ପିକ୍‌ଅପ ଧକ୍କାରେ ସାଇକେଲ ଆରୋହୀ ମୃତ: ସ୍ଥାନୀୟ ଲୋକଙ୍କ ଆନ୍ଦୋଳନ

ବାଲେଶ୍ୱର ଅଫିସ,୭।୨: ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅଧୀନ ବାମପଦା ଛକରେ ଶୁକ୍ରବାର ଦୁର୍ଘଟଣା ଘଟିଛି। କୁଣ୍ଡା ବୋଝେଇ ପିକ୍‌ଅପ ଭ୍ୟାନ ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ…

କେରଳ ସରକାର ବଜେଟର କଭର ପେଜ୍‌ରେ ଛାପିଲେ ଗାନ୍ଧୀଙ୍କ ମୃତ୍ୟୁ ବେଳର ଫଟୋ: ତେଜିଲା ବିବାଦ

ଥିରୁଭାନନ୍ଥପୁରମ,୭।୨: କେରଳ ସରକାରଙ୍କ ଦ୍ୱାରା ଆର୍ଥିକ ବର୍ଷ ୨୦୨୦-୨୧ ପାଇଁ ପ୍ରକାଶ କରାଯାଇଥିବା ବଜେଟର କଭର ପେଜ୍‌କୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। କେରଳ ମୁଖ୍ୟମନ୍ତ୍ରୀ…

ଭାସିଯାଉଥିବା ବେଳେ ଦେବଦୂତ ସାଜି ବ୍ୟକ୍ତିଙ୍କ ଜୀବନ ବଞ୍ଚାଇଲେ ୨ ବାଳକ : ପୋଲିସ ପକ୍ଷରୁ ପୁରସ୍କାର

ଜୟପୁର,୭।୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ସହର ଗାନ୍ଧୀଛକ ନିକଟସ୍ଥ କୋଲାବ ଇରିଗେଶନ ବିଭାଗ କେନାଲ ପ୍ରଖର ସ୍ରୋତରେ ଭାସିଯାଉଥିବା ବାଲାଜୀ ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଶୁକ୍ରବାର…

ନେହା-ଆଦିତ୍ୟଙ୍କ ବିବାହ ଖବରରେ ପୂର୍ଣ୍ଣଚ୍ଛେଦ ପକାଇଲେ ଟୋନି କକ୍କର

ବଲିଉଡ୍‌ର ପ୍ରସିଦ୍ଧ ଗାୟିକା ନେହା କକ୍କରଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଇଣ୍ଡିଆନ ଆଇଡଲ ୧୧’ ଶୋ’ରେ ପ୍ରସିଦ୍ଧ ଗାୟକ ଉଦିତ୍‌ ନାରାୟଣ ଓ…

ବିରୋଧ ପ୍ରଦର୍ଶନ ବେଳେ ହେଲା ପ୍ରେମ, ଏବେ କରିବେ ବିବାହ

ନୂଆଦିଲ୍ଲୀ,୭।୨: ଦିଲ୍ଲୀର ଶାହିନ ବାଗ ଅଞ୍ଚଳରେ ଚାଲିଥିବା ବିରୋଧ ପ୍ରଦର୍ଶନ ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ଶାନ୍ତି ପୂର୍ଣ୍ଣଭାବେ ଏଠାରେ ବିରୋଧ କରାଯାଉଛି। ଏହି ପ୍ରଦର୍ଶନରେ…

ରୋଜ ଡେ’: ଟୁଇଟରରେ ବ୍ୟାଚେଲର କହିଲେ ‘ଅଚ୍ଛେଦିନ ଆୟେଗା’

ନୂଆଦିଲ୍ଲୀ: ଫେବୃୟାରୀ ୧୪ରେ ପାଳନ କରାଯାଉଛି ଭାଲେଣ୍ଟାଇନ୍‌ ଡେ’। ଆଉ ଏବେଠାରୁ ଆରମ୍ଭ ହେଲାଣି ଏହାର ପୂର୍ବ ପ୍ରସ୍ତୁତି। ଫେବୃୟାରୀ ୭ରେ ପାଳନ କରାଯାଉଛି ରୋଜ୍‌ ଡେ’।…

ବାବୁ ମହଲ: ସନିଆର ଭାଲେଣ୍ଟାଇନ୍ସ ଡେ | Babu Mahal #21 “Saniara Valentine’s Day”

ଆଜିକାଲି ଫେକ୍ କଲ୍ ମାଧ୍ୟମରେ ସରଳ ଲୋକଙ୍କୁ ଫସେଇ ସେମାନଙ୍କଠୁଁ ପଇସା ହଡ଼ପ ହେଉଥିବାର ବହୁତ ଘଟଣା ନଜରକୁ ଆସୁଛି। କିଏ ନିଜକୁ ବ୍ୟାଙ୍କ କର୍ମଚାରୀ ବୋଲି…

ରାହୁଲଙ୍କ ବୟାନକୁ ନେଇ ଲୋକ ସଭାରେ ହଙ୍ଗାମା

ନୂଆଦିଲ୍ଲୀ,୭।୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ବୟାନକୁ ନେଇ ଲୋକ ସଭାରେ ଶୁକ୍ରବାର ଝଡ଼ ସୃଷ୍ଟି ହୋଇଛି। ଏହି ଉତ୍ତେଜନା ଏତେ ବଢ଼ିଯାଇଥିଲା ଯେ, ଘଟଣା…

ଜାଣନ୍ତି ଶତକ ହାସଲ ପରେ କାହିଁକି ଜିଭ କାଢନ୍ତି ରସ୍‌ ଟେଲର

ହାମିଲଟନ, ୭।୨: ସେଡନ ପାର୍କ ଗ୍ରାଉଣ୍ଡରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚରେ ନ୍ୟୁଜିଲାଣ୍ଡ ଅଭିଜ୍ଞ ରସ ଟେଲରଙ୍କ ଅପରାଜିତ ଶତକ ସହାୟତାରେ ଭ୍ରମଣକାରୀ ଭାରତକୁ ୧୧ଟି ବଲ…

ଓଡ଼ିଶା ପୋଲିସକୁ ବଡ଼ ସଫଳତା: ଅପରେଶନ ‘ସ୍ବାଭିମାନ’ରେ ବିପୁଳ ପରିମାଣର ମାଓବାଦୀ ଅସ୍ତ୍ରଶସ୍ତ୍ର ଜବତ

ଭୁବନେଶ୍ୱର,୭।୨(ବ୍ୟୁରୋ): ଓଡ଼ିଶା ପୋଲିସକୁ ବଡ଼ ସଫଳତା ମିଳିଛି। ଅପରେଶନ ସ୍ବାଭିମାନ ସଫଳ ହୋଇଛି। ଜାନୁୟାରୀ ୮ରୁ ଆରମ୍ଭ ହୋଇ ଜାନୁୟାରୀ ୨୦ ପର୍ଯ୍ୟନ୍ତ ଚାଲିଥିବା ଏହି ଅପରେଶନରେ…