ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨।୨: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଛି। ତାଙ୍କୁ ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କେଉଁ କାରଣ ପାଇଁ ତାଙ୍କୁ…

ପୁଣି ଚିଲିକାରେ ବୁଡିଗଲା ଡଙ୍ଗା: ୫ ଗୁରୁତର

ବାଲୁଗାଁ,୨।୨(ଡି.ଏନ.ଏ.): ପୁଣି ଚିଲିକାରେ ଡଙ୍ଗା ବୁଡିଛି। ରବିବାର ୨୫ ଜଣ ଯାତ୍ରୀ କାଳିଜାଇ ଦର୍ଶନ ସାରି ଡଙ୍ଗାରେ ଫେରୁଥିବାବେଳେ ଚିଲିକା ମଝିରେ ଡଙ୍ଗାଟି ବୁଡିଯାଇଥିଲା। ଫଳରେ ସେଥିରେ…

ନିର୍ଭୟା ଦୋଷୀଙ୍କ ଫାଶୀ ଦଣ୍ଡାଦେଶ ମାମଲା: ରାୟ ସଂରକ୍ଷିତ ରଖିଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୨।୨ : ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଅଭିଯୁକ୍ତଙ୍କ ଫାଶୀ ଦଣ୍ଡାଦେଶ ଉପରେ ସ୍ଥଗିତାଦେଶକୁ ଚ୍ୟାଲେଞ୍ଜ କରି କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଲ୍ଲୀ ହାଇକୋର୍ଟରେ…

ଗୋଟିଏ ଓଭରରେ ୩୪ ରନ୍‌: ଟି୨୦ରେ ଭାରତର ସବୁଠୁ ମହଙ୍ଗା ବୋଲର ହେଲେ ଶିବମ ଦୁବେ

ମାଉଣ୍ଟ ମାଉଁଗନୁଇ,୨।୨: ଅନ୍ତିମ ଟି୨୦ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡକୁ ୭ ରନରେ ପରାସ୍ତ କରି ଭାରତ ପାଞ୍ଚମ୍ୟାଚ ବିଶିଷ୍ଟ ଟି୨୦ ସିରିଜକୁ ୫-୦ରେ ମୂଳପୋଛ କରିଛି। ଯଦିଓ ଭାରତ…

ଖାଦ୍ୟରେ ଲୁଣ କମ୍‌ କରିବାକୁ ଚାହୁଁଛନ୍ତି….. ଆପଣାନ୍ତୁ ଏହି ଉପାୟ

ବର୍ତ୍ତମାନ ଅନିୟମିତ ଜୀବନଶୈଳୀ ଓ ଖାଦ୍ୟପେୟ ଲାଗି ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଉଛି। ଏହାକୁ ନେଇ ଡାକ୍ତର ଅନେକ କିଛି ଖାଇବାକୁ ବାରଣ କରିଥାନ୍ତି । ସେଥି…

ଫଟୋ ଶେୟାର କରି ପିତାଙ୍କୁ ମନେ ପକାଇଲେ ଅମିର

ମୁମ୍ବାଇ: ଆଗାମୀ ଫିଲ୍ମ ‘ଲାଲ୍‌ ସିଂହ ଚଢ଼ା’କୁ ନେଇ ଅମିର ଆଜିକାଲି ବହୁ ବ୍ୟସ୍ତ ରହୁଛନ୍ତି। ଏବେ ଏଥିରୁ କିଛି ସମୟ ବାହାର କରି ସୋସିଆଲ ମିଡିଆରେ…

ଏହି ଘଟଣା ପରେ ୧୪ ଦିନ ଭୟରେ ଘରୁ ବାହାରି ନ ଥିଲେ, ଏବେ ଭାରତୀୟ କ୍ରିକେଟ ଦଳ ପାଇଁ ସାଜିଛନ୍ତି ସଙ୍କଟମୋଚକ

ଭାରତୀୟ କ୍ରିକେଟ ଦଳରେ ଏବେ ସଙ୍କଟମୋଚକ ସାଜିଛନ୍ତି ବ୍ୟାଟ୍ସମ୍ୟାନ୍‌ କେ.ଏଲ୍‌. ରାହୁଲ। ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ସିରିଜରେ ସେ ଦଳ ପାଇଁ କେବଳ ଓପନିଂ କରୁନାହାନ୍ତି, ଉଇକେଟ୍‌କିପିଂରେ…

ବିଏନ୍‌ ହାଇସ୍କୁଲ ପ୍ଲାଟିନମ୍‌ ଜୁବୁଲି ଉଦ୍‌ଯାପିତ: ଯୋଗ ଦେଲେ ରାଜ୍ୟପାଳ

ଆନନ୍ଦପୁର,୨।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୁରାତନ ଶିକ୍ଷାନୁଷ୍ଠାନ ବିଏନ୍‌ ହାଇସ୍କୁଲର ପ୍ଲାଟିନମ୍‌ ଜୁବୁଲି ଉଦ୍‌ଯାପନ ଦିବସରେ ରବିବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗଦେଇଛନ୍ତି। ପୂର୍ବ ନିର୍ଦ୍ଧାରିତ…

ବାସି ଖାଦ୍ୟ ଖାଇ ଝାଡ଼ାବାନ୍ତିରେ ୪୦ ଆକ୍ରାନ୍ତ: ଡାକ୍ତରଖାନାରେ ଭର୍ତ୍ତି, ଗାଁରେ ପହଞ୍ଚିଲେ ଡାକ୍ତରୀ ଦଳ

ବୈପାରୀଗୁଡ଼ା,୨।୨(ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରୀଗୁଡ଼ା ବ୍ଲକ ବୋଡାପୁଟ ପଞ୍ଚାୟତ କୁରୁକୁଟି ଗ୍ରାମରେ ଶୁକ୍ରବାର ଏକ ବିବାହ ଭୋଜି ହୋଇଥିଲା। ଶନିବାର ଭୋଜିର ବଳକା ତଥା ବାସି ଖାଦ୍ୟ…

କରୋନାଭାଇରସ ଭୟ: ପାଳିତ ଜୀବଙ୍କୁ ମାରି ଦେଉଛନ୍ତି ଲୋକେ

ବେଜିଂ,୨।୨: କରୋନାଭାଇରସ ସଂକ୍ରମଣରେ ଏବେ ପର୍ଯ୍ୟନ୍ତ ଚାଇନାରେ ୩ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହେଲାଣି। ଗୋଟିଏ ଦିନ ପୂର୍ବରୁ ଖବର ଆସିଥିଲା କି ଏଠାରେ ଲୋକେ ଚାଲି…