ଏଆଇସିସିରୁ ଡକରା ପାଇ ଦିଲ୍ଲୀରେ ମୋକିମ୍‌

ଭୁବନେଶ୍ୱର,୧୩ା୨(ବ୍ୟୁରୋ): କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ପରବର୍ତ୍ତୀ ସଭାପତି ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ମୋକିମ୍‌ ଏଆଇସିସି(ଅଖିଳ ଭାରତ କଂଗ୍ରେସ କମିଟି)…

ଫିଲ୍ମ ଗୀତ ମାଧ୍ୟମରେ ନୀତିଶଙ୍କ ଉପରେ ବର୍ଷିଲେ ଲାଲୁ

ରାଞ୍ଚି, ୧୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପରେ ବିଭିନ୍ନ ରାଜନୈତିକ ଦଳର ନଜର ଆଗାମୀ ରାଜ୍ୟ ବିଧାନସଭା ନିର୍ବାଚନ ଉପରେ ରହିଛି। ଚଳିତବର୍ଷ ବିହାର ବିଧାନସଭା ନିର୍ବାଚନ…

ଦିଲ୍ଲୀର ୫୨ ବିଧାୟକ କୋଟିପତି

ନୂଆଦିଲ୍ଲୀ,୧୩ା୨: ଦିଲ୍ଲୀର ନବ ନିର୍ବାଚିତ ୭୦ ବିଧାୟକଙ୍କ ମଧ୍ୟରୁ ୫୨ ଜଣ କୋଟିପତି ଥିବାବେଳେ ୪୩ଜଣଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେମାନେ କରିଥିବା ସତ୍ୟପାଠରେ ଏହା…

ବଜେଟ ଅଧିବେଶନ ପାଇଁ ସର୍ବଦଳୀୟ ବୈଠକ ଆଜି

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ମାସ ୧୮ରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୦-୨୧ ଆର୍ଥିକ…

ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା କରୋନାଭାଇରସ ସଂକ୍ରମିତଙ୍କ ଖର୍ଚ୍ଚ ବହନ କରିବେ ସରକାର

ସିଙ୍ଗାପୁର,୧୩।୨: କରୋନାଭଇରସ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଛି। ଚାଇନା ପରେ ବିଶ୍ୱର ଅନ୍ୟ ଦେଶରେ ମଧ୍ୟ କରୋନାଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ…

ପ୍ରତିଷ୍ଠା ହେବ ୪୫ ଏମ୍‌ଏସ୍‌ଏମ୍‌ଇ କ୍ଲଷ୍ଟର

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ସାକ୍ଷାତ୍‌ କରି ବାଲେଶ୍ୱରରେ ପ୍ରତିଷ୍ଠା ହେବାକୁ ଥିବା ସମ୍ପ୍ରସାରଣ କେନ୍ଦ୍ର ପାଇଁ ଜମି ଯୋଗାଇ ଦେବାକୁ…

ଗୃହମନ୍ତ୍ରୀ ପଦରୁ ଭାଇଙ୍କୁ ବିଦାକଲେ ମେଘାଳୟ ମୁଖ୍ୟମନ୍ତ୍ରୀ

ଶିଲଂ,୧୩ା୨(ପି.ଟି.): ମେଘାଳୟ ମୁଖ୍ୟମନ୍ତ୍ରୀ କନ୍‌ରାଡ କେ. ସଙ୍ଗ୍‌ମା ବୁଧବାର ତାଙ୍କ ମନ୍ତ୍ରିମଣ୍ଡଳରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ସେ ତାଙ୍କ ଭାଇ ଜେମ୍ସ କେ. ସଙ୍ଗ୍‌ମାଙ୍କୁ ଗୃହମନ୍ତ୍ରୀ ପଦରୁ…

ପିଲାଙ୍କୁ ଜେଲ୍‌ରେ ରଖାଯାଇପାରିବନି

ନୂଆଦିଲ୍ଲୀ,୧୩ା୨(ଆଇଏଏନ୍‌ଏସ୍‌): ଜାମିନ ନ ମିଳିଲେ ମଧ୍ୟ ପିଲାଙ୍କୁ ଜେଲ୍‌ କିମ୍ବା ପୋଲିସ ହାଜତରେ ରଖାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସେମାନଙ୍କୁ ପର୍ଯ୍ୟବେକ୍ଷଣ ଗୃହ କିମ୍ବା ନିରାପଦ…

୨ ଭାରତୀୟ ନାବିକ କରୋନା ସଂକ୍ରମିତ

ଟୋକିଓ,୧୩ା୨(ପି.ଟି.): ଜାପାନ ଉପକୂଳରେ ଅଟକି ରହିଥିବା ଜାହାଜରେ ୨ ଜଣ ଭାରତୀୟ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିବା ପରୀକ୍ଷାରୁ ଜଣାପଡିଛି। ଡାଇମଣ୍ଡ ପ୍ରିନ୍ସେସ ଜାହାଜରେ ମୋଟ ୩୭୧୧…

୩ ରାଷ୍ଟ୍ରାୟତ୍ତ କମ୍ପାନୀରେ ପୁଞ୍ଜି ଉପଲବ୍ଧ କରାଇବାକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୩-୨: ରାଷ୍ଟ୍ରାୟତ୍ତ କ୍ଷେତ୍ରର ୩ ସାଧାରଣ ବୀମା କମ୍ପାନୀରେ ପୁଞ୍ଜି ଉପଲବ୍ଧ କରାଇବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ବୁଧବାର ମଞ୍ଜୁରୀ ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…