଜୁଲାଇ ମାସରୁ୫% ମହଙ୍ଗା ଭତ୍ତା ପ୍ରଦାନ ନେଇ ଘୋଷଣା ହୋଇସାରିଛି। ତେଣୁ ଗତ ଜୁଲାଇମାସରୁ କେନ୍ଦ୍ର ସରକାରୀ କର୍ମଚାରୀମାନେ ଏହି ମହଙ୍ଗା…

ପୁରୁଣା ଟିମ୍‌ ସହିତ କେଜରିଓ୍ବାଲଙ୍କ ନୂଆ ଇନିଂସ୍‌

ନୂଆଦିଲ୍ଲୀ,୧୬।୨: ରବିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଅରବିନ୍ଦ କେଜରିଓ୍ବାଲ ଶପଥ ନେଇଛନ୍ତି। କେଜରିଓ୍ବାଲଙ୍କ ସହିତ ତାଙ୍କ ପୁରୁଣା ଟିମ୍‌ର ସଦସ୍ୟ ମଧ୍ୟ ଶପଥ ପାଠ କରିଛନ୍ତି। କେଜରିଓ୍ବାଲ…

ଆକାଶରେ ଉଡୁଥିବା ସବୁଠୁ ଓଜନିଆ ପକ୍ଷୀ

ବିଶ୍ୱରେ ପ୍ରାୟ ୯୫୦୦ ପ୍ରଜାତିର ପକ୍ଷୀ ଦେଖାଯାଆନ୍ତି। ଏଥିମଧ୍ୟରୁ କେତେକ ବିଲୁପ୍ତ ହୋଇସାରିଥିବା ବେଳେ ଆଉ କିଛି ଲୋପ ପାଇବାକୁ ବସିଛନ୍ତି। କୁହାଯାଏ, ପକ୍ଷୀଙ୍କ ଯୋଗୁ ଆକାଶ।…

ବଣାଇଁରେ ଚାଞ୍ଚଲ୍ୟ: ବଡଭାଇ ସପରିବାରଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲା ସାନଭାଇ

ବଣାଇଁ,୧୬।୨(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅନ୍ତର୍ଗତ ଦେଉଳହୁଡ଼ି ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ଟଙ୍କା ଧାର ଉଧାରକୁ କେନ୍ଦ୍ରକରି ସାନଭାଇ ବଡ଼ଭାଇ…

ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୋଦି

ବାରାଣସୀ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ନିର୍ବାଚନ ମଣ୍ଡଳୀ ବାରାଣସୀ ଗସ୍ତ କରିଛନ୍ତି। ସେଠାରେ ସେ ଭାରତୀୟ ଜନ ସଂଘର ମୁଖ୍ୟ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ…