ସିଏଏକୁ ବିରୋଧ କରି ଷ୍ଟାଲିନଙ୍କ ଦସ୍ତଖତ ଅଭିଯାନ

ଚେନ୍ନାଇ,୨।୨: କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ଥମିବାର ନାଁ ନେଉନି। ରବିବାର ଡିଏମ୍‌କେ ଅଧ୍ୟକ୍ଷ ଏମ୍‌କେ ଷ୍ଟାଲିନଙ୍କ ଦ୍ୱାରା ସିଏଏକୁ ବିରୋଧ କରି…

ପ୍ରଥମ ଦରମାରେ ପ୍ରଭୁ ଲିଙ୍ଗରାଜଙ୍କ ଠାରେ ଭୋଗ କରିଥିଲି: ଲେଖକ ଦୁର୍ଗାଚରଣ ପଣ୍ଡା

ମୋର ଜନ୍ମ ୧୯୪୨ ମସିହା, ଗଞ୍ଜାମ ଜିଲାର ଛତ୍ରପୁରଠାରେ। ସ୍ଥାନୀୟ ଅନ୍‌ସ୍ଲୋ ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ୍‌ ପାସ୍‌ ପରେ ହାଇଦ୍ରାବାଦ୍‌ର ଏକ କଳା ଅନୁଷ୍ଠାନରେ ଚିତ୍ରଶିକ୍ଷା ନିମନ୍ତେ…

ଦାବିନ୍ଦରଙ୍କ ଆତଙ୍କବାଦୀ ଲିଙ୍କ୍‌: ଜମ୍ମୁ-କଶ୍ମୀରରେ ଏନ୍‌ଆଇଏ ଚଢ଼ାଉ

ଶ୍ରୀନଗର,୨।୨: ଡିଏସ୍‌ପି ଦାବିନ୍ଦର ସିଂଙ୍କ ଆତଙ୍କବାଦୀ ଲିଙ୍କ୍‌ ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ ପାଇଁ ଏନ୍‌ଆଇଏ ପକ୍ଷରୁ ଜମ୍ମୁ-କଶ୍ମୀରର କେତେକ ସ୍ଥାନରେ ରବିବାର ଚଢ଼ାଉ କରାଯାଇଛି। କିଛି…

ତ୍ରିରାଷ୍ଟ୍ରୀୟ ମହିଳା ଟି୨୦: ହାରିଲା ଭାରତ

କାନବେରା,୨।୨(ପି.ଟି.)- ଚଳିତ ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ ସିରିଜ୍‌ରେ ଭାରତୀୟ ଦଳ ପ୍ରଥମ ପରାଜୟ ବରଣ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୪ ଉଇକେଟରେ ଭାରତକୁ ହରାଇ…

କରୋନା: ଆତଙ୍କିତ ନ ହୋଇ ସତର୍କ ରହିବା ଜରୁରୀ

୩୧ ଡିସେମ୍ବର ୨୦୧୯। ଚାଇନାସ୍ଥ ଉହାନ ସହରର ହୁବେଇ ପ୍ରାନ୍ତରେ ଅନେକ ନିମୋନିଆ କେସ୍‌ ଆସିଥିବା ଓ୍ବାର୍ଲ୍‌ଡ ହେଲ୍‌ଥ ଅର୍ଗାନାଇଜେଶନ୍‌ ସତର୍କ କରାଇଥିଲେ। ତେବେ ଏହା କେଉଁ…

ସବୁଠାରୁ ଧନୀ ଗାଁ: ଏଠି ସବୁ କୃଷକ ଲକ୍ଷପତି

ନୂଆଦିଲ୍ଲୀ,୨।୨: ହିମାଚଳ ପ୍ରଦେଶର ରାଜଧାନୀ ଶିମଲାଠାରୁ ପାଖାପାଖି ୯୨ କିଲୋମିଟର ଦୂରରେ ଅବସ୍ଥିତ ମଡାବଗ ଗାଁ। ଏହା ଏସିଆର ସବୁଠାରୁ ଧନୀ ଗାଁ ବୋଲି କୁହାଯାଏ। ୭…

ଗାଜଲବାଡ଼ି ଘାଟିରେ ସରୁନି ଗାର୍ଡଓ୍ବାଲ କାର୍ଯ୍ୟ, ଚାଳକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ଟଳିଲା ବଡ଼ଧରଣର ଦୁର୍ଘଟଣା

ଦାରିଙ୍ଗବାଡ଼ି,୨।୨(ଡି.ଏନ୍‌.ଏ.): କନ୍ଧମାଳ-ଗଞ୍ଜାମ ସୀମାବର୍ତ୍ତୀ ଗାଜଲବାଡ଼ି ଘାଟିରେ ରବିବାର ସକାଳେ ଏକ ବଡ଼ ଧରଣର ଦୁର୍ଘଟଣା ଟଳି ଯାଇଛି। ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଟ୍ରକ୍‌ଟିକୁ ରୋକିବାରେ ସଫଳ…

ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀ ବ୍ୟାନର, ପୋଷ୍ଟର: ୪ ଜଣଙ୍କୁ ମୃତ୍ୟୁଦଣ୍ଡ ଉଲ୍ଲେଖ

ମାଲକାନଗିରି,୨।୨(ସ୍ବ.ପ୍ର.): ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀ ବ୍ୟାନର ଓ ପୋଷ୍ଟର ରବିବାର ଦେଖିବାକୁ ମିଳିଛି। ପୋଲିସ ଓ ସରକାରଙ୍କୁ ବିରୋଧ କରି ଏହି ପୋଷ୍ଟର ଲଗାଯାଇଛି। ଯୋଡ଼ାମ୍ବରୁ…

ପରଲୋକରେ ବିପ୍ଳବୀ କବି ରବି ସିଂ

କଟକ ଅଫିସ,୨।୨: ବିପ୍ଳବୀ କବି ରବି ସିଂଙ୍କ ପରଲୋକ ଘଟିଛି। କଟକସ୍ଥିତ ଖପୁରିଆ ବାସଭବନରେ ରବିବାର ଭୋର ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ…

ନାଗରିକତ୍ୱ ପ୍ରମାଣ କରିବା କଷ୍ଟକର; ମହାରାଷ୍ଟ୍ରରେ ହେବନି ଲାଗୁ ଏନ୍‌ଆର୍‌ସି: ଉଦ୍ଧବ

ମୁମ୍ବାଇ,୨।୨: ନାଗରିକତ୍ୱ ପ୍ରମାଣ କରିବା ସାଧାରଣ ଲୋକଙ୍କ ପାଇଁ କଷ୍ଟକର ହେବ। ତେଣୁ ମହାରାଷ୍ଟ୍ରରେ ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା(ଏନ୍‌ଆର୍‌ସି) ଲାଗୁ ହେବ ନାହିଁ ବୋଲି ମୁଖ୍ୟନ୍ତ୍ରୀ ଉଦ୍ଧବ…