ବରଗଡ଼ ଆସୁଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ବରଗଡ଼,୨୫।୧୧(ପ୍ରେମାନନ୍ଦ ଖମାରୀ)- ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ବୁଧବାର ବରଗଡ଼ ଗସ୍ତରେ ଆସୁଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟା ୪୫ମିନିଟରେ ସେ ଛତିଶଗଡ଼…

ନୂଆ ଲେବର କୋଡ୍‌ ସ୍ଥାୟୀ ଚାକିରି ପ୍ରତି କ’ଣ ବିପଦ? ପ୍ରଭାବିତ ହେବେ ଏସବୁ କର୍ମଚାରୀ

ନୂଆଦିଲ୍ଲୀ,୨୫।୧୧: କେନ୍ଦ୍ର ସରକାରଙ୍କ ଦ୍ୱାରା ଲାଗୁ କରାଯାଇଥିବା ନୂତନ ଶ୍ରମ ସଂହିତା (Labour Codes) କର୍ମଚାରୀ ନିଯୁକ୍ତି, ଦରମା ଏବଂ ସୁବିଧା କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ…

ଟି-୨୦ ବିଶ୍ୱକପ୍ ୨୦୨୬ କାର୍ଯ୍ୟସୂଚୀ ଘୋଷଣା; ଏହିଦିନ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

ମୁମ୍ବାଇ,୨୫।୧୧: ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ଟି-୨୦ ବିଶ୍ୱକପ୍ ୨୦୨୬ ର ସମ୍ପୂର୍ଣ୍ଣ ସୂଚୀ ଘୋଷଣା କରିଛି। ଆୟୋଜକ ତଥା ଡିଫେଣ୍ଡିଂ ଚାମ୍ପିଅନ୍ ଭାରତ ଏବଂ ପାରମ୍ପରିକ…

୨ ସାଙ୍ଗଙ୍କ ସହ ମାଛ ଧରିବାକୁ ଯାଇଥିଲେ, ନାଳରେ ଭାସିଲା ଛାତ୍ରଙ୍କ ମୃତଦେହ; ସନ୍ଦେହରେ…

ପାଟଣା,୨୫।୧୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳି ପୋଷି ପଞ୍ଚାୟତ କେତାଙ୍ଗ ଗ୍ରାମ ନାଳରୁ ମଙ୍ଗଳବାର ଜଣେ ନବମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ରଙ୍କ ମୃତଦେହ…

ଦୁର୍ନୀତି ବିରୋଧରେ ଅଭିଯୋଗ କରିବାରୁ ଅଟକାଇ ପିଟିଦେଇଗଲେ ସରପଞ୍ଚଙ୍କ ସ୍ବାମୀ

ପୁରୁଷୋତ୍ତମପୁର,୨୫।୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରଥାନା ଅନ୍ତର୍ଗତ ଚିଙ୍ଗୁଡିଘାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ସମସ୍ୟା ଓ ଦୁର୍ନୀତି ବିରୋଧରେ ଜଣାଇବାରୁ ମରଣାତ୍ମକ ଆକ୍ରମଣ…

‘ଗନ୍ଧମାର୍ଦ୍ଧନ ପାହାଡ଼ରେ ହେବ ରୋପ୍ ୱେ ନିର୍ମାଣ’

ବରଗଡ଼,୨୫।୧୧(ପ୍ରେମାନନ୍ଦ ଖମାରୀ)- ଲୋକସେବା ଭବନରେ ବରଗଡ଼ର ଲୋକ ସଭା ଏମ୍‌ପି ପ୍ରଦୀପ ପୁରୋହିତ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ୍ କରି ଗନ୍ଧମାର୍ଦ୍ଧନ ପର୍ଯ୍ୟଟନସ୍ଥଳୀର ବିକାଶ…

ସିମନବାଡ଼ି ସାପ୍ତାହିକ ହାଟର ଦ୍ୱିତୀୟ ପାଳି: ଗ୍ରାହକଙ୍କ ଭିଡ଼, ଶସ୍ତାରେ ମିଳିଲା ପନିପରିବା ସହ…

ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତରେ ସାପ୍ତାହିକ ହାଟର ଦିତୀୟପାଳିରେ ଗ୍ରାହକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଉକ୍ତ ହାଟରେ ସ୍ଥାନୀୟ ବ୍ୟବସାୟୀ,…

କାଠ ଗଣ୍ଡି ଓ ଜମି ବିବାଦକୁ ନେଇ ୧୨ ଘଣ୍ଟିଆ ଦାରିଙ୍ଗବାଡି ବନ୍ଦ

ଦାରିଙ୍ଗବାଡି,୨୫।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିର ଏକ ବିବାଦୀୟ ଜମ୍‌ରେ ଦୁର୍ଗା ପୂଜା କମିଟି ପକ୍ଷରୁ ନାମଯଜ୍ଞ ଓ ଅମୃତ ମିଳନ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ…

ଡିସେମ୍ବର ୩ରୁ ଖରିଫ ଧାନ କ୍ରୟ ଜିଲାସ୍ତରୀୟ ଖରିଫ ଧାନ କ୍ରୟ କମିଟି ବୈଠକ

ନୂଆପଡ଼ା,୨୫ା୧୧ (ମକାରୁ ବେମାଲ): ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଜିଲାସ୍ତରୀୟ ଖରିଫ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ ଦାସଙ୍କ…

୭୭ ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି କରିବ ଲେବର କୋଡ୍‌: SBI ରିସର୍ଚ୍ଚ

ନୂଆଦିଲ୍ଲୀ,୨୫।୧୧: ଭାରତ ସରକାରଙ୍କ ଦ୍ୱାରା ନିକଟରେ ଲାଗୁ ହୋଇଥିବା ଚାରୋଟି ନୂଆ ଶ୍ରମ ସଂହିତା ମଧ୍ୟମ ଅବଧିରେ ନିଯୁକ୍ତି ଏବଂ ଅର୍ଥନୀତିକୁ ବଡ଼ ପ୍ରୋତ୍ସାହନ ଦେବ ବୋଲି…