ହୀରାକୁଦରେ ପକ୍ଷୀ ଗଣନା: ୨୧ ଟିମ୍‌ ସାମିଲ

ସମ୍ବଲପୁର, ୭।୧(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀଙ୍କ ଗଣନା ମଙ୍ଗଳବାର ଆରମ୍ଭ ହୋଇଛି। ହୀରାକୁଦ ୱାଇଲ୍ଡ ଲାଇଫ୍‌ ବିଭାଗ ନେତୃତ୍ୱରେ ବନ ବିଭାଗ ଅଧିକାରୀ ଓ କର୍ମଚାରୀ,…

ନିର୍ବାଚନ କମିଶନଙ୍କ ବହୁ ପୂର୍ବରୁ ଦିଲ୍ଲୀ ଭୋଟିଂ ତାରିଖ ମନୋଜ ତିଓ୍ବାରୀଙ୍କୁ ଥିଲା ଜଣା: ଏଏପି

ନୂଆଦିଲ୍ଲୀ,୭।୧: ଦିଲ୍ଲୀ ନିର୍ବାଚନ ତାରିଖ ଘୋଷଣା ହୋଇଛି। ତେବେ ଏହାକୁ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ନିର୍ବାଚନ କମିଶନଙ୍କ ବହୁ ପୂର୍ବରୁ ଭୋଟିଂ ତାରିଖ ଦିଲ୍ଲୀ…

ଅହମ୍ମଦାବାଦ୍‌କୁ ବ୍ୟାପିଲା ଜେଏନ୍‌ୟୁ ହିଂସା: ଏବିଭିପି-ଏନ୍‌ଏସ୍‌ୟୁଆଇ କର୍ମକର୍ତ୍ତା ମୁହାଁମୁହିଁ

ଅହମ୍ମଦାବାଦ୍‌,୭।୧: ଜେଏନ୍‌ୟୁ ହିଂସା ନେଇ ଦେଶର ବିଭିନ୍ନ ସହରରେ ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର ଗୁଜରାଟ ଅହମ୍ମଦାବାଦ୍‌ରେ ଏବିଭିପି-ଏନ୍‌ଏସ୍‌ୟୁଆଇ କର୍ମକର୍ତ୍ତା ମୁହାଁମୁହିଁ ହୋଇଛନ୍ତି। ଉଭୟପକ୍ଷଙ୍କ ମଧ୍ୟରେ ମାଡ଼ପିଟ…

ବଦଳିଲା ନିୟମ: ୧୬ ନୁହେଁ ୨୪ ଡିଗ୍ରୀରେ ଚାଲିବ ଏସି

ନୂଆଦିଲ୍ଲୀ,୭।୧: ଚଳିତବର୍ଷ ଯେଉଁମାନେ ନିଜ ଘର ପାଇଁ ନୂଆ ଏୟାର କଣ୍ଡିସନର(ଏସି) କିଣିବେ ସେମାନେ ଆରମ୍ଭରୁ ୨୪ ଡିଗ୍ରୀ ସେଲସିୟସ ତାପମାତ୍ରାରୁ ଏହାକୁ ଚଲାଇବେ। ସବୁ କମ୍ପାନୀର…

ବାଳାଶ୍ରମରୁ ଅନ୍ତେବାସୀ ନିଖୋଜ: ଉଦ୍ଧାର ପାଇଁ ଟିମ୍‌ ଗଠନ

ବ୍ରହ୍ମପୁର ଅଫିସ,୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତିରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର…

ହାତୀ ଆକ୍ରମଣରେ ବୃଦ୍ଧ ଗୁରୁତର

ପରଜଙ୍ଗ,୭।୧(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଲୋଧଣି ପଞ୍ଚାୟତ ପାଳସାହି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ…

ଗଗନଯାନ ମିଶନର ମହାକାଶଚାରୀଙ୍କ ପାଇଁ ସ୍ବତନ୍ତ୍ର ଖାଦ୍ୟର ବ୍ୟବସ୍ଥା କଲା ଡିଆର୍‌ଡିଓ

ବେଙ୍ଗାଲୁରୁ,୭।୧: ଗଗନଯାନ ୨୦୨୨ରେ ମହାକାଶ ଯାତ୍ରା କରିବ। ଏଥିପାଇଁ ବୈଜ୍ଞାନିକମାନେ ସମସ୍ତ ପ୍ରସ୍ତୁତି ଚଳାଇଛନ୍ତି। ତେବେ ଏହି ମିଶନରେ ଯାଉଥିବା ମହାକାଶଚାରୀଙ୍କ ପାଇଁ ଡିଫେନ୍ସ ରିସର୍ଚ୍ଚ ଆଣ୍ଡ…

ମାଇନସ୍‌ ୪୦ ଡିଗ୍ରୀରେ ତ୍ରିରଙ୍ଗା ଉଡାଇଥିଲେ ସହକାରୀ ସେନାଧ୍ୟକ୍ଷ ହୁନ୍‌

ଚଣ୍ଡିଗଡ଼,୭।୧: ୧୯୮୪ରେ ଭାରତ-ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧ ‘ଅପରେଶନ ମେଘଦୂତ’ରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ସହକାରୀ ସେନାଧ୍ୟକ୍ଷ(ଅବସରପ୍ରାପ୍ତ) ଜେନରାଲ ପିଏନ୍‌ ହୁନ୍‌ଙ୍କର ସୋମବାର ସନ୍ଧ୍ୟାରେ ପରଲୋକ…

ଜେଏନ୍‌ୟୁ ହିଂସା ପାଇଁ ନିଜକୁ ଦାୟୀ କଲା ହିନ୍ଦୁ ରକ୍ଷା ଦଳ: ପୋଲିସ ପକ୍ଷରୁ ତଦନ୍ତ ଜାରି

ନୂଆଦିଲ୍ଲୀ,୭।୧: ଜେଏନ୍‌ୟୁ ହିଂସାକୁ ନେଇ ଦେଶବ୍ୟାପି ଚର୍ଚ୍ଚା ଜାରି ରହିଥିବାବେଳେ ହିନ୍ଦୁ ରକ୍ଷା ଦଳ ପକ୍ଷରୁ ସୋସିଆଲ୍‌ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହୋଇଛି। ଜେଏନ୍‌ୟୁ ହିଂସା…

କନିଷ୍ଠ ଯନ୍ତ୍ରୀ ନିଖୋଜ: ଥାନାରେ ମାମଲା ରୁଜୁ

ଜୟପୁର, ୭।୧(ନି.ପ୍ର): କୋରାପୁଟ ଜିଲା ବୋରିଗୁମ୍ମାରେ କାର୍ଯ୍ୟରତ ଆରଡବ୍ଲୁଏସ୍‌ଏସ୍‌ର ଜଣେ କନିଷ୍ଠ ଯନ୍ତ୍ରୀ ସୋମବାର ନିଖୋଜ ହୋଇଯାଇଛନ୍ତି। ଏହି ଘଟଣାକୁ ନେଇ ଆରଡବ୍ଲୁଏସ୍‌ଏସ ଏସ୍‌ଡିଓ ବିସିଂହପୁର ଥାନାରେ…