ଏନ୍‌ଆର୍‌ଟିଏସ୍‌ ପରୀକ୍ଷାରେ ପ୍ରଥମ ୧୦ ମଧ୍ୟରେ ୪ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୧୬ା୨ ୨୦୧୯ ଶିକ୍ଷାବର୍ଷର ରଙ୍ଗେଇଲୁଣ୍ଡା ବ୍ଲକ ଓ ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟର ୮ମ ଶ୍ରେଣୀ ଜାତୀୟ ଗ୍ରାମାଞ୍ଚଳ…

ଛାତ୍ରୀଙ୍କ ପ୍ୟାଣ୍ଟ ଖୋଲିଲେ ଶିକ୍ଷୟିତ୍ରୀ : ଥାନାରେ ଦୋଷ ସ୍ବୀକାର ପରେ ସମାଧାନ

ବ୍ରହ୍ମପୁର ଅଫୁସ,୧୬ା୨-ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଏକ ଘରୋଇ ସ୍କୁଲରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଶ୍ରେଣୀ ଗୃହରେ ଜଣେ ଛାତ୍ରୀଙ୍କ ପ୍ୟାଣ୍ଟ(ଲେଗିଙ୍ଗସ୍‌) ଶିକ୍ଷୟତ୍ରୀ ଖୋଲି ଦେବାରୁ…

ସରପଞ୍ଚଙ୍କୁ ଆକ୍ରମଣ, ଗଁ। ପୁଣି ଅଶାନ୍ତ

ଦିଗପହଣ୍ଡି,୧୬ା୨(ଡି.ଏନ୍‌.ଏ.) - ଦିଗପହଣ୍ଡି ବ୍ଲକ କରପଡା ସରପଞ୍ଚ ଗାୟତ୍ରୀ ପ୍ରଧାନଙ୍କୁ ବିପକ୍ଷ ଗୋଷ୍ଠୀର ରାମେଶ୍ୱର ପ୍ରଧାନ ଓ ପ୍ରଶାନ୍ତ ପ୍ରଧାନ ଶନିବାର ଅପରାହ୍ନରେ ଗାଳିଗୁଲଜ କରିଥିଲେ। ଏହାର…

ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌: ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍‌ ପାଇଁ ନିଶାନ୍ତ ଜଜ୍‌

ଭୁବନେଶ୍ୱର, ୧୬।୨ (ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ଭାରତୀୟ ଦଳ ଆସନ୍ତା ୨୧ ଓ ୨୨ରେ ଅଷ୍ଟ୍ରେଲିଆ ବିପକ୍ଷରେ ୨ଟି ମ୍ୟାଚ୍‌ ଖେଳିବାର…

ପାଚିକା, ସହାୟିକା ସଂଘ ଦେଲା ସ୍ମାରକପତ୍ର

ଛତ୍ରପୁର,୧୬ା୨(ଡି.ଏନ.ଏ.) - ୧୨ ଦଫା ଦାବି ନେଇ ନିଖିଳ ଓଡିଶା ଏମ୍‌ଡିଏମ୍‌ ପାଚିକା, ସହାୟିକା ସଂଘ ଗଞ୍ଜାମ ଜିଲା କମିଟି ପକ୍ଷରୁ ଶନିବାର ଛତ୍ରପୁରସ୍ଥିତ ଉପଜିଲାପାଳଙ୍କ କାର୍ଯ୍ୟାଳୟ…

ପାଚେରି ଭଙ୍ଗାକୁ ନେଇ ଉତ୍ତେଜନା

ଧାମନଗର,୧୬।୨(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗରରେ ପାଣି ଟାଙ୍କି ପାଚେରି ଭଙ୍ଗାକୁ ନେଇ ଶନିବାର ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟିଛି। ଏହାକୁ କେନ୍ଦ୍ରକରି ଉତ୍ତେଜନା ପ୍ରକାଶ ପାଇଥିଲା। ସନ୍ଧ୍ୟାରେ ଧାମନଗର…

କଳା, ସଂସ୍କୃତିର ଏନ୍ତୁଡ଼ିଶାଳ ମୟୂରଭଞ୍ଜ

ବାରିପଦା ଅଫିସ, ୧୬ା୨-ସ୍ଥାନୀୟ ସଂସ୍କୃତି ଭବନଠାରେ କ୍ରିଏଟିଭ ସ୍କୁଲ ଅଫ୍‌ ଆର୍ଟ ଆଣ୍ଡ କ୍ରାଫ୍ଟର୍ସ ପକ୍ଷରୁ ୫ ଦିନ ଧରି ଅନୁଷ୍ଠିତ ହୋଇଥିବା ନବମ ରାଜ୍ୟସ୍ତରୀୟ ଚିତ୍ର…

ଆଇଏସ୍‌ଏଲ୍‌: ବେଙ୍ଗାଲୁରୁ ବିପକ୍ଷରେ କେରଳର ପ୍ରଥମ ବିଜୟ

କୋଚି, ୧୬।୨ (ପି.ଟି.)- ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଖେଳାଯାଇଥିବା ଏକ ମୁକାବିଲାରେ କେରଳ ବ୍ଲାଷ୍ଟର୍ସ ୨-୧ ଗୋଲରେ ବେଙ୍ଗାଲୁରୁ ଏଫ୍‌ସିକୁ ପରାସ୍ତ କରିଛି। ଏଥିସହ…

ବାର୍ଷିକ ଉତ୍ସବରେ ଛାତ୍ରୀଛାତ୍ରଙ୍କ ପାଲା ପରିବେଷଣ

ସିମୁଳିଆ, ୧୬।୨(ଡି.ଏନ.ଏ.)-ଗ୍ରାମାଞ୍ଚଳରେ ଲୋକକଳାର ଚାହିଦା କମି ଆସୁଥିବା ବେଳେ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ଏହାକୁ ବଞ୍ଚାଇ ରଖିବାକୁ କରିଥିବା ପ୍ରୟାସକୁ ସାଧାରଣରେ ପ୍ରଶଂସା କରାଯାଇଛି। ମାର୍କୋଣା ସରକାରୀ ଉଚ୍ଚ…

ପହଞ୍ଚିଲା ଶହୀଦ ଅଭିରାମ ରାମଙ୍କ ମରଶରୀର: ବସ୍ତାରେ ଶୋକାକୁଳ ପରିବେଶ

ବସ୍ତା, ୧୬।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ଥାନା ବ୍ରାହ୍ମଣଦା ପଞ୍ଚାୟତ ରଣାମୁଣ୍ଡଳି ଗ୍ରାମର ସେନାବାହିନୀରେ କାର୍ଯ୍ୟରତ ସୈନିକ ଅଭିରାମ ରାମ ଶହୀଦ ହେବା ପରେ ତାଙ୍କ ମରଶରୀର ବସ୍ତାରେ…