ନ୍ୟାଶନାଲ ମାଷ୍ଟର୍ସ ଗେମ୍ସ ମହିଳା ଫୁଟବଲ; ଗୀତାଞ୍ଜଳିଙ୍କ ନେତୃତ୍ୱରେ ଖେଳିବ ଓଡ଼ିଶା

ଭୁବନେଶ୍ୱର, ୨।୨(କ୍ରୀଡ଼ା ପ୍ରତିନିଧି)- ବରୋଦାରେ ନ୍ୟାଶନାଲ ମାଷ୍ଟର୍ସ ଗେମ୍ସର ୩ୟ ସଂସ୍କରଣ ଚଳିତ ମାସ ୫ରୁ ୯ ପର୍ଯ୍ୟନ୍ତ ଅନଷ୍ଠିତ ହେବ। ଏଥିରେ ମହିଳା ଓ ପୁରୁଷ…

ଆଜି କନ୍ଧମାଳ ମହୋତ୍ସବ, ପଲ୍ଲିଶ୍ରୀ ମେଳା

ଫୁଲବାଣୀ ଅଫିସ୍‌,୨ା୨-କନ୍ଧମାଳ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୦ ରବିବାର ଉଦ୍‌ଘାଟନ ହେବ। କୋରନେଶନ ପଡିଆଠାରେ ଏହା ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ପ୍ରସ୍ତୁତି ଶେଷ…

କୃଷି ଯନ୍ତ୍ରପାତିର ଅଗ୍ରଣୀ କ୍ଷେତ୍ର ପ୍ରଦର୍ଶନ

ଭଞ୍ଜନଗର/ସୋରଡ଼ା,୨।୨(ଡି.ଏନ୍‌.ଏ.)-ବଳଦଟଣା ଉନ୍ନତ କୃଷି ଯନ୍ତ୍ରପାତିର ଅଗ୍ରଣୀ କ୍ଷେତ୍ର ପ୍ରଦର୍ଶନ ସୋରଡ଼ା ବ୍ଲକ ଶୋରିଷବିଲ୍ଲୀ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ପଶୁ…

ମା’, ପୁଅଙ୍କୁ ଖଣ୍ଡାରେ ଆକ୍ରମଣ ଘଟଣା: ଜେଜେବିରେ ହାଜର ହେଲେ ନାବାଳକ

ବ୍ରହ୍ମପୁର ଅଫିସ,୨ା୨-ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ପଣ୍ଡା କଲୋନୀରେ ରହୁଥିବା ମୀନାକ୍ଷୀ ମିଶ୍ର ଓ ତାଙ୍କ ପୁଅ ରାଜା ଓରଫ କୃତ୍ତିବାସ ମିଶ୍ରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଜଣେ…

ଅନ୍ତିମ ଟି୨୦: କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ

ମାଉଣ୍ଟ ମାଉଁଗାନୁଇ, ୨।୨(ପି.ଟି.)- ଟି୨୦ ସିରିଜର ପ୍ରଥମ ୪ଟି ମ୍ୟାଚ୍‌ରେ ବିଜୟୀ ହୋଇଥିବା ଭ୍ରମଣକାରୀ ଭାରତ ଏବେ ୫-୦ରେ କ୍ଲିନ୍‌ ସୁଇପ୍‌ କରିବା ଲକ୍ଷ୍ୟରେ ରହିଛି। ରବିବାର…

ସମୟକୁ ଜ୍ଞାନ ଆହରଣରେ ଉପଯୋଗ କର: ମନ୍ତ୍ରୀ

ବ୍ରହ୍ମପୁର ଅଫିସ,୨ା୨-ପଠ୍ୟପୁସ୍ତକ ଅଧ୍ୟୟନ ଜୀବନର ମାପକାଠି ନୁହେଁ । କେବଳ ପାଠ୍ୟଖସଡା ସମ୍ପର୍କିତ ପୁସ୍ତକ ପଢି ପରୀକ୍ଷା ଦେବା ଶିକ୍ଷାର ମୂଳମନ୍ତ୍ର ନୁହେଁ । ପାଠ୍ୟପୁସ୍ତକ ସହ…

୩ ଜରିମାନା ଖିଲାପୀ ଖଣିର ସମ୍ପତ୍ତି ଜବତ ନିର୍ଦ୍ଦେଶ

କେନ୍ଦୁଝର,୨ା୨(ଡ଼ି.ଏନ୍‌.ଏ.)- ଜରିମାନା ଖିଲାପୀ ଖଣି ଲିଜ୍‌ଧାରୀଙ୍କ ବିରୋଧରେ କେନ୍ଦୁଝର ଜିଲାପାଳଙ୍କ କୋର୍ଟରେ ଚାଲିଥିବା ଓପିଡିଆର୍‌ ସାର୍ଟିଫିକେଟ କେଶ ମଧ୍ୟରୁ ଶନିବାର ୩ଟି ଖଣିର ଶୁଣାଣି ହୋଇଛି। ଏହି…

ଜନ୍ମଦିନରେ କେକ୍‌ କାଟୁଥିଲେ ହୋଇଥାଏ…

ଆଜିକାଲି ଅଧିକାଂଶ ଜନ୍ମଦିନ ହେଉ କିମ୍ବା ବିବାହ ବାର୍ଷିକୀ ସବୁଥିରେ କେକ୍‌ କଟାଯାଉଛି। କେକ୍‌ କାଟିବା ପୂର୍ବରୁ ମହମବତୀ ଫୁଙ୍କି ଲିଭାଯିବାର ପରମ୍ପରା ମଧ୍ୟ ଚଳିଆସୁଛି। ପିଲାଠାରୁ…

ଇଣ୍ଡିଆନ ସୁପର ଲିଗ୍‌: ଚେନ୍ନାଇନ୍‌ର ବୃହତ୍‌ ବିଜୟ

କୋଚି,୨।୨(ପି.ଟି.)- ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଚେନ୍ନାଇନ ଏଫ୍‌ସି ଘରୋଇ କେରଳ ବ୍ଲାଷ୍ଟର୍ସ…

କାର୍ଯ୍ୟକ୍ଷମ ହେଉନି ଆହାର କେନ୍ଦ୍ର

ଚମ୍ପୁଆ,୨।୨(ଡି.ଏନ.ଏ)-କେନ୍ଦୁଝର ଜିଲା ଚମ୍ପୁଆ ଏନ୍‌ଏସି ଅନ୍ତର୍ଗତ ବେସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ନିର୍ମିତ ନୂତନ ଆହାରକେନ୍ଦ୍ର କାର୍ଯ୍ୟକ୍ଷମ ହେଉ ନ ଥିବା ଅଭିଯୋଗ ହୋଇଛି। ଉକ୍ତ ଆହାରକେନ୍ଦ୍ର ସମ୍ମୁଖରେ…