କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ଆସନ୍ତା ୧୬ରେ ତୃତୀୟ ଥର ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ରାମ ଲିଳା…

ଏସ୍‌ପି ଅଫିସ ଆଗରେ ବିଜେଡି ନେତ୍ରୀଙ୍କ ଆତ୍ମାହୁତି ଉଦ୍ୟମ

ବ୍ରହ୍ମପୁର ଅଫିସ,୧୩ା୨: ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ବୁଧବାର ରାଜ୍ୟ ମହିଳା ବିଜେଡି କାର୍ଯ୍ୟକାରିଣୀ ସଦସ୍ୟା ମୀନାକ୍ଷୀ ମିଶ୍ର ନିଜ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ…

ବିଦ୍ୟୁତ୍‌ ଖୁଣ୍ଟରେ ଧକ୍କା ହେଲା ଆମ୍ବୁଲାନ୍ସ

ଢେଙ୍କାନାଳ ଅଫିସ,୧୩।୨: ଢେଙ୍କାଳାଳ ସହରର ଭଗବାନପୁରଠାରେ ଏକ ୧୦୮ ଆମ୍ବୁଲାନ୍ସ ବିଦ୍ୟୁତ୍‌ ଖୁଣ୍ଟରେ ଧକ୍କା ହୋଇଛି। ଦୁର୍ଘଟଣାରେ ହେଲପର୍‌ ଆହତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…

ମୋ ସରକାର ଅଧୀନକୁ ଆସିଲା ପଞ୍ଚାୟତିରାଜ, ପାନୀୟ ଜଳ ବିଭାଗ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ତୃଣମୂଳସ୍ତରରେ ଥିବା ବ୍ଲକ ଅଫିସ ପ୍ରଶାସନର କେନ୍ଦ୍ର। ଗ୍ରାମାଞ୍ଚଳରେ ବିଭିନ୍ନ ସେବା ଯୋଗାଇବାରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ମୋ ସରକାର କାର୍ଯ୍ୟକ୍ରମ ରାଜ୍ୟର…

ଖୁବ୍‌ଶୀଘ୍ର ଧର୍ମପଦ ପୁରସ୍କାର

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ବହୁ ବାଦବିବାଦ ମଧ୍ୟରେ ଅଟକି ରହିଥିବା ଧର୍ମପଦ ପୁରସ୍କାରର ଭାଗ୍ୟ ଶେଷରେ ଖୋଲିବାକୁ ଯାଉଛି। ଚାରୁକଳା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ…

ସମସ୍ତ କ୍ୟାବିନେଟ ମନ୍ତ୍ରୀଙ୍କୁ ମିଳିବ ଆଇପ୍ୟାଡ

ଲକ୍ଷ୍ନୌ,୧୩।୨: ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଖୁବ୍‌ଶୀଘ୍ର ସମସ୍ତ କ୍ୟାବିନେଟ ମନ୍ତ୍ରୀଙ୍କୁ ଆଇପ୍ୟାଡସ୍‌ ଯୋଗାଇ ଦିଆଯିବ। ଏମାନେ ଲାଟେଷ୍ଟ ଟେକ୍ନୋଲୋଜି ସହ ଅପ୍‌ଡେଟ୍‌ ରହିବା…

ଏଆଇସିସିରୁ ଡକରା ପାଇ ଦିଲ୍ଲୀରେ ମୋକିମ୍‌

ଭୁବନେଶ୍ୱର,୧୩ା୨(ବ୍ୟୁରୋ): କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ପରବର୍ତ୍ତୀ ସଭାପତି ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ମୋକିମ୍‌ ଏଆଇସିସି(ଅଖିଳ ଭାରତ କଂଗ୍ରେସ କମିଟି)…

ଫିଲ୍ମ ଗୀତ ମାଧ୍ୟମରେ ନୀତିଶଙ୍କ ଉପରେ ବର୍ଷିଲେ ଲାଲୁ

ରାଞ୍ଚି, ୧୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପରେ ବିଭିନ୍ନ ରାଜନୈତିକ ଦଳର ନଜର ଆଗାମୀ ରାଜ୍ୟ ବିଧାନସଭା ନିର୍ବାଚନ ଉପରେ ରହିଛି। ଚଳିତବର୍ଷ ବିହାର ବିଧାନସଭା ନିର୍ବାଚନ…

ଦିଲ୍ଲୀର ୫୨ ବିଧାୟକ କୋଟିପତି

ନୂଆଦିଲ୍ଲୀ,୧୩ା୨: ଦିଲ୍ଲୀର ନବ ନିର୍ବାଚିତ ୭୦ ବିଧାୟକଙ୍କ ମଧ୍ୟରୁ ୫୨ ଜଣ କୋଟିପତି ଥିବାବେଳେ ୪୩ଜଣଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେମାନେ କରିଥିବା ସତ୍ୟପାଠରେ ଏହା…

ବଜେଟ ଅଧିବେଶନ ପାଇଁ ସର୍ବଦଳୀୟ ବୈଠକ ଆଜି

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ମାସ ୧୮ରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୦-୨୧ ଆର୍ଥିକ…