UPI ପେମେଣ୍ଟ ଉପରେ ଅତିରିକ୍ତ ଶୁଳ୍କ ଦେବାକୁ ପଡ଼ିବ କି? ସ୍ପଷ୍ଟ କଲା ଅର୍ଥ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୧।୬: ଅର୍ଥ ମନ୍ତ୍ରଣାଳୟ ବଡ଼ UPI କାରବାର ଉପରେ MDR ଚାର୍ଜ ଲାଗୁ କରିବାର ରିପୋର୍ଟକୁ ମିଥ୍ୟା ଏବଂ ଭ୍ରାମକ ବୋଲି କହିଛି। ଅନଲାଇନରେ କରାଯାଉଥିବା ଦାବି…

ଲର୍ଡସ୍ ଗ୍ରାଉଣ୍ଡରେ ଡନ୍ ବ୍ରାଡମ୍ୟାନଙ୍କ ୧୪୧ ବର୍ଷର ରେକର୍ଡ ଭାଙ୍ଗିଲେ ଷ୍ଟିଭ୍ ସ୍ମିଥ୍, କଲେ ବଡ଼ କାରନାମା

ନୂଆଦିଲ୍ଲୀ,୧୧।୬: ଅଷ୍ଟ୍ରେଲିଆର ପ୍ରମୁଖ ବ୍ୟାଟର ଷ୍ଟିଭ୍ ସ୍ମିଥ୍ ଦକ୍ଷିଣ ଆଫ୍ରିକା ବିପକ୍ଷେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (WTC) ଫାଇନାଲର ପ୍ରଥମ ଦିନରେ ଐତିହାସିକ ଲର୍ଡସ୍ କ୍ରିକେଟ୍ ଗ୍ରାଉଣ୍ଡରେ…

ଦର୍ଶକଙ୍କୁ ବିଭୋର କଲା ‘ଜଗା ଖୋଜୁଛି ତା ଭାଗ୍ୟ ଜାତକ’

ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମରେ ଶ୍ରୀ ସିଦ୍ଧବୀର ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ଉପଲକ୍ଷେ ଆୟୋଜିତ ଆଧ୍ୟାତ୍ମିକ ମହୋତ୍ସବ ରେ ହସ…

ଦିଗପହଣ୍ଡିରେ ସ୍ନାନ ପୂର୍ଣ୍ଣିମା, ଗଜାନନ ବେଶ ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼

ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ବୁଧବାର ଦିଗପହଣ୍ଡି ରାଜବାଟି ପରିସରରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ବିଜେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ରଙ୍କ ସମେତ ସାନଦାଣ୍ଡ ସାହି…

ଜାଲ୍‌ ସାର୍ଟିଫିକେଟ୍‌ ଦେଇ GDS ଚାକିରି, ୫ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୧।୬: ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ…

ତମାଖୁ ପୁଡ଼ିଆ କିଣିବାକୁ ଯାଇଥିଲେ, ବଚସା ପରେ ଦୋକାନୀ କଲେ ଆକ୍ରମଣ; ମା’-ପୁଅ ଗୁରୁତର

ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମର ଦୋକାନୀ ସୁରେନ୍ଦ୍ର ସାହୁଙ୍କ ଆକ୍ରମଣରେ ସନ୍ତୋଷ କୁମାର ପଣ୍ଡା ଏବଂ ତାଙ୍କ ମା କୁନି…

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ବୟସ୍କ, ଦିବ୍ୟାଙ୍ଗମାନଙ୍କୁ ଘରେ ନେଇ ପେନସନ ଦେବ ପ୍ରଶାସନ

ଭୁବନେଶ୍ୱର,୧୧।୬: ଓଡ଼ିଶା ସରକାର ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଯେ ଯେଉଁ ହିତାଧିକାରୀମାନେ ପଞ୍ଚାୟତ କାର୍ଯ୍ୟାଳୟକୁ ପେନସନ୍ ଗ୍ରହଣ କରିବାକୁ ଆସିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ସେମାନଙ୍କୁ…

ବଟି ମାଗୁଥିଲେ, ନ ଦେବାରୁ ମା’-ପୁଅଙ୍କୁ ପନିକିରେ ହାଣିଲେ

ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସାନରେଡିକା ସାହିର ରଞ୍ଜନ ପାଢ଼ୀ ଏବଂ ତାଙ୍କ ମା ନର୍ମଦା ପାଢ଼ୀଙ୍କୁ ଏସ.ରାଜୀବ ରେଡ୍ଡୀ…

ବ୍ରାହ୍ମଣୀଗାଁକୁ ବ୍ଲକ ଗଠନ ଦାବି ଜୋର ଧରିଲା

ଦାରିଙ୍ଗବାଡି, ୧୧।୬ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବ୍ରାହ୍ମଣୀଗାଁ ଥାନା ଅଞ୍ଚଳକୁ ନୂତନ ବ୍ଲକ ଭାବେ ଘୋଷଣା କରାଯିବାକୁ ଦାବି ଜୋର ଧରିଛି। ଏନେଇ…

ପୁଣି ବାପା ହେବେ ଅରବାଜ ଖାନ: ନିଶ୍ଚିତ କଲେ ପତ୍ନୀ ଶଶୁରା ଖାନଙ୍କ ପ୍ରେଗ୍ନେନ୍ସି ଖବର

ମୁମ୍ବାଇ: ବଲିଉଡ ଅଭିନେତା ତଥା ଫିଲ୍ମ ନିର୍ମାତା ଅରବାଜ ଖାନ ତାଙ୍କ ପତ୍ନୀ ଶଶୁରା ଖାନଙ୍କ ଗର୍ଭବତୀ ହେବାର ଖବରକୁ ନିଶ୍ଚିତ କରିଛନ୍ତି। ଏହି ଖୁସିଖବର ଶେୟାର…