ରାଶିଫଳ: ଗୁରୁବାର, ଫେବ୍ରୁଆରି ୧୩ ତାରିଖ – Daily Horoscope

ମେଷ ଆଜି କାର୍ଯ୍ୟବ୍ୟସ୍ତତା ସାଙ୍ଗକୁ ଅତ୍ୟଧିକ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଅନୁଭବ କରିପାରନ୍ତି। ବ୍ୟବସାୟ ମାନ୍ଦାରେ ଚାଲିବ କିନ୍ତୁ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ…

ମିଥ୍ୟା ମାମଲାରେ ପୁଅକୁ ଫସାଇବା ଉଦ୍ୟମ: ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦେହରେ କିରୋସିନ ଢାଳି ନିଆଁ ଲଗାଇଲେ ମା’

ବ୍ରହ୍ମପୁର ଅଫିସ,୧୨।୨: ପୁଅକୁ ମିଥ୍ୟା ମାମଲାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ପ୍ରତିବାଦରେ ବୁଧବାର ଏସ୍‌ପିଙ୍କୁ ଭେଟିବାକୁ ଆସି ଜଣେ ମା’ ଦେହରେ କିରୋସିନ ଢାଳି…

ହାଫିଜ୍‌ ସଇଦଙ୍କୁ ୫ ବର୍ଷ ଜେଲ

ଇସଲାମାବାଦ୍‌,୧୨।୨: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ହାଫିଜ୍‌ ସଇଦଙ୍କୁ ପାକିସ୍ତାନର ଏକ କୋର୍ଟ ୫ ବର୍ଷ ଜେଲ ଦଣ୍ଡାଦେଶ କରିଛନ୍ତି। ହାଫିଜ୍‌ଙ୍କ ସଂଗଠନ ଜମାତ୍‌-ଉଦ୍‌-ଦାଓ୍ବା ସହାୟତାରେ ପାଣ୍ଠି…

୧୦ ବର୍ଷ ତଳେ ଶାହାରୁଖ୍‌ କହିଥିଲେ ଏହି କଥା

ମୁମ୍ବାଇ : ବଲିଉଡ୍‌ ଅଭିନେତା ଶାହାରୁଖ୍‌ ଖାଁ ନିଜର ୨୮ ବର୍ଷ ଫିଲ୍ମ କ୍ୟାରିୟର ମଧ୍ୟରେ ଗୋଟିଏ ପରେ ଗୋଟିଏ ସୁପରହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇ…

ସଚିନଙ୍କଠାରୁ ପ୍ରଶଂସା ଶୁଣି ଆଶ୍ଚର୍ଯ୍ୟ ହେଲେ ଏହି ଖେଳାଳି, କହିଲେ ଏମିତି

ସିଡନୀ,୧୨।୨: ଭାରତୀୟ କ୍ରିକେଟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଅଷ୍ଟ୍ରେଲିଆର ଯୁବ ବ୍ୟାଟ୍ସମ୍ୟାନ ମାର୍ନସ ଲାବୁଶେନଙ୍କୁ ପ୍ରଶଂସା କରିଛନ୍ତି। ଏହା ଜାଣି ଲାବୁଶେନ କହିଛନ୍ତି, ଜୀବନରେ…

ବିନା ହ୍ୟାଣ୍ଡେଲ୍‌ ସାଇକେଲରେ ଦିଲ୍ଲୀ ପହଞ୍ଚିଲେ ହନୁମାନ ଭକ୍ତ: କେଜରିଓ୍ବାଲଙ୍କୁ ଦେବେ ଆଶୀର୍ବାଦ

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି)ର ବିପୁଳ ବିଜୟ ହୋଇଛି। ଏଏପି ମୁଖ୍ୟ ଅରବିନ୍ଦ କେଜରିଓ୍ବାଲଙ୍କୁ ଆଶୀର୍ବାଦ ଦେବା ପାଇଁ ଜଣେ ହନୁମାନ ଭକ୍ତ…

ବନ୍ଦ ଘରୁ ମିଳିଲା ୫ଜଣଙ୍କର ଗଳିତ ମୃତଦେହ

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ଭଜନପୁରା ଅଞ୍ଚଳରୁ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ବୁରାରି ଗଣଆତ୍ମହତ୍ୟା ଘଟଣା ଲୋକଙ୍କ ମନରୁ ଲିଭି ନ ଥିବା ବେଳେ ଉତ୍ତର-ପୂର୍ବ ଦିଲ୍ଲୀ…

ଟ୍ରାକ୍ଟର ଓଲଟି ଜଣେ ମୃତ,୨ ଆହତ

ପାଟଣା,୧୨।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ରାୟପୁର ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଭାରସାମ୍ୟ ହରାଇ ଏକ ଟ୍ରାକ୍ଟର ଓଲଟି ପିଡ଼ିଛି। ଟ୍ରାକ୍ଟର ତଳେ ଚାପିହୋଇ ଜଣେ ଶ୍ରମିକଙ୍କ…

୧୫ରେ ଫିଟ୍‌ନେସ ଟେଷ୍ଟ ଦେବେ ଈଶାନ୍ତ

ନୂଆଦିଲ୍ଲୀ,୧୨।୨- ଭାରତୀୟ ଦଳର ଆସନ୍ତା ୧୪ ତାରିଖରୁ ନ୍ୟୁଜିଲାଣ୍ଡ ଏକାଦଶ ବିପକ୍ଷରେ ଅଭ୍ୟାସ ଟେଷ୍ଟ ମ୍ୟାଚ୍‌ ଖେଳିବ। ଏହାର ଗୋଟିଏ ଦିନ ପରେ ଟିମ୍‌ ଇଣ୍ଡିଆର ସିନିୟର…

ଅବକାରୀ ବିଭାଗର ଚଢ଼ାଉ: ଦେଶି ମଦ ସହ ୨ ଗିରଫ

ବାଲେଶ୍ୱର ଅଫିସ,୧୩।୨: ବାଲେଶ୍ୱର ଭ୍ରାମ୍ୟମାଣ ଅବକାରୀ ବିଭାଗ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇ ୫୦୦ ଲିଟର ଦେଶି ମହୁଲି ମଦ ସହ ଏକ ଗାଡ଼ି ଜବତ କରାଯାଇଛି।…