ସର୍ବଭାରତୀୟ ଦିବାରାତ୍ର ଭଲିବଲ: ଦିଲ୍ଲୀ ଚାମ୍ପିୟନ

ଧର୍ମଶାଳା,୪ା୨(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ କମାଗଡ଼ ଖେଳ ପଡିଆରେ ସର୍ବଭାରତୀୟ ଏକ ଦିବସୀୟ ଦିବାରାତ୍ର ଭଲିବଲ ଟୁର୍ନାମେଣ୍ଟର ଫାଇନାଲ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚେନ୍ନାଇକୁ ୩-୦ ସେଟ୍‌ରେ…

ସରିତାଙ୍କ ହ୍ୟାଟ୍ରିକ: ଓଡ଼ିଶା ବିଜୟୀ

କଟକ ଅଫିସ୍‌, ୪ା୨- କେରଳର କୋଲାମଠାରେ ୧୦ମ ଜାତୀୟ ସିନିୟର ମହିଳା ହକି ଚାମ୍ପିୟନଶିପ (ଡିଭିଜନ ଏ)ର ସୋମବାର ମ୍ୟାଚ୍‌ରେ ହକି ଓଡ଼ିଶା ବୃହତ ବିଜୟ ହାସଲ…

ବିବିସି ପୁରସ୍କାର ଦୌଡ଼ରେ ଦୂତୀ

ନୂଆଦିଲ୍ଲୀ, ୪।୨- ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ବିବିସିର ସର୍ବପ୍ରଥମ ଭାରତୀୟ ‘ସ୍ପୋଟର୍‌ସ ଓମ୍ୟାନ୍‌ ଅଫ୍‌ ଦି ଇୟର’ ପୁରସ୍କାର ଦୌଡ଼ରେ ସାମିଲ ହୋଇଛନ୍ତି।…

ଭାରତୀୟ ହକି ଦଳରେ ବୀରେନ୍ଦ୍ର, ଅମିତ

ଭୁବନେଶ୍ୱର, ୪।୨(କ୍ରୀଡ଼ା ପ୍ରତିନିଧି)- ଏପଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚ ଖେଳିବାପାଇଁ ଭାରତ ପ୍ରସ୍ତୁତ। ଏଥର ଭାରତର ପ୍ରତିଦ୍ୱନ୍ଦ୍ୱୀ ବିଶ୍ୱ ଚାମ୍ପିୟନ ବେଲଜିୟମ। କଳିଙ୍ଗ…

ବହୁ ଉପକାରୀ ମୁଗଡାଲି ପାଣି

ମୁଗଡାଲିରେ ଥିବା ଜରୁରୀ ଭିଟାମିନ୍‌ ଏବଂ ମିନେରାଲ୍ସ ଶରୀରକୁ ସୁସ୍ଥ ରଖିଥାଏ। ତା’ସହ ଏହାର ପାଣି ଓଜନ ହ୍ରାସ କରିବାରେ ସହାୟକ ହୋଇଥାଏ। ମୁଗ ଡାଲିରେ ମାଙ୍ଗାନିଜ୍‌,…

କ୍ରିକେଟ ଖେଳିନାହାନ୍ତି, ତଥାପି ବିଶ୍ୱ କ୍ରିକେଟରେ ତାଙ୍କ କ୍ରେଜ୍‌ ଅଧିକ

ସୁଧୀର କୁମାର ଗୌତମ ଜୀବନରେ ବ୍ୟାଟ କିମ୍ବା ବଲ ଧରି ନ ଥିଲେ ମଧ୍ୟ ଭାରତୀୟ କ୍ରିକେଟରେ ଏକ ପରିଚିତ ନାମ। କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ…

ବିବାହିତ ମହିଳାଙ୍କୁ ବିବାହ କରିବା ପାଇଁ ଘରୁ ଲୁଚି ପଳାଇଥିଲେ ଏହି କ୍ରିକେଟର୍‌

ଭାରତୀୟ କ୍ରିକେଟ ଖେଳାଳିଙ୍କ ପ୍ରେମ କାହାଣୀକୁ ନେଇ ସର୍ବଦା ଚର୍ଚ୍ଚା ଉଠିଥାଏ। କିଏ କାହା ସହ ଡେଟିଂରେ ଗଲେ, କିଏ କାହାକୁ ନେଇ ବୁଲିଲେ ତାକୁ ନେଇ…

କରୋନା ଭାଇରସ୍‌: ସାମୟିକ ଡୋପ୍‌ ଟେଷ୍ଟ କରିବନି ଚିନାଡା

ଲାଉସାନେ, ୩ା୨ (ଏଏଫ୍‌ପି)-ଟୋକିଓ ଅଲିମ୍ପିକ୍ସ ୬ମାସରୁ କମ୍‌ ସମୟ ରହିଥିବା ବେଳେ କରୋନା ଭାଇରସ ପାଇଁ ଚାଇନାର ଷ୍ଟେଟ୍‌ ଆଣ୍ଟି ଡୋପିଂ ଏଜେନ୍ସି (ଚିନାଡା)କୁ ସାମୟିକ ଭାବେ…

ଗୋଲ୍ଡେନ ଗର୍ଲ ଚାମ୍ପିୟନଶିପ୍‌ : ଭାରତୀୟ ବକ୍ସରଙ୍କୁ ୬ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୩।୨ (ପି.ଟି.)-ସ୍ବିଡେନ୍‌ର ବୋରାସରେ ଅନୁଷ୍ଠିତ ଗୋଲ୍ଡେନ ଗର୍ଲ ଚାମ୍ପିୟନଶିପ୍‌ରେ ଭାରତୀୟ ଜୁନିୟର ଓ ୟୁ୨ତିଛି, ଯେଉଁଥିରେ ୬ ସ୍ବର୍ଣ୍ଣ ରହିଛି। ସେହିଭଳି ‘ବେଷ୍ଟ ବକ୍ସର’ ପୁରସ୍କାର…

ଟ୍ରାକ୍ଟର ଓଲଟି ହେଲପର ମୃତ, ରାସ୍ତାରୋକୋ

ଗୁଡ଼ଭେଲା, ୩ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁଷୁରା ବିଦେଶୀ ମଦ ଦେକାନ ସମ୍ମୁଖରେ ଏକ ଓଭରଲୋଡିଙ୍ଗ ଟ୍ରାକ୍ଟର ଓଲଟି ପଡିବାରେ ଗାଡି ହେରପରଙ୍କର ମୃତ୍ୟୁ ଘଟିଥିଲା। ସୋମବାର ମୃତକଙ୍କ…