‘ଅନେକ ଶିଖିବାର ଅଛି’

ଭୁବନେଶ୍ୱର, ୧୦।୨(କ୍ରୀଡ଼ା ପ୍ରତିନିଧି)- ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ରବିବାର ବେଲଜିୟମଠାରୁ ୨-୩ ଗୋଲରେ ପରାଜୟରେ ଦୁଃଖିତ ହୋଇଛନ୍ତି ଅଧିନାୟକ ମନପ୍ରୀତ ସିଂ। ଆମେ ଗୋଲ ଦେବାପାଇଁ…

୧୭୦ ପାଇପ୍‌ ଜଳ ପ୍ରକଳ୍ପ ଅଚଳ

ଛତ୍ରପୁର,୧୦ା୨(ଡି.ଏନ.ଏ.)-ଆଗକୁ ଖରାଦିନ ଆସୁଛି। ଅପରପକ୍ଷରେ ପୂର୍ବ ବର୍ଷମାନଙ୍କ ଭଳି ଗଞ୍ଜାମ ଜିଲାରେ ପିଇବା ପାଣି ଅଭାବ ଲାଗି ରହିବା ଆଶଙ୍କା ଦେଖାଦେଇଛି। ଜିଲା ଗ୍ରାମାଞ୍ଚଳରେ ଥିବା ୧୭୦…

ଜିଲା କଂଗ୍ରେସ ଓ ଭାଜପାର ଦାବି: ମୃତକଙ୍କ ପରିବାରକୁ ଦିଆଯାଉ ୧୦ ଲକ୍ଷ କ୍ଷତିପୂରଣ

ବ୍ରହ୍ମପୁର ଅଫିସ, ୧୦ା୨-ରଙ୍ଗେଇଲୁଣ୍ଡା ବ୍ଲକର ମେଣ୍ଢରାଜପୁର ନିକଟରେ ରାସ୍ତାରେ ଓହଳିଥିବା ୧୧ କେଭି ବିଦ୍ୟୁତ୍‌ ତାରରେ ବସ୍‌ ଲାଗି ଜୀବନ୍ତ ଦଗ୍ଧ ହୋଇଥିବା ୯ ଜଣଙ୍କ ପରିବାରକୁ…

ପୁଣି ଚର୍ଚ୍ଚାରେ ଶାହାଙ୍କ ଗସ୍ତ: ବିଶାଳ ସାଧାରଣ ସଭା କରିବାକୁ ଯୋଜନା କରୁଛି ଭାଜପା

ଭୁବନେଶ୍ୱର,୧୦।୨(ବ୍ୟୁରୋ): ପୂର୍ବାଞ୍ଚଳ ପରିଷଦ ବୈଠକ ଚଳିତ ମାସ ଶେଷସୁଦ୍ଧା ଓଡିଶା ଲୋକସେବା ଭବନରେ ଅନୁଷ୍ଠିତ ହେବ ବୋଲି ଶୁଣିବାକୁ ମିଳୁଛି। ଉକ୍ତ ବୈଠକ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ…

ସୁଧୁରୁନି ସ୍ବାସ୍ଥ୍ୟସେବା

ରାଜ୍ୟ ଓ କେନ୍ଦ୍ର ସରକାର ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦେଉଥିବା ବ୍ୟାପକ ପ୍ରଚାର ହେଉଛି। ବାସ୍ତବରେ କିନ୍ତୁ ପ୍ରଚାର ତୁଳନାରେ କାମ ହେଉଥିବା ଅନୁଭବ ହେଉନାହିଁ।…

ପାଗ ବଦଳିଲା, ମ୍ୟାଚର ମଜାନେଲେ ଦର୍ଶକ

ଭୁବନେଶ୍ୱର, ୯।୨(କ୍ରୀଡ଼ା ପ୍ରତିନିଧି)- ଚଳିତ ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ଶନିବାର ଭାରତ-ବେଲଜିୟମ ପ୍ରଥମ ମ୍ୟାଚ ଅବସରରେ ବର୍ଷା ଓ କୋହଲା ପାଗ ଯୋଗୁ ଅଳ୍ପ ଦର୍ଶକ ବର୍ଷାରେ…

ଯାତ୍ରା ଆୟୋଜକ, ପାର୍ଟି ମ୍ୟାନେଜର, ଡ୍ୟାନ୍ସରଙ୍କ ନାଁରେ ମାମଲା

ଭୁବନେଶ୍ୱର,୧୦।୨(ବ୍ୟୁରୋ): କଟକଣା ସତ୍ତ୍ୱେ ଖଣ୍ଡଗିରି ଯାତ୍ରାରେ ନଗ୍ନ ନୃତ୍ୟ ପ୍ରଦର୍ଶନକୁ ନେଇ କଳିଙ୍ଗ ଗଣନାଟ୍ୟ ପାଇଁ ଅଡୁଆ ବଢ଼ିଛି। ପାର୍ଟି ମ୍ୟାନେଜର, ଯାତ୍ରା ଆୟୋଜକ ଓ ନଗ୍ନ…

ଜାପାନରୁ ଫେରିଲା ୨ ଓଡ଼ିଆଙ୍କ ମୃତଦେହ

ଭୁବନେଶ୍ୱର,୧୦।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଏବଂ ଓଡ଼ିଶା: ମୋ ପରିବାର ସଙ୍ଗଠନ ପ୍ରଚେଷ୍ଟା କ୍ରମେ ଜାପାନରୁ ୨ ଓଡ଼ିଆଙ୍କ ମୃତଦେହ ଶୁକ୍ରବାର ଫେରିପାରିଛି। ଜାପାନର ଟୋକିଓ ସହରରେ…

ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଗତବର୍ଷ ବ୍ୟୟ ବରାଦଠାରୁ ୨୨୦କୋଟି…

ଗଞ୍ଜାମ ହୋଇନି ସମ୍ପୂର୍ଣ୍ଣ ବାହ୍ୟ ମଳମୁକ୍ତ ଜିଲା

ଛତ୍ରପୁର,୧୦ା୨(ଡି.ଏନ.ଏ.)-ଗଞ୍ଜାମ ଜିଲା ସମ୍ପୂର୍ଣ୍ଣ ଭାବେ ବାହ୍ୟ ମଳମୁକ୍ତ ହୋଇ ନ ଥିବା ଜଣାପଡିଛି। ସ୍ବଚ୍ଛ ଭାରତ ମିଶନ (ଗ୍ରାମୀଣ)ରେ ଗ୍ରାମାଞ୍ଚଳରେ ନିର୍ମାଣ କରାଯାଉଥିବା ଲକ୍ଷ୍ୟ ପୂରଣ ହେବା…