ଗୋଟିଏ ଦିନରେ କରୋନା ଭାଇରସ୍‌ରେ ୪,୮୦୦ ଜଣ ସଂକ୍ରମିତ: ମୃତ୍ୟୁ ସଂଖ୍ୟା ୧,୪୮୦ ଟପିଲା

ବେଜିଂ,୧୪।୨: ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି କରୋନା ଭାଇରସ। ୨୪ ଘଣ୍ଟାରେ ଏହି ପ୍ରାଣଘାତୀ ଭାଇରସ ଚାଇନାରେ ୨୫୪ ଜଣଙ୍କ ଜୀବନ ଯାଇଥିବାବେଳେ ୪,୮୦୦ ଜଣ…

ମାର୍ଚ୍ଚ ୩୧ ପରେ ବନ୍ଦ ହେବ ବିଏସ୍‌-୪ ଯାନ ବିକ୍ରି

କଟକ ଅଫିସ୍‌,୧୪।୨: ଭାରତ ଷ୍ଟେଜ୍‌(ବିଏସ୍‌) ୪ ଯାନଗୁଡ଼ିକ ଆସନ୍ତା ମାର୍ଚ୍ଚ ୩୧ ପରଠୁ ବିକ୍ରି କିମ୍ବା ପଞ୍ଜୀକରଣ ହୋଇପାରିବ ନାହିଁ। ଗୁରୁବାର ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ପକ୍ଷରୁ…

ଆରଜେଡି ଛାଡିବେ ଲାଲୁଙ୍କ ସମୁଦି

ପାଟନା,୧୪।୨: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସମୁଦି ଚନ୍ଦ୍ରିକା ରାୟ ଦଳ ଛାଡିବେ ବୋଲି ଜଣାପଡିଛି। ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ସେ…

ଶକ୍ତି ବିଭାଗକୁ ଦାୟୀ କଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଗଞ୍ଜାମ ଜିଲାରେ ନିକଟ ଅତୀତରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏକ ବସ୍‌ ଦୁର୍ଘଟଣା ଘଟିଯାଇଛି। ଏଥିପାଇଁ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗୁରୁବାର ପୁର୍ନବାର…

‘ମାନବିକତା ଉପରେ ଗଣମାଧ୍ୟମ ଗୁରୁତ୍ୱ ଦେଉ’

ଭୁବନେଶ୍ୱର,୧୪।୨(ବ୍ୟୁରୋ): ମାନବିକତା ଉପରେ ଗଣମାଧ୍ୟମ ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ। ବାଧ୍ୟବାଧକତା କି ଚାପରେ ନୁହେଁ, ବରଂ ସବୁ ଖବରକୁ ସମାନ ଢଙ୍ଗରେ ଦେଖିବା ହିଁ ଗଣମାଧ୍ୟମର…

ପୁଲଓ୍ବାମା ଆକ୍ରମଣକୁ ପୂରିଲା ବର୍ଷେ: ଶହୀଦଙ୍କୁ ସିଆରପିଏଫ୍‌ ପକ୍ଷରୁ ସଲାମ

ନୂଆଦିଲ୍ଲୀ,୧୪।୨: ୨୦୧୯ ଫେବୃଆରୀ ୧୪ରେ ଜମ୍ମୁ କଶ୍ମୀରର ପୁଲୱାମାରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଏହି ଆତଙ୍କବାଦୀଙ୍କ ଆକ୍ରମଣରେ ୪୦ ସିଆରପିଏଫ ଯବାନ ଶହୀଦ ହୋଇଥିଲେ। ଏହି ଆକ୍ରମଣକୁ…

ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭକୁ ସଫଳ କରିବାକୁ ପ୍ରୟାସ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଚଳିତ ବର୍ଷ ଶେଷଭାଗରେ ମେକ୍‌ ଇନ୍‌ ଓଡ଼ିଶା-୨୦୨୦ କନ୍‌କ୍ଲେଭ ଅନୁଷ୍ଠିତ ହେବ। ଏହାକୁ ସଫଳତାର ସହ ଆୟୋଜନ କରିବା ପାଇଁ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ…

ଅଧିକ କ୍ରିୟାଶୀଳ, ସୁଦୃଢ଼ ହେବ ବୈଧ ମାପ ବିଜ୍ଞାନ ନିର୍ଦ୍ଦେଶାଳୟ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନ ବୈଧ ମାପ ବିଜ୍ଞାନ ନିର୍ଦ୍ଦେଶାଳୟ (ଲିଗାଲ୍‌ ମେଟ୍ରୋଲୋଜି)କୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ନିମନ୍ତେ…

ସିଲ୍‌ଜୋରା, କାଳିମାଟି ଖଣି ହାତେଇଲେ ଓଡ଼ିଆ ଖଣି ବ୍ୟବସାୟୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): କେନ୍ଦୁଝର ଜିଲା ଅନ୍ତର୍ଗତ ସିଲ୍‌ଜୋରା ଏବଂ କାଳିମାଟି ଲୁହାପଥର ଏବଂ ମାଙ୍ଗାନିଜ୍‌ ଖଣିକୁ ଓଡ଼ିଆ ଖଣି ବ୍ୟବସାୟୀ ଦେବବ୍ରତ ବେହେରା ହାତେଇଛନ୍ତି। ଗୁରୁବାର ଚାଲିଥିବା ନିଲାମୀ…

ଉପାୟ ନାହିଁ

କୃଷି ପ୍ରଧାନ ବୌଦ୍ଧ ଜିଲାରେ ଲୋକଙ୍କ ମୁଖ୍ୟ ଆୟ ପନ୍ଥା ହେଲା ଧାନଚାଷ। ଚାଷୀ ମୁଣ୍ଡଝାଳ ତୁଣ୍ଡରେ ମାରି ସୁନାର ଫସଲ ଅମଳ ପାଇଁ ବର୍ଷସାରା ଜମିରେ…