ଏସ୍‌ସିବି ପୁନର୍ବିନ୍ୟାସ: ବୁଧବାରଠାରୁ ଉଚ୍ଛେଦ ପ୍ରକ୍ରିୟା ଜୋରଦାର

କଟକ ଅଫିସ,୧୧।୨: ବୁଧବାରଠାରୁ ଉଚ୍ଛେଦ ପ୍ରକ୍ରିୟା ଜୋରଦାର ହେବ। ଫେବୃୟାରୀ ମଧ୍ୟରେ ଉଚ୍ଛେଦ କାର୍ଯ୍ୟ ଶେଷ କରାଯିବ। ମନ୍ଦିର ଓ ମସ୍‌ଜିଦ୍‌ ଆଦି ଉଚ୍ଛେଦ ହେବ। ପର୍ଯ୍ୟାୟକ୍ରମେ…

ଦିଲ୍ଲୀ ପରାଜୟ ପରେ ଇସ୍ତଫାକୁ ନେଇ ଦଳ କରିବ ଆତ୍ମସମୀକ୍ଷା: ମନୋଜ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭାଜପା ଭଲ ପ୍ରଦର୍ଶନ କରିପାରିନାହିଁ। ଦଳର ଶୋଚନୀୟ ପରାଜୟ ପରେ ଦିଲ୍ଲୀ ଭାଜପା ପ୍ରଦେଶ ଅଧ୍ୟକ୍ଷ ମନୋଜ ତିଓ୍ବାରୀ କହିଛନ୍ତି, ଦିଲ୍ଲୀବାସୀଙ୍କ…

ଆଇସିସି ନିୟମ ଭାଙ୍ଗିଛନ୍ତି ୧୯ ବର୍ଷରୁ କମ୍‌ ବିଶ୍ୱକପ ଚାମ୍ପିୟନ ଦଳର ୩ ଖେଳାଳି

ଦୁବାଇ,୧୧।୨- ଦକ୍ଷିଣ ଆଫ୍ରିକାର ପୋଚେଫ୍ସଷ୍ଟ୍ରୁମଠାରେ ରବିବାର ଖେଳାଯାଇଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଫାଇନାଲରେ ୩ ବାଂଲାଦେଶୀ ଓ ଦୁଇ ଭାରତୀୟ ଖେଳାଳି ଆଇସିସି କୋଡ୍‌ ଅଫ୍‌…

ବୁଡିଲା ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ଡଙ୍ଗା: ୧୪ ମୃତ

ଢ଼ାକା,୧୧।୨: ଦକ୍ଷିଣ ବାଲାଂଦେଶ ନିକଟରେ ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ନେଇକି ଯାଉଥିବା ଏକ ଡଙ୍ଗା ମଙ୍ଗଳବାର ସକାଳେ ବୁଡ଼ି ଯାଇଛି। ଏହି ଦୁର୍ଘଟଣାରେ ୭୦ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର…

କେଜରିଓ୍ବାଲଙ୍କୁ ଶୁଭେଚ୍ଛା ଜଣାଇଲେ ନଡ୍ଡା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲଙ୍କ ବିଜୟ ସ୍ପଷ୍ଟ ବାରି ହୋଇପଡିଛି। କିଛି ଆସନର ଫଳାଫଳ ଆସିଥିବା…

ଘର ତିଆରି ପାଇଁ ମାଟି ଖୋଳିବା ବେଳେ ମିଳିଲା ବହୁ ବର୍ଷର ପୁରାତନ ସୁଡଙ୍ଗ

ପଶ୍ଚିମବଙ୍ଗ,୧୧।୨: କଥାରେ ଅଛି ସାରୁ ଖୋଳୁ ଖୋଳୁ ମହାଦେବ। ଏହି ଉକ୍ତିଟିର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ପଶ୍ଚିମବଙ୍ଗର ପୂର୍ବ ବର୍ଦ୍ଧମାନ ଜିଲାରେ। ଘର ନିର୍ମାଣ ପାଇଁ…

‘କଭି ଇଦ୍‌ କଭି ଦିଓ୍ବାଲି’ରେ ସଲମାନଙ୍କ ଅପୋଜିଟର ନାୟିକା ସାଜିବେ ପୂଜା

ମୁମ୍ବାଇ: ହାଉସ୍‌ ଫୁଲ୍‌-୪ ନାୟିକା ପୂଜା ହେଗଡେ ଏବେ ସଲମାନଙ୍କ ଅପୋଜିଟର ନାୟିକା ସାଜିବେ। ୨୦୨୧ ଇଦରେ ପରଦାକୁ ଆସିବାକୁ ଥିବା ସଲମାନ ଖାଁଙ୍କ ଅଭିନୀତ ଫିଲ୍ମ…

ଜନତାଙ୍କୁ ଧନ୍ୟବାଦ ଜଣାଇଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀରେ ଆମ ଆଦମୀ ପାର୍ଟି (ଏଏପି) ଏବେ ପର୍ଯ୍ୟନ୍ତ ହୋଇଥିବା ମତଗଣନାରେ ବହୁମତରେ ଆଗରେ ରହିଛି। ଏନେଇ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓ ତାଙ୍କ…

ବିବାହକୁ ନେଇ ମୁହଁ ଖୋଲିଲେ ସାରା

ମୁମ୍ବାଇ: ବଲିଲଡ୍‌ ଷ୍ଟାରକିଡ୍‌ ସାରା ଅଲି ଖାଁ ଏବେ ତାଙ୍କ ଅପ୍‌ କମିଂ ଫିଲ୍ମ ‘ଲଭ ଆଜ କଲ୍‌’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ନିକଟରେ ସେ ଏହାର…

ଦେଶ ଚାଲିବ‘ଜନ୍‌ କି ବାତ୍‌’ରେ ନୁହେଁ ‘ମନ୍‌ କି ବାତ୍‌’ରେ : ଉଦ୍ଧବ

ମୁମ୍ବାଇ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଫଳାଫଳ ଉପରେ ସାରା ଦେଶର ନଜର ଥିବା ବେଳେ ପୁଣିଥରେ ବିଜୟ ଦ୍ୱାରରେ ଠିଆ ହୋଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ…