ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ତୃଣମୂଳସ୍ତରରେ ଅଧିକ ରୋଜଗାର ସୃଷ୍ଟି କରିଥାଏ। ଏହାକୁ ଆରମ୍ଭ କରିବା ପାଇଁ ବୃହତ୍ ପୁଞ୍ଜିର ମଧ୍ୟ ଆବଶ୍ୟକତା…
ଯୋଧପୁର, ୨୭।୧୨: କାର୍ଗିଲ ଯୁଦ୍ଧର ହିରୋ ଲଢୁଆ ବିମାନ ମିଗ୍-୨୭କୁ ଶୁକ୍ରବାର ଭାରତୀୟ ବାୟୁସେନାରୁ ବିଦାୟ ଦିଆଯାଇଛି। ଏହି ଲଢୁଆ ବିମାନଟି ଦୀର୍ଘ ୩ ଦଶନ୍ଧି ଧରି…
ସାକ୍ଷୀଗୋପାଳ,୨୭।୧୨(ଡି.ଏନ୍.ଏ.): ଚାରିଧାମ ତୀର୍ଥଯାତ୍ରାରେ ଶ୍ରୀକ୍ଷେତ୍ର ଆସୁଥିବା ତୀର୍ଥଯାତ୍ରୀମାନେ ସାକ୍ଷୀଗୋପାଳ ମନ୍ଦିରକୁ ଆସିଥାନ୍ତି। ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଏହି ପୀଠର ବିକାଶ ଜରୁରୀ। ପୁରାତନ ଅଧ୍ୟାତ୍ମିକ ପୀଠ ସାକ୍ଷୀଗୋପାଳ…
ପୁରୀ ଅଫିସ,୨୭।୧୨: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ସକାଶେ ମେଘନାଦ ପାଚେରିକୁ ଲାଗି ୭୫ ମିଟର ପରିଧି ମଧ୍ୟରେ ସବୁ ନିର୍ମାଣ ଉଚ୍ଛେଦ ପାଇଁ ନିଷ୍ପତ୍ତି ହୋଇଛି।…
ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): କଟକ ଜିଲା ବାଙ୍କୀର ନାବାଳକ ଶଙ୍କର ନାୟକଙ୍କର ବିଦ୍ୟୁତ୍ ଆଘାତରେ ମୃତ୍ୟୁ ଘଟଣା ନେଇ ଜାତୀୟ ମାନବିକ ଅଧିକାର କମିଶନ (ଏନ୍ଏଚ୍ଆର୍ସି) କ୍ଷୋଭ ପ୍ରକାଶ କରିଛନ୍ତି।…
ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଓଲିଉଡ୍ର ଜଣେ ଅଭିନେତ୍ରୀଙ୍କ ପିଛା ଛାଡ଼ୁନି ବିବାଦ। ପ୍ରଥମେ ପ୍ରେମ ନାଁରେ ପ୍ରେମିକଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେବା ଅଭିଯୋଗରେ ସେ ଚର୍ଚ୍ଚାକୁ ଆସିଥିଲେ। ଏବେ ତାଙ୍କ…
ଭାରତୀୟ ତାରକା ମହିଳା ଶଟଲର ପି. ଭି. ସିନ୍ଧୁଙ୍କ ହୃଦୟ ନାହିଁ। ଏଭଳି କଡ଼ା ମନ୍ତବ୍ୟ ଦେଇଛନ୍ତି ବିଶ୍ୱ ଚାମ୍ପିୟନ ଖେଳାଳିଙ୍କ ପୂର୍ବତନ କୋଚ୍ କିମ୍ ଜି…
ମୁମ୍ବାଇ,୨୭।୧୨: ଟେଲି କଳାକାର କୁଶଲ ପଞ୍ଜାବୀଙ୍କର ୩୭ବର୍ଷ ବୟସରେ ମୃତ୍ୟୁ ହୋଇଛି। ମୁମ୍ବାଇସ୍ଥିତ ତାଙ୍କ ବାସଭବନରେ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି। ଶୁକ୍ରବାର ଦ୍ୱିପ୍ରହରେ ତାଙ୍କର ଅନ୍ତିମ…
ବାରଙ୍ଗ,୨୭।୧୨(ଡି.ଏନ୍.ଏ.): ସୁଧ ଟଙ୍କା ଆଦାୟକୁ କେନ୍ଦ୍ରକରି ନନ୍ଦନକାନନ ଛକରେ ଗୁରୁବାର ପିଇସୀ ପୁଅ କଟୁରି ଚୋଟରେ ମାମୁ ପୁଅ ଗୁରୁତର ହୋଇଛି। ନନ୍ଦନକାନନ ପୋଲିସ ଘଟଣାସ୍ଥଳରେ ପହଞ୍ଚି…
ବଲାଙ୍ଗୀର ଅଫିସ, ୨୭।୧୨: ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତି ଏମ.ଭେଙ୍କିୟା ନାଇଡୁଙ୍କ ବଲାଙ୍ଗୀର ଗସ୍ତ ବାତିଲ ହୋଇଛି। ବଲାଙ୍ଗୀରଠାରେ ନବନିର୍ମିତ ବିପିସିଏଲର ବଟ୍ଲିଂ ପ୍ଳାଣ୍ଟ ଏବଂ ରାଜେନ୍ଦ୍ର…