ଭାଜପାକୁ ଚାନ୍ଦ-ତାରା ମାଗି ନ ଥିଲି: ଉଦ୍ଧବ

ମୁମ୍ବାଇ,୩।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି। ସେ ଭାଜପା ହାତଛାଡି କଂଗ୍ରେସ ଓ ଏନ୍‌ସିପି ସହ ମିଶି ସରକାର ଗଢିବାକୁ…

ଭୂକମ୍ପରେ ଥରିଲା ଚାଇନା: ରିକ୍ଟର ସ୍କେଲରେ ତୀବ୍ରତା ୫.୧

ବେଜିଂ,୩।୨: ଗୋଟିଏ ପଟେ କରୋନା ଭାଇରସ୍‌ର ଆତଙ୍କ ଚାଇନାର ମୁଣ୍ଡ ବ୍ୟାଥାର କାରଣ ପାଲଟିଥିବା ବେଳେ ଏବେ ଏଠାରେ ଭୂକମ୍ପ ଅନୁଭୂତ ହୋଇଛି। ସୋମବାର ଦକ୍ଷିଣ-ପଶ୍ଚିମ ଚାଇନାର…

ବଳୟାକାର ସୂର୍ଯ୍ୟୋପରାଗ

ସୂର୍ଯ୍ୟୋପରାଗ କେବଳ ଅମାବାସ୍ୟା ତିଥିରେ ସଂଘଟିତ ହୋଇଥାଏ। ମାତ୍ର ସମସ୍ତ ଅମାବାସ୍ୟାରେ ସୂର୍ଯ୍ୟୋପରାଗ ଘଟି ନ ଥାଏ। କୌଣସି ଅମାବାସ୍ୟା ତିଥିରେ ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ…

ଜୀବନସାଥୀ ଖୋଜିବା ପାଇଁ ୩୩ ହଜାର ଟଙ୍କା ଖର୍ଚ୍ଚରେ ହୋର୍ଡିଂ ଲଗାଇଲେ ଯୁବକ

ଜୀବନରେ ଉପଯୁକ୍ତ ସାଥୀଟିଏ ପାଇଁ ସମସ୍ତେ ଚେଷ୍ଟିତ ଥାନ୍ତି। ଆଜିକାଲି ସାଥୀ ଖୋଜିବା ପାଇଁ ବିଭିନ୍ନ ପ୍ରକାର ମ୍ୟାଟ୍ରିମୋନିଆଲ୍‌ ସାଇଟ୍‌ ମଧ୍ୟ ଉପଲବ୍ଧ ହେଲାଣି। କିନ୍ତୁ ଇଂଲଣ୍ଡ…

ମେୟର ପଦବୀ: ନିର୍ବାଚନ ଲଢୁଛନ୍ତି ୨ କୁକୁର ଏବଂ ଛେଳି

ଓ୍ବର୍ମାଣ୍ଟୋ, ୩।୨: ମଣିଷ ନିର୍ବାଚନ ଲଢ଼ିଥାନ୍ତି। ତେବେ କୌଣସି ପ୍ରାଣୀ ନିର୍ବାଚନ ଲଢ଼ିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଆମେରିକାର ଉତ୍ତର ପୂର୍ବରେ ଥିବା…

ଖାଉଟି ଠକେଇ

ନବରଙ୍ଗପୁର ଜିଲାରେ ଖାଉଟି ଠକାମିର ଶିକାର ହେଉଛନ୍ତି। ଏବେ ବି ଜିଲାରେ ମାଣ ଓ ଅଡା କାରବାର ହାଟ ବଜାରରେ ଦେଖିବାକୁ ମିଳୁଛି। ଆଦିବାସୀ ଅଧ୍ୟୁଷିତ ଏହି…

ଏଏପିକୁ ଟାର୍ଗେଟ କଲେ କପିଲ

ନୂଆଦିଲ୍ଲୀ,୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଯେତେ ପାଖେଇ ଆସୁଛି ନେତାମାନେ ପରସ୍ପର ମଧ୍ୟରେ ସେତେ ଦୋଷ ଲଦାଲଦି ହେଉଛନ୍ତି। ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରାର୍ଥୀ କପିଲ ମିଶ୍ରା…

କରୋନା ସଂକ୍ରମଣ ରୋକିବ ହୋମିଓପ୍ୟାଥି ଔଷଧ ‘ଆର୍ସେନିକ୍‌ ଅଲବୁମ୍‌-୩୦’: ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଏଡଭାଇଜରି ଜାରି

ଜୟପୁର,୩।୨: ସାରା ପୃଥିବୀରେ କରୋନା ଭୁତାଣୁ ସଂକ୍ରମଣ ନେଇ ଆତଙ୍କ ଖେଳି ଯାଇଛି। ଇତିମଧ୍ୟରେ ଭାରତର କେରଳରେ ୨ ଜଣଙ୍କଠାରେ କରୋନା ଭୁତାଣୁ ଚିହ୍ନଟ ହୋଇଛି। ସେହିପରି…

ପୁଣି ଅଶାନ୍ତ ଜାମିଆ ପରିସର

ନୂଆଦିଲ୍ଲୀ,୩।୨: ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟ ପରିସରରେ ରବିବାର ବିଳମ୍ବିତ ରାତିରେ ପୁଣି ଗୁଳି ଫୁଟିଛି। ଫଳରେ ଉକ୍ତ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଗେଟ୍‌…

ସିଟି ହସ୍ପିଟାଲ ଦାବିରେ ଉତ୍ତେଜନା: ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ବିଧାୟକଙ୍କୁ ଘେରିଲେ ସହରବାସୀ

ବରଗଡ ଅଫିସ, ୩।୨: ବରଗଡ ସହରରେ ଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା ଦାବିରେ ଉତ୍ତେଜନା ବଢିବାରେ ଲାଗିଛି। ସୋମବାର ସକାଳୁ ସହରର…