ଆହାର କେନ୍ଦ୍ର ପରିଦର୍ଶନ, ଖାଦ୍ୟର ମାନ ଯାଞ୍ଚ କଲେ ସମ୍ବଲପୁର ଆର୍‌ଡିସି

ସମ୍ବଲପୁର, ୭।୧(ବ୍ୟୁରୋ): ସମ୍ବଲପୁର ଜିଲା ଉତ୍ତରାଞ୍ଚଳ ଆର୍‌ଡିସି ନିରଞ୍ଜନ ସାହୁ କାର୍ଯ୍ୟରେ ଯୋଗଦାନର ଦ୍ୱିତୀୟ ଦିନରେ ମଙ୍ଗଳବାର ସମ୍ବଲପୁର ସହରରେ ଥିବା ଆହାର କେନ୍ଦ୍ର ପରିଦର୍ଶନ କରିଛନ୍ତି।…

ଇରାନ ବୈଦେଶିକ ମନ୍ତ୍ରୀଙ୍କୁ ଭିଜା ଦେଲାନାହିଁ ଆମେରିକା

ଓ୍ବାଶିଂଟନ,୭।୧: ନ୍ୟୁୟର୍କରେ ଆୟୋଜିତ ୟୁନାଇଟେଡ ନେଶନସ୍‌ ସିକ୍ୟୁରିଟି କାଉନସିଲ ମିଟିଂରେ ଯୋଗଦେବା ପାଇଁ ଆମେରିକା ଗସ୍ତ କରିଥାଆନ୍ତେ ଇରାନ ବୈଦେଶିକ ମନ୍ତ୍ରୀ ମହମ୍ମଦ ଜାଭେଦ ଜରିଫ୍‌। ହେଲେ…

ଜେଏନ୍‌ୟୁ ଆକ୍ରମଣ ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିକଲେ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟ ଛାତ୍ରୀଛାତ୍ର

ପୁରୀ ଅଫିସ, ୭।୧: ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ରେ ଉପୁଜିଥିବା ଛାତ୍ର ଅଶାନ୍ତି ତୀବ୍ରରୂପ ନେବାରେ ଲାଗିଛି। ଏ ନେଇ ବିଭିନ୍ନ ଛାତ୍ର ସଙ୍ଗଠନ ରାଜରାସ୍ତାକୁ…

ହୀରାକୁଦରେ ପକ୍ଷୀ ଗଣନା: ୨୧ ଟିମ୍‌ ସାମିଲ

ସମ୍ବଲପୁର, ୭।୧(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀଙ୍କ ଗଣନା ମଙ୍ଗଳବାର ଆରମ୍ଭ ହୋଇଛି। ହୀରାକୁଦ ୱାଇଲ୍ଡ ଲାଇଫ୍‌ ବିଭାଗ ନେତୃତ୍ୱରେ ବନ ବିଭାଗ ଅଧିକାରୀ ଓ କର୍ମଚାରୀ,…

ନିର୍ବାଚନ କମିଶନଙ୍କ ବହୁ ପୂର୍ବରୁ ଦିଲ୍ଲୀ ଭୋଟିଂ ତାରିଖ ମନୋଜ ତିଓ୍ବାରୀଙ୍କୁ ଥିଲା ଜଣା: ଏଏପି

ନୂଆଦିଲ୍ଲୀ,୭।୧: ଦିଲ୍ଲୀ ନିର୍ବାଚନ ତାରିଖ ଘୋଷଣା ହୋଇଛି। ତେବେ ଏହାକୁ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ନିର୍ବାଚନ କମିଶନଙ୍କ ବହୁ ପୂର୍ବରୁ ଭୋଟିଂ ତାରିଖ ଦିଲ୍ଲୀ…

ଅହମ୍ମଦାବାଦ୍‌କୁ ବ୍ୟାପିଲା ଜେଏନ୍‌ୟୁ ହିଂସା: ଏବିଭିପି-ଏନ୍‌ଏସ୍‌ୟୁଆଇ କର୍ମକର୍ତ୍ତା ମୁହାଁମୁହିଁ

ଅହମ୍ମଦାବାଦ୍‌,୭।୧: ଜେଏନ୍‌ୟୁ ହିଂସା ନେଇ ଦେଶର ବିଭିନ୍ନ ସହରରେ ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର ଗୁଜରାଟ ଅହମ୍ମଦାବାଦ୍‌ରେ ଏବିଭିପି-ଏନ୍‌ଏସ୍‌ୟୁଆଇ କର୍ମକର୍ତ୍ତା ମୁହାଁମୁହିଁ ହୋଇଛନ୍ତି। ଉଭୟପକ୍ଷଙ୍କ ମଧ୍ୟରେ ମାଡ଼ପିଟ…

ବଦଳିଲା ନିୟମ: ୧୬ ନୁହେଁ ୨୪ ଡିଗ୍ରୀରେ ଚାଲିବ ଏସି

ନୂଆଦିଲ୍ଲୀ,୭।୧: ଚଳିତବର୍ଷ ଯେଉଁମାନେ ନିଜ ଘର ପାଇଁ ନୂଆ ଏୟାର କଣ୍ଡିସନର(ଏସି) କିଣିବେ ସେମାନେ ଆରମ୍ଭରୁ ୨୪ ଡିଗ୍ରୀ ସେଲସିୟସ ତାପମାତ୍ରାରୁ ଏହାକୁ ଚଲାଇବେ। ସବୁ କମ୍ପାନୀର…

ବାଳାଶ୍ରମରୁ ଅନ୍ତେବାସୀ ନିଖୋଜ: ଉଦ୍ଧାର ପାଇଁ ଟିମ୍‌ ଗଠନ

ବ୍ରହ୍ମପୁର ଅଫିସ,୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତିରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର…

ହାତୀ ଆକ୍ରମଣରେ ବୃଦ୍ଧ ଗୁରୁତର

ପରଜଙ୍ଗ,୭।୧(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଲୋଧଣି ପଞ୍ଚାୟତ ପାଳସାହି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ…

ଗଗନଯାନ ମିଶନର ମହାକାଶଚାରୀଙ୍କ ପାଇଁ ସ୍ବତନ୍ତ୍ର ଖାଦ୍ୟର ବ୍ୟବସ୍ଥା କଲା ଡିଆର୍‌ଡିଓ

ବେଙ୍ଗାଲୁରୁ,୭।୧: ଗଗନଯାନ ୨୦୨୨ରେ ମହାକାଶ ଯାତ୍ରା କରିବ। ଏଥିପାଇଁ ବୈଜ୍ଞାନିକମାନେ ସମସ୍ତ ପ୍ରସ୍ତୁତି ଚଳାଇଛନ୍ତି। ତେବେ ଏହି ମିଶନରେ ଯାଉଥିବା ମହାକାଶଚାରୀଙ୍କ ପାଇଁ ଡିଫେନ୍ସ ରିସର୍ଚ୍ଚ ଆଣ୍ଡ…