କରୀନାଙ୍କୁ ଭାଲେଣ୍ଟାଇନ୍ସ ଡେ’ ଓ୍ବିଶ୍‌ କଲେ ଅମୀର

ମୁମ୍ବାଇ : ଆଜି ସମଗ୍ର ବିଶ୍ୱରେ ପ୍ରେମୀଯୁଗଳ ପାଳନ କରୁଛନ୍ତି ଭାଲେଣ୍ଟାଇନ୍ସ ଡେ। ବଲିଉଡ୍‌ କଳାକାରମାନେ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହାନ୍ତି। କିଏ ବିଦେଶରେ ପାର୍ଟନରଙ୍କ ସହ ଛୁଟି…

ସାମାନ୍ୟ କଳହରୁ ବାପାଙ୍କୁ ଟାଙ୍ଗିଆରେ ହାଣିଲା ପୁଅ

ବାରିପଦା ଅଫିସ/ରାସଗୋବିନ୍ଦପୁର(ଡି.ଏନ୍‌.ଏ.),୧୪।୨: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ରଙ୍ଗଜାମ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅଙ୍କ ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିଛି।…

ନିର୍ଭୟା ମାମଲା: ବିନୟଙ୍କୁ ଝଟ୍‌କା, ସୁପ୍ରିମକୋର୍ଟରେ ଖାରଜ ହେଲା ଆବେଦନ

ନୂଆଦିଲ୍ଲୀ,୧୪।୨: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ବିନୟ ଶର୍ମାଙ୍କ ଆବେଦନକୁ ଶୁକ୍ରବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ରାଷ୍ଟ୍ରପତି ବିନୟଙ୍କ କ୍ଷମା ଆବେଦନକୁ ଖାରଜ କରିବା ପରେ ସେ…

ଦୀପିକାଙ୍କୁ ଗାଳି ଦିଅନ୍ତି ଶଶୁର, ଜାଣନ୍ତୁ କାହିଁକି

ବଲିଉଡ୍‌ର ଆଗଧାଡିର ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ ନିଜ ବ୍ୟକ୍ତିଗତ ଜୀବନୀକୁ ନେଇ ଏକ ଖୁଲାସା କରିଛନ୍ତି। ବିବାହ ପରେ ଆସିଥିବା ପରିବର୍ତ୍ତନକୁ ନେଇ ଏକ ପ୍ରଶ୍ନର ଉତ୍ତରରେ…

ଛାତ୍ରୀଙ୍କୁ ଆଡ୍‌ମିଟ୍‌ କାର୍ଡ ମିଳି ନ ଥିବା ପ୍ରସଙ୍ଗ: ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ବାପା

ଗଞ୍ଜାମ,୧୪।୨(ଡି.ଏନ୍‌.ଏ.): ମାଟ୍ରିକ୍‌ ପରୀକ୍ଷା ଆଉ ମାତ୍ର ୫ ଦିନ ଥିବା ବେଳେ ଗଞ୍ଜାମ ବ୍ଲକ ହୁମାଠାରେ ଥିବା ବୀରଭଦ୍ର ହାଇସ୍କୁଲ ଦଶମ ଶ୍ରେଣୀ ଛାତ୍ରୀ ଡି. ଲିଲି…

ଚେନ୍ନାଇ, ମୁମ୍ବାଇ ଆଇପିଏଲ ଫ୍ରାଞ୍ଚଇଜ ମିଶିଲେ ମଧ୍ୟ କୋହଲିଙ୍କ ବ୍ରାଣ୍ଡ ଭାଲ୍ୟୁ ଆଗରେ

ଆଇପିଏଲ ଇତିହାସର ସବୁଠୁ ବଡ଼ ତଥା ଲାଭବାନ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। କିନ୍ତୁ ଦୁଇ ଫ୍ରାଞ୍ଚାଇଜର ବ୍ରାଣ୍ଡ ଭାଲ୍ୟୁ…

ଲାଇଭ୍‌ ବୁଲେଟିନ୍‌ରେ ଭାବବିହ୍ବଳ ହେଲେ ନ୍ୟୁଜ୍‌ ଆଙ୍କର, ଜାଣନ୍ତୁ କାରଣ

ଲାଇଭ୍‌ ବୁଲେଟିନ୍‌ ଚାଲିଥିବା ସମୟରେ ଜଣେ ନ୍ୟୁଜ୍‌ ଆଙ୍କର ଭାବବିହ୍ବଳ ହୋଇପଡ଼ିଛନ୍ତି। କାରଣ ଜାଣିଲେ ଆପଣ ମଧ୍ୟ ସାବାସ୍‌ କହିବେ। ଶ୍ରୀଜା ଶ୍ୟାମ୍‌ ନାମକ ଜଣେ ଆଙ୍କର…

କ୍ରିକେଟରଙ୍କ ଭାଲେଣ୍ଟାଇନ୍‌ ଡେ’: କାହାର ଫେସବୁକ୍‌ରେ ପ୍ରେମ, ତ ଆଉ କିଏ ପ୍ରେମ ପାଇଁ ଛାଡିଥିଲେ ଘର

ଆଜି ଭାଲେଣ୍ଟାଇନ୍‌ ଡେ’ ଅର୍ଥାତ ପ୍ରେମ ଦିବସ। ଏହି ଦିନଟି ପ୍ରେମିକା-ପ୍ରେମିକଙ୍କ ପାଇଁ ସ୍ବତନ୍ତ୍ର ଦିନ। ପ୍ରେମ ଦିବସରେ ଆମେ ଏମିତି କିଛି କ୍ରିକେଟରଙ୍କ ବିଷୟରେ କହିବାକୁ…

ରାସ୍ତା ପାର ହେଉଥିବା ବେଳେ ଚାଲିଗଲା କବି, ନାଟ୍ୟ ନିର୍ଦ୍ଦେଶକଙ୍କ ଜୀବନ

ଚଣ୍ଡିଖୋଲ,୧୪।୨(ଡି.ଏନ୍‌.ଏ.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ୫୩ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ସ୍କୁଟି ପଛରୁ ଟ୍ରକ୍‌ ଧକ୍କା ଦେବାରୁ…

ନିର୍ଭୟା ମାମଲା ଶୁଣାଣି ବେଳେ କୋର୍ଟ ଭିତରେ ବେହୋସ୍‌ ହୋଇଗଲେ ଜଷ୍ଟିସ ଭାନୁମଥି

ନୂଆଦିଲ୍ଲୀ,୧୪।୨: ନିର୍ଭୟା ଗଣବଳାତ୍କାର ମାମଲାରେ ଦୋଷୀଙ୍କୁ ଅଲଗା ଅଲଗା ଫାଶୀ ଦେବାକୁ ନେଇ ଶୁକ୍ରବାର ଶୁଣାଣି ଚାଲୁଥିବା ସମୟରେ କୋର୍ଟ ଭିତରେ ଜଷ୍ଟିସ ଆର୍‌. ଭାନୁମଥି ବେହୋସ୍‌…