୧୨ ଫୁଟର ଅଜଗର ଉଦ୍ଧାର

କାମାକ୍ଷାନଗର, ୬।୧(ଡି.ଏନ.ଏ.) କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ସୋଗରପାଟଣା ଗ୍ରାମର ଅଚ୍ୟୁତ ସ୍ବାଇଁଙ୍କ ବାଡ଼ିପଟୁ ରବିବାର ୧୨ଫୁଟ ଲମ୍ବର ଏକ ଅଜଗର ସାପ ଉଦ୍ଧାର କରାଯାଇଛି। ସାପଟି ବାଡ଼ିରେ…

‘ପରୀକ୍ଷା ପେ ଚର୍ଚ୍ଚା’ରେ ଭାଗନେବେ ସାଇଦତ୍ତ

ଅନୁଗୋଳ ଅଫିସ, ୬।୧: ଜାନୁୟାରୀ ୨୦ରେ ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମରେ ଭାଗନେବାକୁ ମନୋନୀତ ହୋଇଛନ୍ତି ଅନୁଗୋଳର ଛାତ୍ର ସାଇଦତ୍ତ ବିଗ୍ନେଶ।…

ସହାୟ ହେଲା ସାଥୀ ପରିବାର; ଉଦ୍ଧାର ହେଲେ ଅସହାୟ ମା’ପୁଅ

ବନ୍ତଳା, ୬।୧(ଡି.ଏନ.ଏ.) ଅସହାୟ ଅବସ୍ଥାରେ ଭୋକ ଉପାସରେ ପଡ଼ି ରହି ଜୀବନମରଣ ସହ ସଂଘର୍ଷ କରୁଥିବା ଅସହାୟା ପାତି ନାଏକ (୭୦) ଏବଂ ତାଙ୍କ ପୁଅ ପ୍ରମୋଦ (୫୦)ଙ୍କୁ…

ପାଇଖାନା ନିର୍ମାଣରେ ଦୁର୍ନୀତି: ବାହ୍ୟ ମଳମୁକ୍ତ ଘୋଷଣା କେତେ ସତ କେତେ ମିଛ

କଟକ ଅଫିସ,୬।୧: ୨୦୧୯ ଅଗଷ୍ଟ ୧୫ରେ କଟକ ଜିଲାକୁ ବାହ୍ୟ ମଳମୁକ୍ତ ଜିଲା ଭାବେ ଘୋଷଣା କରାଯାଇଥିଲା। ଅର୍ଥାତ୍‌ ପ୍ରତ୍ୟେକ ପରିବାରକୁ ସରକାର ସ୍ବଚ୍ଛ ଭାରତ ମିଶନ…

କନ୍ଧମାଳରେ ଗଣଶିକ୍ଷା ମନ୍ତ୍ରୀ: ମାଟ୍ରିକ ପରୀକ୍ଷା ଠିକ୍‌ରେ କରିବାକୁ ନିର୍ଦ୍ଦେଶ

ଫୁଲବାଣୀ ଅଫିସ, ୬ା୧-ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରବିବାର କନ୍ଧମାଳ ଜିଲା ଗସ୍ତରେ ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ସମୀକ୍ଷା କରିଛନ୍ତି।…

ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ: ଆରମ୍ଭ ହେଲାଣି ସିଜରିଆନ ଡେଲିଭରି

ଫୁଲବାଣୀ ଅଫିସ, ୬ା୧-ସରକାର ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ ଦେଉଛନ୍ତି। ମାତୃ ଓ ଶିଶୁ ମୃତ୍ୟୁହାର କମିବା ପାଇଁ ବହୁବିଧ ପଦକ୍ଷେପ ନିଆଯାଉଛି। ଏହିକ୍ରମରେ ସିଜରିଆନ ଡେଲିଭରି ଲାଗି…

ପିଲା କଳିରୁ ବୃଦ୍ଧଙ୍କୁ ହତ୍ୟା

ଫୁଲବାଣୀ ଅଫିସ, ୬ା୧-ଦୁଇ ଛୋଟ ପିଲାଙ୍କ ମଧ୍ୟରେ ଖେଳକୁଦ ଚାଲିଥିଲା। ଜଣେ ଅନ୍ୟ ଜଣଙ୍କ ହାତକୁ କାମୁଡ଼ି ଦେଲା ା ଏହାକୁ ନେଇ ଉଭୟ ପିଲାଙ୍କ ଜେଜେ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ହରିଣ ପାର୍କ ସ୍ଥାନାନ୍ତର ବାଟ ଫିଟିଲା; ପାରଳାଖେମୁଣ୍ଡି ଲଖାରିକୁ ଯିବା ନିଷ୍ପତ୍ତି

ବ୍ରହ୍ମପୁର ଅଫିସ,୬ା୧-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଥିବା ହରିଣ ପାର୍କ ସ୍ଥାନାନ୍ତର ହେବା ନିଶ୍ଚିତ ହୋଇଛି ା ସେଣ୍ଟ୍ରାଲ ଜୁ ଅଥରିଟି ଅଫ ଇଣ୍ଡିଆ ନିର୍ଦ୍ଦେଶନାମାର ୯ ବର୍ଷ…

ଏ.ଆର୍‌. ରହମାନ୍‌ଙ୍କୁ ପୂରିଲା ୫୩: ଅସଫଳ ହୋଇ ଆତ୍ମହତ୍ୟା କରିବାକୁ ବହୁଥର କରିଥିଲେ ଉଦ୍ୟମ…

ମୁମ୍ବାଇ: ସଙ୍ଗୀତକାର ଏ.ଆର୍‌.ରହମାନ୍‌ ସୋମବାର ୫୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୭ ଜାନୁୟାରୀ ୬ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଏ.ଏସ୍‌. ଦିଲ୍ଲୀପ୍‌…

ଭାରତୀୟ ବିଜ୍ଞାନ କଂଗ୍ରେସରେ ସୋରଡ଼ା ଅଧ୍ୟାପକ ଉପସ୍ଥାପନ କଲେ ବାଲିପଦର କୃଷ୍ଣସାର ମୃଗ ଉପରେ ସନ୍ଦର୍ଭ

ସୋରଡ଼ା,୬ା୧(ଡି.ଏନ.ଏ.)-ସ୍ଥାନୀୟ ଋଷିକୁଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବିଜ୍ଞାନ ଅଧ୍ୟାପକ ରାମଚନ୍ଦ୍ର ବିଷୋୟୀ ୧୦୭ତମ ଭାରତୀୟ ବିଜ୍ଞାନ କଂଗ୍ରେସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଚଳିତ ମାସ ୩ରୁ ୭…