ପ୍ରଥମ ରୋଜଗାରରେ ସାଙ୍ଗମାନଙ୍କ ସହ ଖୁବ୍‌ ଖାଇଥିଲି: ପ୍ରଫେସର୍‌ ଡ.ମୃଣାଳ ଚାଟାର୍ଜୀ

ପଶ୍ଚିମବଙ୍ଗର ବର୍ଦ୍ଧମାନ ଜିଲା ଅନ୍ତର୍ଗତ କାଟୋଆରେ ମୋର ଜନ୍ମ ହୋଇଥିଲେ ହେଁ ପାଠପଢ଼ା ଭଦ୍ରକରେ ହୋଇଥିଲା। ଚରମ୍ପା ଉଚ୍ଚବିଦ୍ୟାଳୟରୁ ମାଟ୍ରିକ୍‌ ଓ ଭଦ୍ରକ କଲେଜରୁ ଆଇ.ଏ, ବି.ଏ.…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୋରେନ

ରାଞ୍ଚି,୨୯।୧୨: ଝାଡ଼ଖଣ୍ଡର ୧୧ତମ ମୁଖ୍ୟମନ୍ତ୍ରୀ ଭାବେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ନେତା ହେମନ୍ତ ସୋରେନ ରବିବାର ମୋହରାବଦି ଗ୍ରାଉଣ୍ଡରେ ଶପଥ ନେଇଛନ୍ତି। ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ତାଙ୍କୁ…

ବ୍ୟକ୍ତିତ୍ୱ: ପ୍ରବନ୍ଧରୁ ମିଳିଲା ଭ୍ଲାଡିମିର୍‌ ନାବୋକୋଭ୍‌ଙ୍କୁ ପ୍ରସିଦ୍ଧି

ରୁଷ୍‌ର ଲେଖକ ଭାବରେ ଖ୍ୟାତି ପାଇବାକୁ ତାଙ୍କର ପ୍ରବଳ ଇଚ୍ଛା ଥିଲା। ମାତ୍ର ଭାଗ୍ୟ ସମ୍ଭବତଃ ଅନ୍ୟ କିଛି ଚାହୁଁଥିଲା। ସେଥିଲାଗି ରୁଷ୍‌ ଭାଷାରେ ୯ ଗୋଟି…

ଟୁଇଟର୍‌ରେ ରହିଛନ୍ତି ଓବାମାଙ୍କର ସର୍ବାଧିକ ଫଲୋୟର୍ସ

ଓ୍ବାଶିଂଟନ,୨୯।୧୨: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କର ସୋସିଆଲ ମିଡିଆ ଆକାଉଣ୍ଟ ଟୁଇଟର୍‌ରେ ସର୍ବାଧିକ ଫଲୋୟର୍ସ ରହିଥିବା ଜଣାପଡିଛି। ଓବାମାଙ୍କର ରହିଛନ୍ତି ପ୍ରାୟ ୧୧୧ ମିଲିୟନ୍‌ ଫଲୋୟର୍ସ।…

ସୁଇଜରଲାଣ୍ଡରେ ଛୁଟି କାଟୁଛନ୍ତି ବିରୁଷ୍କା

ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ କ୍ରିକେଟ ଦଳର ଖେଳାଳିମାନେ ପରିବାର ସହ ଏବେ ନୂଆବର୍ଷ ଛୁଟି କଟାଇବା ପାଇଁ ଯାଇଛନ୍ତି। ଏହି କ୍ରମରେ ଅଧିନାୟକ…

ବର୍ଷକୁ ସିଆର୍‌ପିଏଫ୍‌ ଯବାନଙ୍କୁ ମିଳିବ ଶହେ ଦିନ ଛୁଟି: ସରକାର ଗଠନ କରିଛନ୍ତି କମିଟି

ନୂଆଦିଲ୍ଲୀ,୨୯।୧୨: ଏଣିକି ସିଆର୍‌ପିଏଫ୍‌ ଯବାନମାନେ ବର୍ଷକୁ ଶହେ ଦିନ ଛୁଟି ପାଇପାରିବେ। ଏପ୍ରସ୍ତାବ ଉପରେ ବିଚାର କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ କମିଟି ଗଠନ…

ନୂଆବର୍ଷରେ ବଡ଼ ପରଦାକୁ ଫେରି ପାରନ୍ତି ଶାହାରୁଖ

ମୁମ୍ବାଇ: ବେଶ୍‌ କିଛି ଦିନ ବଡ ପରଦାରୁ ଦୂରେଇ ରହିଥିବା ବଲିଉଡ୍‌ ବାଦ୍‌ଶାହା ଶାହାରୁଖ ଖାଁ ଖୁବ୍‌ଶୀଘ୍ର ବଡ ପରଦାକୁ ଫେରି ପାରନ୍ତି ବୋଲି ଶୁଣିବାକୁ ମିଳିଛି।…

ଏହି ଦ୍ୱୀପରେ ରହିଛି ପଥର ଜଙ୍ଗଲ…

ପୃଥିବୀର ବିଭିନ୍ନ ଅଞ୍ଚଳରେ ରହିଛି ବହୁ ରହସ୍ୟ। ବେଳେବେଳେ ଏସବୁ ଆଧୁନିକ ମଣିଷ ମନକୁ ବେଶ୍‌ ଆନ୍ଦୋଳିତ କରିଥାଏ। ଚାଇନାରେ ଏଭଳି ଏକ ରହସ୍ୟମୟ ଦ୍ୱୀପ ରହିଛି।…

ଆଜିଠୁ ଭିତରକନିକାରେ ବଉଳା କୁମ୍ଭୀର ଗଣନା ଆରମ୍ଭ

ରାଜନଗର,୨୯।୧୨(ଡି.ଏନ୍‌.ଏ.): ସରୀସୃପଙ୍କ ନନ୍ଦନକାନନ କୁହାଯାଉଥିବା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ରବିବାରଠାରୁ ବଉଳା କୁମ୍ଭୀର ଗଣନା ଆରମ୍ଭ ହେଇଛି। ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ…

ପୁଣି ମହିଳାଙ୍କୁ କଚାଡି ମାରିଲା ଦନ୍ତା

କଣିହାଁ,୨୯।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳୀ ଫରେଷ୍ଟ ସେକ୍ସନରେ ରବିବାର ସକାଳେ ପୁଣି ଦନ୍ତାହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତା ମହିଳା ଜଣକ…