ଏଲ୍‌ଇଡି ଲାଇଟ୍‌ କିଣାରେ ଅନିୟମିତତା: ୭୨ ଘଣ୍ଟାରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ

କଟକ ସଦର,୩ା୨(ଡି.ଏନ୍‌.ଏ.): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ନିର୍ଦ୍ଦେଶକୁ ଉଲ୍ଲଂଘନ କରି କଟକସଦର ସମେତ ଜିଲାର ଅଧିକାଂଶ ବ୍ଲକରେ ଏଲ୍‌ଇଡି ଲାଇଟ୍‌ କିଣାଯାଇଥିଲା। ଏ ନେଇ…

ସେସୁ : ଆଦାୟ ହେଲାଣି ୬୭.୨୯ କୋଟି ବକେୟା

ଭୁବନେଶ୍ୱର,୩ା୨(ବ୍ୟୁରୋ): ସେସୁ ପକ୍ଷରୁ ବକେୟା ବିଲ୍‌ ଆଦାୟ ଏବଂ ଖିଲାପକାରୀଙ୍କ ବିଜୁଳି ସଂଯୋଗ ବିଚ୍ଛିନ୍ନ କାର୍ଯ୍ୟ ଜାରି ରହିଛି। ଏହିକ୍ରମରେ ରବିବାର ୬୫୨ଜଣ ଉପଭୋକ୍ତାଙ୍କ ବିଜୁଳି ସଂଯୋଗ…

ସନ୍ଧିବାତ

”୫୦ବର୍ଷ ବୟସ ପରେ କେତେଜଣ ବ୍ୟକ୍ତି ଆଣ୍ଠୁ ମୋଡ଼ିଲେ ଭଗ୍ନ ପରି ଖଟ୍‌ ଖଟ୍‌ ଶବ୍ଦ ଓ ଯନ୍ତ୍ରଣା ହୋଇଥାଏ। ପାଦ ଉପରପାର୍ଶ୍ୱ ଫୁଲିଯାଏ, ଜାନୁସନ୍ଧି ଶୋଥ…

୨ ଲୁହାପଥର ଖଣି ହାତେଇଲା ଜେଏସ୍‌ଡବ୍ଲ୍ୟୁ

ଭୁବନେଶ୍ୱର,୩ା୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାରଠାରୁ ବିଭିନ୍ନ ଖଣିର ଆବଣ୍ଟନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆବଣ୍ଟନ ପ୍ରକ୍ରିୟାର ପ୍ରଥମ ଦୁଇଦିନରେ ନୂଆଗାଁ ଏବଂ ନାରାୟଣପୋଷୀସ୍ଥିତ ଲୁହାପଥର ଖଣି…

ଶିକ୍ଷାଗତ ଯୋଗ୍ୟତାର ଭୁଲ୍‌ ତଥ୍ୟ ରଖିଛନ୍ତି ଅନୁଭବ: କଂଗ୍ରେସ

ଭୁବନେଶ୍ୱର,୩ା୨(ବ୍ୟୁରୋ): କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି ନିଜର ଶିକ୍ଷାଗତ ଯୋଗ୍ୟତା ସମ୍ପର୍କରେ ଭୁଲ୍‌ ତଥ୍ୟ ପ୍ରମାଣ ଦେଇଥିବା କଂଗ୍ରେସ ଅଭିଯୋଗ କରିଛି। ୨୦୧୪ ରାଜ୍ୟ ସଭା ନିର୍ବାଚନ…

ଥଣ୍ଡାରେ ଠିଆହେଲେ ସ୍କୁଲ ପିଲା; ଇନ୍ଧନ ସଂରକ୍ଷଣ ସଚେତନତା ରାଲି

ଫୁଲବାଣୀ ଅଫିସ, ୩ା୨-ଆଇଓସିଏଲ୍‌ (ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ) ପକ୍ଷରୁ ଇନ୍ଧନ ସଂରକ୍ଷଣ ସଚେତନତା ରାଲି ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପାଖରେ ଏହାର ଶୁଭାରମ୍ଭ…

ଅଣ୍ଟାବିନ୍ଧାର ଘରୋଇ ଉପଚାର

ଅଣ୍ଟା ବିନ୍ଧିବା ଆଜିକାଲି ଏକ ସାଧାରଣ ସମସ୍ୟା ପାଲଟିଗଲାଣି। ଏହାର ଲକ୍ଷଣ ସମ୍ପର୍କରେ ଅବଗତହେବା ପରେ ତାହାକୁ ହାଲୁକା ଭାବରେ ନିଅନ୍ତୁ ନାହିଁ। କାରଣ ପରବର୍ତ୍ତୀ ସମୟରେ…

ରାଜ୍ୟ ର଼୍ୟାପିଡ୍‌ ଚେସ୍‌: ଅଂଶୁମାନ ଚାମ୍ପିୟନ

ଭୁବନେଶ୍ୱର, ୩।୨(କ୍ରୀଡ଼ା ପ୍ରତିନିଧି)- ଭୁବନେଶ୍ୱର ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ମୃତ୍ୟୁଞ୍ଜୟ ପାତ୍ର ସ୍ମାରକୀ ରାଜ୍ୟ ର଼୍ୟାପିଡ୍‌ ଚେସ୍‌ ରବିବାର ସାଇ ବୀଣାପାଣି ଜ୍ଞାନ ମନ୍ଦିର ପରିସରରେ ଅନୁଷ୍ଠିତ…

ଗାଁ ଲୋକଙ୍କୁ ଚୁଆ ପାଣି ଭରସା

କପ୍ତିପଦା, ୩।୨(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତର ଗଜାପଥର ଓ ଶରତ ପଞ୍ଚାୟତର ଅଶ୍ୱକୂଟୀ ଛକ ସାହି ଗ୍ରାମ ଏବେ ବି ପ୍ରଶାସନର ଦୃଷ୍ଟି…

ଉପକାରୀ ମହୁ

ମହୁରେ ଅନେକ ଉପକାରୀ ଗୁଣ ଭରି ରହିଛି। ଯଦି ଆପଣ କଫଜନିତ ସମସ୍ୟା ସହ ଜଡ଼ିତ ତେବେ ମହୁ ଖାଇଲେ ଏଥିରୁ ଉପଶମ ମିିଳିଥାଏ। ସକାଳୁ ଉଠିବା…