ରାଜ୍ୟର ପ୍ରମୁଖ ବସ୍‌ଷ୍ଟାଣ୍ଡକୁ ବିମାନବନ୍ଦର ଭଳି ଉନ୍ନତ କରାଯିବ: ମନ୍ତ୍ରୀ

ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟର ସମସ୍ତ ବସ୍‌ଷ୍ଟାଣ୍ଡଗୁଡ଼ିକର ଉନ୍ନତୀକରଣ କରାଯିବ। ଏପରିକି ପ୍ରମୁଖ ବସ୍‌ଷ୍ଟାଣ୍ଡଗୁଡ଼ିକୁ ବିମାନ ବନ୍ଦର ଭଳି ଉନ୍ନତ କରାଯିବ। ବସ୍‌ଷ୍ଟାଣ୍ଡରେ ଶପିଂମଲ ଓ ମଲ୍ଟି ପ୍ଲେକ୍ସ ମଧ୍ୟ…

ଓପିଏସ୍‌ସିର ନୂଆ ପୋର୍ଟାଲ ଉଦ୍‌ଘାଟିତ: ଛାତ୍ରୀଛାତ୍ରଙ୍କୁ ମିଳିବ ସମସ୍ତ ତଥ୍ୟ

କଟକ ଅଫିସ,୫।୨: ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍‌ସି)ର ନୂଆ କମ୍ପ୍ରେନସିଭ୍‌ ସିଲେକ୍ସନ ମ୍ୟାନେଜମେଣ୍ଟ ସିଷ୍ଟମ (ସିଏସ୍‌ଏମ୍‌ଏସ୍‌) ପୋର୍ଟାଲ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ପୋର୍ଟାଲରେ ଆଶାୟୀ ଛାତ୍ରୀଛାତ୍ରଙ୍କୁ…

ବେଆଇନ ହୋମିଓପ୍ୟାଥିକ୍‌ ଔଷଧ ଜବତ

ଜୟପୁର,୫।୨(ଡି.ଏନ.ଏ): କୋରାପୁଟ ଜିଲା ଜୟପୁର ସହର ଲିଙ୍ଗରାଜ ନଗରଠାରେ ବେଆଇନ ଭାବେ ରଖାଯାଇଥିବା ୮୦୦ଟି ହୋମିଓପ୍ୟାଥିକ ଔଷଧ ବୋତଲ ଜବତ କରାଯାଇଛି। ଟାଉନ ଥାନା ଏବଂ ଡ୍ରଗ୍ସ…

ରାମମନ୍ଦିର ଟ୍ରଷ୍ଟରେ ରହିବେ ୧୫ ଟ୍ରଷ୍ଟି: ଶାହ

ନୂଆଦିଲ୍ଲୀ,୫।୨: କେନ୍ଦ୍ର ସରକାରଙ୍କ ପକ୍ଷରୁ ରାମମନ୍ଦିର ଗଠନ ପାଇଁ କରାଯାଇଥିବା ଶ୍ରୀରାମ ଜନ୍ମଭୂମି ତୀର୍ଥ ଟ୍ରଷ୍ଟରେ ୧୫ ଜଣ ଟ୍ରଷ୍ଟି ରହିବେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ, ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହେବ ଆଲୋଚନା

ପୁରୀ ଅଫିସ,୫।୨: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପରିଚାଳନା କମିଟି ବୈଠକ ବୁଧବାର ଆରମ୍ଭ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବହୁ…

ପ୍ରିୟଙ୍କାଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଝିଅଙ୍କୁ ମିଳିବ ମାଗଣା ଚିକିତ୍ସା, ‘ସୁରଜ ଯୋଜନା’ରେ ସହାୟତା

ଭୁବନେଶ୍ୱର,୫।୨(ବ୍ୟୁରୋ): କିଡ୍‌ନୀ ଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଥିବା ଦିଗପହଣ୍ଡିର ପ୍ରିୟଙ୍କାରାଣୀ ରାଜୁଙ୍କ ପରିବାର ଲାଗି ମୁଖ୍ୟମନ୍ତ୍ରୀ ବୁଧବାର ବଡ଼ ଘୋଷଣା କରିଛନ୍ତି। ପ୍ରିୟଙ୍କାଙ୍କ ଝିଅର…

ପାକିସ୍ତାନର କଟା ଘା’ରେ ଚୂନ ଦେଲେ ସେହ୍ବାଗ

ନୂଆଦିଲ୍ଲୀ,୫।୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ ବିଶ୍ୱକପରେ ଗତଥରର ଚାମ୍ପିୟନ ଭାରତ ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବୋଲିଂ ଓ ପରେ ବ୍ୟାଟିଂରେ ଉଚ୍ଚକୋଟୀର…

ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଆକ୍ରମଣ ଘଟଣା: ରାଜସ୍ବ ଅମଲା, କ୍ଷେତ୍ର କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ ଦ୍ୱିତୀୟ ଦିନରେ

ଭଣ୍ଡାରିପୋଖରୀ୫।୨(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ମଞ୍ଜୁରୀରୋଡ଼ଠାରେ ଥିବା ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କ କାର୍ଯ୍ୟାଳୟରେ ପଶି ଗତ ସୋମବାର ବାଲିମାଫିଆମାନେ ଗଣ୍ଡଗୋଳ କରିଥିଲେ। ସେମାନଙ୍କ ଆକ୍ରମଣରେ ଅତିରିକ୍ତ…

ଆତଙ୍କବାଦୀଙ୍କୁ ଘେରିଲେ ସୁରକ୍ଷାକର୍ମୀ

ଶ୍ରୀନଗର,୫।୨: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ ଆତଙ୍କବାଦୀଙ୍କୁ ଘେରିଛନ୍ତି। ସ୍ଥାନୀୟ ଶ୍ରୀନଗରର ପାରିମ୍‌ ପୋରା ଚେକ୍‌ ପୋଷ୍ଟ ନିକଟରେ ଉଭୟ ପକ୍ଷଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୨ ଜଣ…

ଏକାଥରକେ ପଦାର୍ପଣ କରିଥିବା ଦୁଇ ଭାରତୀୟ ଓପନର

ହାମିଲଟନ,୫।୨- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଟିମ୍‌ ଇଣ୍ଡିଆ ପାଇଁ ଦୁଇ ପଦାର୍ପଣକାରୀ ଖେଳାଳି ପୃଥ୍ବୀ ଶ’ ଓ ମୟଙ୍କ ଅଗ୍ରଓ୍ବାଲ ଓପନିଂ କରିଥିଲେ। ତେବେ ଦୁଇ…