ମୃତକଙ୍କ ପରିବାରକୁ ଭେଟିଲେ ଚିକିଟି ବିଧାୟିକା

ଗୋପାଳପୁର,୧୧ା୨-ଗୋଳନ୍ଥରା ଥାନା ମେଣ୍ଢରାଜପୁର ଛକରେ ସିଲ୍‌କ ସିଟି ବସ୍‌ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ରବିବାର ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା। ସୋମବାର ଅପରାହ୍ନରେ…

ଫାଇଲେରିଆ ବଟିକା ଖାଇ ୪୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ପାତ୍ରପୁର,୧୧ା୨(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବାଦପୁର ପଞ୍ଚାୟତ ବୁରୁପଡ଼ା ପ୍ରାଥମିକ ବିଦ୍ୟାଳୟର ୪୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ସୋମବାର ଫାଇଲେରିଆ ବଟିକା ଖାଇ ଅସୁସ୍ଥ ହୋଇଥିଲେ। ସେମାନଙ୍କୁ ପାତ୍ରପୁର…

ଆବୁ ଜାୟେଦଙ୍କୁ ଭର୍ତ୍ସନା

ରାଓ୍ବଲପିଣ୍ଡି, ୧୧ା୨ (ପି.ଟି.)- ଏଠାରେ ଅନୁଷ୍ଠିତ ପ୍ରଥମ କ୍ରିକେଟ ଟେଷ୍ଟରେ ପାକିସ୍ତାନ ଅଧିନାୟକ ଆଝାର ଅଲ୍ଲୀଙ୍କ ଉଇକେଟ ପତନ ପରେ ଆକ୍ରମଣାତ୍ମକ ଅଙ୍ଗଭଙ୍ଗୀ ପାଇଁ ବାଂଲାଦେଶ ପେସ୍‌…

ବିଶ୍ୱକପ୍‌ ମଝିରେ ଭଉଣୀଙ୍କୁ ହରାଇଥିଲେ ଆକବର

ଢାକା, ୧୧।୨ (ପି.ଟି.)- ବାଂଲାଦେଶକୁ ୧୯ ବର୍ଷରୁ କମ୍‌ ଆଇସିସି ବିଶ୍ୱକପ୍‌ ଜିତାଇବାରେ ଅଧିନାୟକ ଆକବର ଅଲି ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥିଲେ। ଭାରତ ପକ୍ଷରୁ ଧାର୍ଯ୍ୟ ୧୭୮…

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଦଳରେ ଜୈସ୍ବାଲ, ବିଷ୍ଣୋଇ, ତ୍ୟାଗୀ

ଦୁବାଇ, ୧୧ା୨ (ପି.ଟି.)-ସୋମବାର ଘୋଷଣା କରାଯାଇଥିବା ଆଇସିସି ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଦଳରେ ୩ଜଣ ଭାରତୀୟ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ବାମହାତୀ ଓପନର…

ଏଫ୍‌ଆଇଏଚ୍‌ ପୁରସ୍କାର : ବିବେକ ଶ୍ରେଷ୍ଠ ଉଦୀୟମାନ ଖେଳାଳି

ନୂଆଦିଲ୍ଲୀ, ୧୧।୨- ଭାରତୀୟ ହକି ଦଳର ମିଡ୍‌ଫିଲ୍ଡର ବିବେକ ସାଗର ପ୍ରସାଦ ୨୦୧୯ ବର୍ଷ ପାଇଁ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫଆଇଏଚ୍‌)ର ଶ୍ରେଷ୍ଠ ଉଦୀୟମାନ ଖେଳାଳି ପୁରସ୍କାର…

ପ୍ରମିଜ୍‌ ଡେ’: କେହି କାହା ହାତ ନ ଛାଡ଼ିବା ପାଇଁ ପ୍ରେମୀଯୁଗଳ ନିଅନ୍ତି ପ୍ରତିଜ୍ଞା

ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍‌ ବା ପ୍ରେମସପ୍ତାହ। ପ୍ରେମୀଯୁଗଳ ଏହି ସପ୍ତାହରେ ଅସୁମାରୀ ସ୍ବପ୍ନ ଦେଖିଥାନ୍ତି। ନିଜର ସାଥୀ ସହ ପ୍ରତି ମୁହୂର୍ତ୍ତକୁ କେମିତି ସ୍ପେଶାଲ ବା…

ଶରୀର ପାଇଁ ଉପକାରୀ ଅମୃତଭଣ୍ଡା ଚା’

କଞ୍ଚା ହେଉ ବା ପାଚିଲା ଅମୃତଭଣ୍ଡା ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। କିନ୍ତୁ ଅମୃତଭଣ୍ଡାରୁ ପ୍ରସ୍ତୁତ ଚା’ ପିଇଲେ ଶରୀରରୁ ଅନେକ ରୋଗ ଦୂର…

ବିରାଟ କୋହଲି ଇନଷ୍ଟାଗ୍ରାମରେ ଗୋଟିଏ ପୋଷ୍ଟ ପାଇଁ ନିଅନ୍ତି ଏତିକି ଟଙ୍କା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କ୍ରିକେଟରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। କୋହଲି କେବଳ ଦେଶରେ ନୁହେଁ, ବିଦେଶରେ ମଧ୍ୟ ଲୋକପ୍ରିୟତା…

ଓ୍ବାର୍ନର ଜିତିଲେ ଆଲାନ ବର୍ଡର ପଦକ

ମେଲବୋର୍ନ, ୧୦।୨ (ପି.ଟି.)- କ୍ରିକେଟ୍‌ ଅଷ୍ଟ୍ରେଲିଆ ପକ୍ଷରୁ ଏହାର ପୁରସ୍କାର ପ୍ରଦାନ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିସ୍ଫୋରକ ଓପନିଂ ବ୍ୟାଟ୍ସମ୍ୟାନ ଡେଭିଡ୍‌ ଓ୍ବାର୍ନର ୩ୟ ଥର…