ଦୃଶ୍ୟମାନ ହେଲା ବର୍ଷର ଶେଷ ସୂର୍ଯ୍ୟୋପରାଗ

ନୂଆଦିଲ୍ଲୀ,୨୬।୧୨: ଚଳିତ ବର୍ଷର ଶେଷ ସୂର୍ଯ୍ୟୋପରାଗ ଗୁରୁବାର ଦୃଶ୍ୟମାନ ହୋଇଛି। ଏହି ଖଣ୍ଡଗ୍ରାସ ସୂର୍ଯ୍ୟୋପରାଗ ଦେଶର ବିଭିନ୍ନ ଭାଗରେ ଦେଖିବାକୁ ମିଳିଛି। ବିଭିନ୍ନ ପ୍ଲାନେଟୋରିୟମରେ ଏହି ବିରଳ…

୬ ଜିଲାରେ ହେବ ମେଡିକାଲ କଲେଜ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟର ୬ ପଛୁଆ ଜିଲାରେ ଥିବା ହସ୍ପିଟାଲକୁ ମେଡିକାଲ କଲେଜରେ ପରିଣତ କରାଯିବ। ଏହା ସହିତ ଉକ୍ତ ତାଲିକାରେ ଆଉ ୨ଟି ଜିଲା ହସ୍ପିଟାଲକୁ ସାମିଲ…

ଡିଜିପିଙ୍କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ନୂଆଦିଲ୍ଲୀ,୨୬ା୧୨(ପି.ଟି.): ଉତ୍ତରପ୍ରଦେଶରେ ସିଏଏ ବିରୋଧୀ ବିକ୍ଷୋଭ ବେଳେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ନୋଟିସ ଜାରି କରିଛି। ପୋଲିସ…

ଝାଡ଼ଖଣ୍ଡ ଫଳାଫଳ କହୁଛି ଆଗାମୀ ନିର୍ବାଚନରେ ଦିଲ୍ଲୀରୁ ସବୁ ଆସନ ପୋଛିନେବ ଏଏପି: ସଞ୍ଜୟ

ନୂଆଦିଲ୍ଲୀ,୨୬।୧୨: ଆମ ଆଦମୀ ପାର୍ଟି(ଏଏପି) ନେତା ସଞ୍ଜୟ ସିଂ କହିଛନ୍ତି ନିକଟରେ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳରୁ ସ୍ପଷ୍ଟ ବାରି ହୋଇପଡୁଛି ଏଥର ଦ୍ୱିତୀୟ ଥର ଲାଗି…

ୟୁପିରେ ସିଏଏ ବିରୋଧୀ ହିଂସା: ୩୦୦ ଜଣଙ୍କୁ ନୋଟିସ

ଲକ୍ଷ୍ନୌ, ୨୬ା୧୨: ସିଏଏ ବିରୋଧୀ ହିଂସାକାଣ୍ଡ ଓ ପୋଡ଼ାଜଳା ଯୋଗୁ ଉତ୍ତରପ୍ରଦେଶ(ୟୁପି)ରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଉଭୟ ସରକାରୀ ଓ ବେସରକାରୀ ସମ୍ପତ୍ତି ନଷ୍ଟହୋଇଛି। ଏହି କ୍ଷୟକ୍ଷତି…

ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା

ଛେଣ୍ଡିପଦା,୨୬।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥ ଭାଗିରଥିପୁର ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହି ବସ୍‌ ସହ…

ପାକ୍‌ ସେନା ମୁଖପାତ୍ରଙ୍କ ଖ୍ରୀଷ୍ଟମାସ ଶୁଭେଚ୍ଛା ଟୁଇଟ୍‌ : ଓଡ଼ିଶାକୁ ବଦ୍‌ନାମ ଲାଗି ପ୍ରୟାସ

ଇସ୍‌ଲାମାବାଦ, ୨୬ା୧୨: ସାରା ବିଶ୍ୱରେ ଖ୍ରୀଷ୍ଟମାସ ଧୁମ୍‌ଧାମରେ ପାଳନ କରାଯାଉ ଥିବାବେଳେ ଭାରତର ଆଭ୍ୟନ୍ତରୀଣ ମାମଲାରେ ମୁଣ୍ଡ ପୂରାଇ ପାକିସ୍ତାନ ସେନା ମୁଖପାତ୍ର ମେଜର ଜେନେରାଲ ଆସିଫ୍‌…

ଜଙ୍ଗଲ ଜମିରେ ଚାଲିଛି ବେଆଇନ ଗଞ୍ଜେଇ ଚାଷ: ଅମଳ ପାଇଁ ଗଞ୍ଜେଇପଦାରେ ଟଣାହେଲାଣି ତମ୍ବୁ

ବଇଣ୍ଡା,୨୬ା୧୨(ପରିକ୍ଷିତ ସାହୁ) - ଅନୁଗୋଳ ଜିଲା କିଶୋରନଗର ବ୍ଲକର ହଣ୍ଡପା ଓ ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଇଲାକାର ଅନେକ ସରକାରୀ ଜଙ୍ଗଲ ଜମିରେ ବେଆଇନ ଭାବେ…

ସ୍ମୃତିଶକ୍ତି ହରାଇଲେ ବ୍ରାଜିଲ ରାଷ୍ଟ୍ରପତି

ସାଓ ପାଉଲୋ,୨୬ା୧୨(ଏଏଫ୍‌ପି): ବ୍ରାଜିଲ ରାଷ୍ଟ୍ରପତି ଜୈର୍‌ ବୋଲସନାରୋ ସରକାରୀ ବାସଭବନରେ ପଡ଼ିଯିବାରୁ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା। ସେ ସାମିୟକ ଭାବେ ସ୍ମୃତିଶକ୍ତି ହରାଇଥିବା ଜଣାପଡିଛି। ସୋମବାର…

ମହାରାଷ୍ଟ୍ରରେ କୃଷିଋଣ ସମ୍ପୂର୍ଣ୍ଣ ଛାଡ଼ ହେବ

ପୁଣେ,୨୬ା୧୨(ଏଏଫ୍‌ପି): ମହାରାଷ୍ଟ୍ରରେ ଚାଷୀଙ୍କ କୃଷିଋଣ ସମ୍ପୂର୍ଣ୍ଣ ଛାଡ଼ ହେବ ବୋଲି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ବୁଧବାର ପ୍ରତିଶ୍ରୁତି ଦେଇଛନ୍ତି। ୨୦୧୫ ଏପ୍ରିଲ ୧ରୁ ୨୦୧୯ ମାର୍ଚ୍ଚ ୩୧…