ମୃତ ରେଳ କର୍ମଚାରୀଙ୍କ ପରିବାରକୁ ୪୮ ଘଣ୍ଟାରେ ପେନ୍‌ସନ

ଭୁବନେଶ୍ୱର, ୫-୨:ଗତ ଜାନୁୟାରୀ ୨୮ ଦିନ ଖୋର୍ଦ୍ଧାରୋଡ଼ ଷ୍ଟେସନଠାରେ ରେଳପଥର ପଣ୍ୟବାହୀ ଟ୍ରେନରେ କାର୍ଯ୍ୟରତ ଗାର୍ଡ ପ୍ରଭୁଦତ୍ତ ବେହେରାଙ୍କ ଦେହାନ୍ତ ହୋଇଥିଲା। ତାଙ୍କ ପରିବାରବର୍ଗଙ୍କୁ ୪୮ ଘଣ୍ଟା…

ବଳଦା ଲୁହାପଥର ଖଣି ହାତେଇଲା ସିରାଜୁଦ୍ଦିନ୍‌

ଭୁବନେଶ୍ୱର,୫-୨(ବ୍ୟୁରୋ):କେନ୍ଦୁଝର ଜିଲାରେ ଥିବା ବଳଦା ଲୁହା ପଥର ଖଣିକୁ ସିରାଜୁଦ୍ଦିନ୍‌ ଆଣ୍ଡ କୋ ନିଜ ପାଖରେ ରଖିବାରେ ସମର୍ଥ ହୋଇଛି। ସୋମବାର ମଧ୍ୟରାତ୍ର ପରେ ମଧ୍ୟ ଏହି…

ଜେଲରୁ ମୁକୁଳିଲେ ଆଇଏଏସ୍‌ ଅଫିସର ବିଜୟ କେତନ

ଭୁବନେଶ୍ୱର,୫-୨(ବ୍ୟୁରୋ):ଲକ୍ଷେ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ଦେଇଥିଲେ। ନିମ୍ନ ଅଦାଲତଙ୍କ…

ଟଙ୍କିକିଆ କଏନ୍‌ରେ ମିନିଏଚର ପେଣ୍ଟିଂ

ଭୁବନେଶ୍ୱର,୫-୨(ବ୍ୟୁରୋ):ଭୁବନେଶ୍ୱରର ଗାୟତ୍ରୀ ମାଭୁରୁ ଟଙ୍କିକିଆ କଏନ୍‌ରେ ମିନିଏଚର ପେଣ୍ଟିଂ କରି ଓ୍ବାର୍ଲଡ ରେକର୍ଡସ ଇଣ୍ଡିଆ (ଡବ୍ଲ୍ୟୁଆର୍‌ଆଇ)ରେ ସ୍ଥାନ ପାଇଛନ୍ତି। କଏନ୍‌ରେ ଏକାଧିକ ନିଆରା ତଥା ଭିନ୍ନ କ୍ଷୁଦ୍ର…

ଖଣି ହାତେଇବାକୁ ଭରପୂର ଉଦ୍ୟମ

ଯୋଡ଼ା,୫-୨(ଡି.ଏନ୍‌.ଏ.):ଆସନ୍ତା ମାର୍ଚ୍ଚ ୩୧ରେ ଲିଜ୍‌ ଅବଧି ଶେଷ ହେବାକୁ ଥିବା ୧୯ ଖଣିର ନିଲାମ ପ୍ରକ୍ରିୟା ଏବେ ଚାଲିଛି। ଏହା ଆସନ୍ତା ୧୮ତାରିଖରେ ଶେଷ ହେବ। ତେବେ…

ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ନବରଙ୍ଗପୁର,୫-୨(ବି.ପ୍ର.):ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ସ୍ପେଶାଲ ଟ୍ରାକ କୋର୍ଟ ଜଜ୍‌ ମନୋରଞ୍ଜନ ଦାଶ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ସଶ୍ରମ କାରାଦଣ୍ଡ…

ଆଜି ୧୨ ଘଣ୍ଟିଆ ପଶ୍ଚିମ ଓଡ଼ିଶା ବନ୍ଦ

ସମ୍ବଲପୁର, ୫-୨ (ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ ଆନ୍ଦୋଳନ…

ଚୁଆପାଣି ପିଉଛନ୍ତି କାଣ୍ଡସିଲିବାସୀ

ଟିକିରି,୫ା୨(ଡି.ଏନ୍‌.ଏ.) - ରାୟଗଡ଼ା ଜିଲା କାଶୀପୁର ବ୍ଲକ ପୋଡାପାଡି ପଞ୍ଚାୟତରେ ରହିଛି କାଣ୍ଡସିଲି ଗ୍ରାମ ା ଏଠାରେ ଲୋକେ ପାଣି ଟୋପାଏ ପାଇଁ ଡହଳ ବିକଳ ହେଉଛନ୍ତି…

କରୋନା: ୨୪ ଘଣ୍ଟାରେ ୭୫ ମୃତ

ବେଜିଂ/ନୂଆଦିଲ୍ଲୀ,୫-୨: ସାରା ବିଶ୍ୱକୁ ଘାରିଛି କରୋନା ଭାଇରସ୍‌ ଆତଙ୍କ। ଚାଇନାର ଉହାନ ସହରରୁ ଏହା ବ୍ୟାପି ୨୫ ଦେଶକୁ କବଳିତ କଲାଣି। ଏଥିସହ ଚାଇନାରେ କେବଳ ୪୨୬…

ସାମାଜିକ ବାସଁଦ୍‌ ଲାଗି ଅଟ୍‌କିଛେ ବାପର ଶୁଧିକାଯ୍‌

ବିନିକା, ୫।୨ (ଡି.ଏନ୍‌.ଏ)- ଆଏଜ୍‌କାର ବୈଜ୍ଞାନିକ୍‌ ଯୁଗ୍‌ରେ ମୁନୁଷ୍‌ ପୃଥିବୀରୁ ଯାଇ ଚନ୍ଦ୍ରରେ ପାଦ୍‌ ଥାପି ସାଏଲାନ। ହେଲେ ବି ଆମର ସମାଜରେ ଅନେକ୍‌ ଲୋକ୍‌ ଫୁକାଝରା,…