ଛାତ୍ର ଜୀବନରୁ ସୌଖୀନ ପାଇଁ ବନ୍ଧୁକ ରଖିଆସୁଛି: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କର ୨୦୧୮-୧୯ ଆର୍ଥିକ ବର୍ଷର ସମ୍ପତ୍ତି ତାଲିକା ଜାରି କରାଯିବା ପରେ ଚର୍ଚ୍ଚାରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ସେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରତାପ

ଭୁବନେଶ୍ୱର,୧୨।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଲୋକସେବା ଭବନରେ ଉଭୟଙ୍କ ସାକ୍ଷାତ୍‌ ହୋଇଛି। ଏହି ଅବସରରେ ଦୁଇ ନେତାଙ୍କ ମଧ୍ୟରେ ବିଭିନ୍ନ…

କରୋନା ଆତଙ୍କବାଦଠାରୁ ବି ଭୟଙ୍କର: ଡବ୍ଲୁଏଚ୍‌ଓ

ଜେନେଭା,୧୨।୨: ଚାଇନାରେ କରୋନା ଆତଙ୍କ ସୃଷ୍ଟି କରିଛି। ଏହାଯୋଗୁ ୨୭ରୁ ଅଧିକ ଦେଶର ଲୋକେ ମଧ୍ୟ ସଂକ୍ରମିତ ହୋଇଛନ୍ତି। ଇତିମଧ୍ୟରେ ଚାଇନାର ୩୦ରୁ ଅଧିକ ସହରରେ କରୋନା…

‘ମୋ ସରକାର’ରେ ସାମିଲ ହେଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ‘ମୋ ସରକାର’ରେ ସାମିଲ ହୋଇଛି। ମଙ୍ଗଳବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ବତନ୍ତ୍ର…

ଆୟାରଙ୍କୁ କୋଳାଗ୍ରତ କଲେ ଚହଲ, ଈର୍ଷାନ୍ବିତ ହେଲେ ଏହି ଖେଳାଳି

ଭାରତୀୟ କ୍ରିକେଟ ଖେଳାଳିମାନେ ପଡିଆରେ ଭଲ ପ୍ରଦର୍ଶନ କରନ୍ତୁ ବା ନ କରନ୍ତୁ କିନ୍ତୁ ସୋସିଆଲ ମିଡିଆରେ ହସ ମଜାକ କରୁଥିବା ଫଟୋ, ଭିଡିଓ ପ୍ରତିଦିନ ଭାଇରାଲ…

ଗୋଲକିପରଙ୍କୁ ମାରି ରେଫରି ବାସନ୍ଦ

ମିଲନ,୧୨।୨- ଚଳିତ ମାସରେ ଏକ ଲିଗ୍‌ ମ୍ୟାଚ୍‌ ବେଳେ ଜଣେ ଇଟାଲିଆନ ରେଫରି ଗୋଲକିପରଙ୍କୁ ମୁଣ୍ଡିଆ ମାରିଥିଲେ। ଏଥିନେଇ ରେଫରିଙ୍କୁ ଏକ ବର୍ଷ ପାଇଁ ବାସନ୍ଦ କରାଯାଇଛି।…

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

ରାୟଗଡା ଅଫିସ,୧୨।୨: ରାୟଗଡ଼ା ଜିଲା ସଦର ବ୍ଲକ ଅନ୍ତର୍ଗତ ହାଲୁଆ ପଞ୍ଚାୟତର କାତିଙ୍ଗିଗୁଡ଼ା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କର…

୩ ହରିଣଙ୍କୁ ଲିଭିଂ ରୁମ୍‌କୁ ଡାକି ୩୯୦୦୦ ଜରିମାନା ଗଣିଲେ ମହିଳା

ଓ୍ବାଶିଂଟନ୍‌,୧୨ା୨: ଆମେରିକାର କଲରାଡୋରେ ରହୁଥିବା ଜଣେ ମହିଳା ୩ ହରିଣଙ୍କୁ ଲିଭିଂ ରୁମ୍‌କୁ ଡାକି ଜରିମାନା ଗଣିଛନ୍ତି। ମହିଳା ଜଣଙ୍କ ହରିଣଙ୍କୁ ଦେଖି ବିଭୋର ହୋଇଯାଇଥିଲେ। ହରିଣଗୁଡ଼ିକୁ…

ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ ସିରିଜ୍‌: ଫାଇନାଲରେ ହାରିଲା ଭାରତ

ମେଲବୋର୍ନ,୧୨।୨(ପି.ଟି.)- ଓପ୍‌ନର ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ ବେକାର ସାବ୍ୟସ୍ତ ହୋଇଛି। ଏଠାରେ ବୁଧବାର ଅନୁଷ୍ଠିତ ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ ସିରିଜ୍‌ ଫାଇନାଲରେ ଅଷ୍ଟ୍ରେଲିଆ ୧୧…

ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ: ପହଞ୍ଚିଲେ ୨୫ ଜଣିଆ ବିଦେଶୀ ପ୍ରତିନିଧି ଦଳ

ଶ୍ରୀନଗର,୧୨।୨: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ ପାଇଁ ଦ୍ୱିତୀୟ ଥର ଲାଗି ଏକ ୨୫ ଜଣିଆ ପ୍ରତିନିଧି ଦଳ ଶ୍ରୀନଗରରେ ପହଞ୍ଚିଛନ୍ତି। ଦଳରେ…