ସ୍ମୃତିରେ ୨୦୧୯: ଅନନ୍ୟା

ଶେଷପାଦରେ ଉପନୀତ ୨୦୧୯। ଚଳିତବର୍ଷ ଚର୍ଚ୍ଚାର ପରିସରକୁ ଆସିଥିବା ଏବଂ ବିଭିନ୍ନ କ୍ଷେତ୍ରରେ ନିଜକୁ ଅନନ୍ୟ ପ୍ରମାଣିତ କରିଥିବା ପ୍ରମୁଖ ମହିଳାଙ୍କ ସମ୍ପର୍କରେ... ଚର୍ଚ୍ଚାରେ ଅନୁପ୍ରିୟା: ମାଲକାନଗିରିର…

ବାଜପେୟୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ ମୋଦି

ନୂଆଦିଲ୍ଲୀ,୨୪।୧୨: ଭାରତ ରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରିବାର କାର୍ଯ୍ୟକ୍ରମ…

ଡିସେମ୍ବର ୨୭ରେ ଶପଥ ନେଇ ପାରନ୍ତି ହେମନ୍ତ

ରାଞ୍ଚି,୨୪।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ କଂଗ୍ରେସ ମେଣ୍ଟକୁ ବହୁମତ ମିଳିଛି। ୮୧ ବିଧାନସଭା ଆସନ ମଧ୍ୟରୁ କଂଗ୍ରେସ-ଜେଏମ୍‌ଏମ ମେଣ୍ଟ ୪୭ ଆସନ ହାତେଇଛି। ସରକାର ଗଠନ ପାଇଁ…

୨ଥର ବିବାହ କରିଥିଲେ ରଫି

ମୁମ୍ବାଇ: ବଲିଉଡ୍‌ ଗାୟକ ମହମ୍ମଦ ରଫି ଆଜି ଆମ ଗହଣରେ ନାହାନ୍ତି ସତ। କିନ୍ତୁ ତାଙ୍କ କଣ୍ଠର ଯାଦୁଗରି ଏବେ ବି ଶ୍ରୋତାଙ୍କ ହୃଦୟରେ ଗୁଞ୍ଜରିତ ହେଉଛି।…

ଡିସେମ୍ବର ୨୬ରେ ପୃଥିବୀ ନିକଟରେ ୪୪ ହଜାର କିମି ବେଗରେ ଗତି କରିବ ଇଫେଲ ଟାଓ୍ବାରଠାରୁ ଦୁଇଗୁଣା ଉଚ୍ଚା ଗ୍ରହାଣୁପିଣ୍ଡ

ନ୍ୟୁୟର୍କ, ୨୪।୧୨: ଡିସେମ୍ବର ୨୬ରେ ସାରା ଦୁନିଆ ବଡ଼ଦିନ ପାଳନରେ ବ୍ୟସ୍ତ ଥିବାବେଳେ ଏକ ବଡ଼ ମହାଜାଗତିକ ଘଟଣା ଘଟିବାକୁ ଯାଉଛି। ଏହି ଦିନ ସକାଳ ୭ଟା…

ଗତ ୧୦ ବର୍ଷରେ କ୍ରିକେଟର ବାଦ୍‌ଶାହ ପାଲଟିଛନ୍ତି ‘ବିରାଟ କୋହଲି’

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଗତ ୧୦ ବର୍ଷ ଭିତରେ କ୍ରିକେଟର ବାଦ୍‌ଶାହ ପାଲଟିଯାଇଛନ୍ତି। ଏକଦିବସୀୟ ମ୍ୟାଚରେ ଶତକ ହାସଲ କରିବାରେ ସେ ଏବେ…

ବଡ଼ଦିନ ପାଇଁ ସଜେଇ ହେଲାଣି ଚର୍ଚ୍ଚ: କ୍ରିସ୍‌ମାସ୍‌ କ୍ୟାରୋଲରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ସରିଲାଣି କ୍ରିସ୍‌ମାସ ପ୍ରସ୍ତୁତି। ବଡ଼ଦିନକୁ ଆଉ ଗୋଟିଏ ଦିନ ବାକି ଥିବାବେଳେ ରଙ୍ଗିନ ଆଲୋକମାଳାରେ ଝଲସିଲାଣି ସହର। ଚର୍ଚ୍ଚଗୁଡ଼ିକରେ ଉତ୍ସବର ପରିବେଶ ସାଙ୍ଗକୁ ଆରମ୍ଭ ହୋଇଗଲାଣି…

ଶ୍ରୀମନ୍ଦିରରେ ଏଏସ୍‌ଆଇ ଡିଜି: ମରାମତି କାର୍ଯ୍ୟର ତଦାରଖ କଲେ

ପୁରୀ ଅଫିସ, ୨୪ା୧୨: ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ମହାନିର୍ଦ୍ଦେଶକ (ଡିଜି) ଉଷା ଶର୍ମା ସୋମବାର ଶ୍ରୀମନ୍ଦିର ପରିଦର୍ଶନ କରିଛନ୍ତି। ଅପରାହ୍ନରେ ଶର୍ମା ସିଂହଦ୍ୱାରରେ ପହଞ୍ଚତ୍ବା…

ଅନୀଲଙ୍କୁ କିମିଙ୍କ ସହିତ ଏକାଠି ଦେଖି ଶୁଟିଂସେଟ୍‌ରେ ଭଙ୍ଗାରୁଜା କରିଥିଲେ ସୁନୀତା…

ମୁମ୍ବାଇ: ବଲିଉଡ୍‌ର ଚକୋଲେଟ ହିରୋ ଅନୀଲ କପୁରଙ୍କ ଫିଲ୍ମ ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଥାଏ। ଅନୀଲଙ୍କ ଫିଲ୍ମ କ୍ୟାରିୟର ପରି ତାଙ୍କର ବ୍ୟକ୍ତିଗତ ଜୀବନ ମଧ୍ୟ ରୋଚକ।…

ଘରୋଇ ସଂସ୍ଥା ହାତକୁ ଗଲା ସେସୁ

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିିକ ସପ୍ଲାଏ ୟୁଟିଲିଟି ଅଫ ଓଡ଼ିଶା (ସେସୁ)ର ପରିଚାଳନା ଦାୟିତ୍ୱ ଟାଟା ପାଓ୍ବାର କମ୍ପାନୀ ଲିମିଟେଡ ହାତରେ ନ୍ୟସ୍ତ କରାଯାଇଛି। ଓଡ଼ିଶା ବିଦ୍ୟୁତ୍‌…