ନୂଆଦିଲ୍ଲୀ,୨୬।୧୨: ଆରଏସ୍ଏସ୍ ପ୍ରମୁଖ ମୋହନ ଭାଗଓ୍ବତଙ୍କ ୧୩୦ କୋଟି ହିନ୍ଦୁ ମନ୍ତବ୍ୟ ନେଇ ରିପବ୍ଲିକ୍ ପାର୍ଟି ଅଫ୍ ଇଣ୍ଡିଆ ତଥା କେନ୍ଦ୍ରୀୟ ମନ୍ତ୍ରୀ ରାମଦାସ ଉଠାଓ୍ବଲେ ମୁହଁ…
ପୁଣେ,୨୬।୧୨: ଅଭ୍ୟାସ ସମୟରେ ଦୁର୍ଘଟଣା ଘଟି ୨ ଯବାନ ଶହୀଦ୍ ହେବା ସହିତ ୫ ଜଣ ଯବାନ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ହସ୍ପିଟାଲରେ…
ଲକ୍ଷ୍ନୌ,୨୬।୧୨: ଦେଶର ପ୍ରଥମ କିନ୍ନର ବିଶ୍ୱବିଦ୍ୟାଳୟ ଉତ୍ତରପ୍ରଦେଶର କୁଶୀନଗରଠାରେ ସ୍ଥାପିତ ହୋଇଛି। ଏହାକୁ ଅଖିଳ ଭାରତୀୟ କିନ୍ନର ଶିକ୍ଷା ସେବା ଟ୍ରଷ୍ଟ୍ ପକ୍ଷରୁ ସ୍ଥାପନା କରାଯାଇଛି। କୁଶୀନଗର…
ବମ୍ବେ: ଅଭିନେତା ଇଶାନ୍ ଖଟ୍ଟରଙ୍କ ସହ ବଲିଉଡ୍ରେ ଡେବ୍ୟୁ କରିଥିବା ଅଭିନେତ୍ରୀ ତଥା ଶ୍ରୀଦେବୀ ଲଳନା ଜାହ୍ନବୀ କପୁର ଆଜିକାଲି ଚର୍ଚ୍ଚାରେ। ଏହା ପଛରେ କାରଣ ମଧ୍ୟ…
ବମ୍ବେ: ବଡଦିନ ତଥା ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନକୁ ଧୂମ୍ଧାମରେ ପାଳନ କରିଛନ୍ତି ବଲିଉଡର ଅନେକ କଳାକାର। ଅନେକ ଘରକୁ ରଙ୍ଗ ବେରଙ୍ଗର ଆଲୋକମାଳାରେ ସଜାଇ କ୍ରିସମାସ୍ ଟ୍ରି’…
ବମ୍ବେ: ବଲିଉଡ୍ ବାଦଶାହା ଶାହରୁଖ ଖାନ୍ଙ୍କ ପୁଅ ଅବରାମ ଜଣେ ଚର୍ଚ୍ଚିତ ଷ୍ଟାରକିଡ୍। ଏବେ ନିଜର ଫଟୋଶୁଟ୍ କରାଇ ସେ ଚର୍ଚ୍ଚାରେ। ମା’ ଗୌରୀ ନିଜର ସୋସିଆଲ…
ମାର୍ଶାଘାଇ,୨୬।୧୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ମାର୍ଶାଘାଇ ଥାନା କୁଆଁରପାଳ ନିକଟ ଲୁଣା ନଦୀରେ ଗୁରୁବାର ଜଣେ ଅଜଣା ଯୁବତୀଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ଖବର ପାଇ ମାର୍ଶାଘାଇ ପୋଲିସ…
ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ଏୟାରପୋର୍ଟ ଥାନା ଅଞ୍ଚଳରେ ଜଣେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ପାଇବା ପରେ ପୋଲିସ ନାବାଳିକାଙ୍କ ଡାକ୍ତରୀ ମାଇନା କରିବା…
ନୂଆଦିଲ୍ଲୀ,୨୬।୧୨: ଦେଶରେ ସିଏଏକୁ ନେଇ ହିଂସା ଜାରି ରହିଛି। ଏହାକୁ ନେଇ ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶ ପୋଲିସ ମୁହାଁମୁହିଁ ହୋଇଛନ୍ତି। ମଧ୍ୟପ୍ରଦେଶ ଜବଲପୁରରେ ପୋଲିସ ହିଂସା ସମୟରେ…
ପାତ୍ରପୁର,୨୬।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ପାଞ୍ଚଆମ୍ବ ଗ୍ରାମର ଅଶ୍ୱିନୀ ବେହେରା(୩୦) ବୁଧବାର ସନ୍ଧ୍ୟାରେ ବିଷ ପିଇ ଗୁରୁତର ଅବସ୍ଥାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ସ୍ବାସ୍ଥ୍ୟାବସ୍ଥା…