ହଟାଗଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ବୋମା: ୩୫୦୦ ଲୋକ ହେଲେ ସ୍ଥାନାନ୍ତର

ରୋମ୍‌,୩।୨: ଇଟାଲୀର ଭେନିସ୍‌ରେ ଏକ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ବୋମାକୁ ହଟାଯାଇଛି। ଏଥିପାଇଁ ୩୫୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ବୋମାକୁ ନିଷ୍କ୍ରିୟ କରି ସମୁଦ୍ରରେ…

ସ୍ବାଗତ ଅପେକ୍ଷାରେ ମୋଗଲ ଗାର୍ଡେନ

ନୂଆଦିଲ୍ଲୀ,୩।୨: ରାଷ୍ଟ୍ରପତି ଭବନର ମୋଗଲ ଗାର୍ଡେନ ଏବେ ସଜେଇ ହୋଇ ଅତିଥିଙ୍କୁ ସ୍ବାଗତ କରିବାକୁ ଅପେକ୍ଷା ରଖିଛି। ଫେବୃୟାରୀ ୫ରୁ ମାର୍ଚ୍ଚ ୮ ପର୍ଯ୍ୟନ୍ତ ଏହା ଆଗନ୍ତୁକଙ୍କୁ…

ବଲିଉଡ୍‌ରେ ଓ୍ବାହିଦା ରେହମାନଙ୍କୁ ଏହି ଅଭିନେତା ଦେଇଥିଲେ ବ୍ରେକ୍‌

ମୁମ୍ବାଇ: ହିନ୍ଦୀ ଚଳଚ୍ଚିତ୍ରର ପପୁଲାର ଓ ବରିଷ୍ଠ ଅଭିନେତ୍ରୀ ଓ୍ବାହିଦା ରେହମାନ ସୋମବାର ୮୨ ବର୍ଷରେ ପ୍ରଦାର୍ପଣ କରିଛନ୍ତି। ତାଙ୍କର ଜନ୍ମଦିନ ଅବସରରେ ବଲିଉଡ୍‌ ସେଲିବ୍ରିଟିଙ୍କଠାରୁ ଆରମ୍ଭ…

ପୃଥିବୀର ୨୮ ଦେଶରେ ୧୬,୭୮୧ କରୋନା ସଂକ୍ରମିତ: ଭାରତରେ ୩

ନୂଆଦିଲ୍ଲୀ/ବେଜିଂ,୩।୨: ପୃଥିବୀର ୨୮ଟି ଦେଶରେ କରୋନା ଭୁତାଣୁ ଆତଙ୍କରେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏହି ଭୁତାଣୁ ଦ୍ୱାରା ଚାଇନାରେ ସର୍ବାଧିକ ୧୬ ହଜାର ୬ ଶହ ଜଣ…

ଦିଲ୍ଲୀ ବିଧାନସଭା ନିର୍ବାଚନ: ପ୍ରଥମଥର ଲାଗି ପ୍ରଚାର ମଇଦାନକୁ ଓହ୍ଲାଇବେ ମୋଦି

ନୂଆଦିଲ୍ଲୀ,୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ପ୍ରଚାର ମଇଦାନୁ ଓହ୍ଲାଇଛନ୍ତି ଷ୍ଟାର ପ୍ରଚାରକମାନେ। ସୋମବାର ପ୍ରଥମଥର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବ…

ବୁଦ୍ଧିମତ୍ତା ବଢ଼ାଏ ସୁନିଦ୍ରା

ଜଣେ ବ୍ୟକ୍ତି ରାତିରେ ଅତିକମ୍‌ରେ ୭-୮ ଘଣ୍ଟା ଶୋଇବା ଦରକାର। ହେଲେ ଅନେକଙ୍କ କ୍ଷେତ୍ରରେ ଏହା ସମ୍ଭବ ହୋଇ ନ ଥାଏ। ନିକଟରେ ୟୁନିଭର୍ସିଟି ଅଫ୍‌ ଓ୍ବାଶିଂଟନର…

ହସ୍ପିଟାଲରୁ ଲୁଚି ପଳାଇଲେ ଚାଇନା ଫେରନ୍ତା ଛାତ୍ର: ଲୋକେ ଭୟଭୀତ

ଭୋପାଳ,୩।୨: ମଧ୍ୟପ୍ରଦେଶ ଛତରପୁରର ନୌଗାଁଓ ଅଞ୍ଚଳରେ ଚାଇନରୁ ଫେରିଥିବା ଜଣେ ଛାତ୍ରଙ୍କୁ କରୋନାଭାଇରସ ସଂକ୍ରମଣର ଆଶଙ୍କା କରି ଭର୍ତ୍ତି କରାଯାଇଥିଲା। ହେଲେ ସେ ହଠାତ୍‌ ହସ୍ପିଟାଲରୁ ଲୁଚି…

ପ୍ରଦର୍ଶନୀ ପଡ଼ିଆ ସମ୍ମୁଖ ରାସ୍ତାରେ ଭିଡ଼ ଅସମ୍ଭାଳ

ଭୁବନେଶ୍ୱର,୩।୨(ବ୍ୟୁରୋ): ସ୍ମାର୍ଟ ସିଟିରେ ଦିନକୁଦିନ ଟ୍ରାଫିକ୍‌ ସମସ୍ୟା ଜଟିଳ ହେବାରେ ଲାଗିଛି। ଏବେ କମିଶନରେଟ୍‌ ପୋଲିସ ପକ୍ଷରୁ କଳ୍ପନାରୁ ରାଜମହଲ ମୁଖ୍ୟରାସ୍ତା ସମେତ ବାପୁଜୀ ନଗର ବଜାରରେ…

ପଡିଆ ଭିତରେ କଡ଼ା ଟକ୍କର, ବାହାରେ ବନ୍ଧୁତା

ମାଉଣ୍ଟ ମାଉଁଗାନୁଇ,୩।୨: ଅନ୍ତିମ ଟି୨୦ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡକୁ ୭ ରନରେ ପରାସ୍ତ କରି ଭାରତ ପାଞ୍ଚମ୍ୟାଚ ବିଶିଷ୍ଟ ଟି୨୦ ସିରିଜକୁ ୫-୦ରେ ମୂଳପୋଛ କରିଛି। ଶେଷ ମ୍ୟାଚରେ…

୬୧ କଲେଜକୁ ଆର୍‌ଡିଇର ଜବାବତଲବ

ଯାଜପୁର ଅଫିସ,୩।୨: ସେଲ୍ଫ ଫାଇନାନ୍ସିଂ ସ୍କିମ ନାମରେ ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷାର ବ୍ୟବସାୟୀକରଣ ଯୋଗୁ ରାଜ୍ୟରେ ବହୁ ପ୍ରତିଷ୍ଠିତ ଘରୋଇ ଆବାସିକ ଡିଗ୍ରୀ କଲେଜଗୁଡ଼ିକରେ ଛାତ୍ରୀଛାତ୍ରଙ୍କ…