ଭାଜପାକୁ ଝାଡ଼ଖଣ୍ଡ ଝଟକା

ରାଞ୍ଚି/ନୂଆଦିଲ୍ଲୀ,୨୪ା୧୨(ପି.ଟି./ଆଇଏଏନ୍‌ଏସ୍‌): ମହାରାଷ୍ଟ୍ର ପରେ ଝାଡ଼ଖଣ୍ଡ ନିର୍ବାଚନରେ ଭାଜପାକୁ ବଡ଼ ଝଟକା ଲାଗିଛି। ବିଧାନସଭାର ୮୧ ଆସନ ମଧ୍ୟରୁ ଶାସକ ଭାଜପାକୁ ମାତ୍ର ୨୫ ଆସନରେ ସନ୍ତୁଷ୍ଟ ହେବାକୁ…

କାଜୁବାଦାମ ଉତ୍ପାଦନରେ ତୃତୀୟ ସ୍ଥାନରେ ଓଡ଼ିଶା

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ କେନ୍ଦ୍ର କାଜୁ ଓ କୋକା ନିର୍ଦ୍ଦେଶାଳୟର ମିଳିତ ଆନୁକୂଲ୍ୟରେ ଜାତୀୟ ସ୍ତରୀୟ ପ୍ରଶିକ୍ଷଣ ଶିବିର ସୋମବାର…

ଶିକ୍ଷକମାନେ ସାଧନା କରନ୍ତୁ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ବକ୍ସି ଜଗବନ୍ଧୁ ଇଂଲିଶ୍‌ ମିଡିୟମ ସ୍କୁଲର ବାର୍ଷିକ ଉତ୍ସବ ଡ୍ରିମ୍‌ସ୍କେପ୍‌-୨୦୧୯ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ…

ହାଇକୋର୍ଟରେ ଏଏସ୍‌ଆଇ ଡିଜିଙ୍କ ବ୍ୟକ୍ତିଗତ ହାଜିରା: ୪ମାସ ମଧ୍ୟରେ ଶ୍ରୀମନ୍ଦିର, ସୂର୍ଯ୍ୟମନ୍ଦିର ମରାମତି ଶେଷ ହେବ

କଟକ ଅଫିସ,୨୪ା୧୨- ପୁରୀ ଶ୍ରୀମନ୍ଦିର ଓ କୋଣାର୍କ ସୂର୍ଯ୍ୟମନ୍ଦିର ମରାମତି ମାମଲାରେ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା(ଏଏସ୍‌ଆଇ)ର ଡିଜି ଉଷା ଶର୍ମା ସୋମବାର ହାଇକୋର୍ଟରେ ବ୍ୟକ୍ତିଗତ ଭାବେ…

ଚିଟ୍‌ଫଣ୍ଡ ଠକେଇ ମାମଲା ଶାଖା ପରିଚାଳକଙ୍କୁ ଜେଲ୍‌, ଜରିମାନା

କଟକ ଅଫିସ,୨୪ା୧୨- ଜଗତ୍‌ସିଂହପୁର ଜିଲା ରଘୁନାଥପୁରଠାରେ ଥିବା ମାଇକ୍ରୋ ଫାଇନାନ୍ସ କ୍ରେଡିଟ କୋଅପରେଟିଭ ଲିମିଟେଡ୍‌ର ଶାଖା ପରିଚାଳକ ଅମୂଲ୍ୟ ମହାନ୍ତିଙ୍କୁ ଜେଲ୍‌ ଓ ଜରିମାନା ଦଣ୍ଡାଦେଶ ହୋଇଛି।…

ଗାଁରେ ଚୋରା ମଦ ବିକି ଯୁବକ ଗିରଫ

ଖୁଣ୍ଟୁଣୀ,୨୪।୧୨(ଡି.ଏନ୍‌.ଏ.)- ଗାଁ ଭିତରେ ଚୋରା ଦେଶୀ ମଦ ବିକ୍ରି କରିବା ଅଭିଯୋଗରେ ଗୁରୁଡିଝାଟିଆ ପୋଲିସ ସୋମବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ,…

ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ଚୌଦ୍ୱାର,୨୪ା୧୨(ଡି.ଏନ୍‌.ଏ.)- ଗତ ୭ଦିନ ହେବ ଘରୁ ନିଖୋଜ ଥିବା ଜଣେ ବୃଦ୍ଧଙ୍କ ମୃତଦେହ ସୋମବାର ଉଦ୍ଧାର ହୋଇଛି। ସେ ହେଲେ ଚୌଦ୍ୱାର ଅଞ୍ଚଳର ଓଟିଏମ୍‌ ଦୁର୍ଗା ବଜାରର…

ଘରଡିହ ପଟ୍ଟା ମିଳିବାର ୧୨ବର୍ଷ ବିତିଲା: ଚିହ୍ନଟ ହେଉନି ଜମି, ମିଳୁନି ଦଖଲ

ଢେଙ୍କାନାଳ ଅଫିସ, ୨୪।୧୨ - ଦୀର୍ଘ ୧୨ ବର୍ଷ ହେଲା ମିଳିଛି ଘରଡିହ। ହେଲେ ଜମି ଚିହ୍ନଟ ହେଉଛି ନା ମିଳୁଛି ଦଖଲ। କେବଳ ପଟ୍ଟା କବଲା…

୪୬ତମ ରାଜ୍ୟସ୍ତରୀୟ ବିଜ୍ଞାନମେଳା ଉଦ୍‌ଯାପିତ: ପ୍ରତି ଜିଲାରୁ ୩ ବିଦ୍ୟାଳୟକୁ ମିଳିବ ସ୍କୁଲ ଅଫ୍‌ ଏକ୍ସିଲେନ୍ସି

ଅନୁଗୋଳ ଅଫିସ, ୨୪।୧୨ - ଅନୁଗୋଳ ଉଚ୍ଚ ବିଦ୍ୟାଳୟରେ ଚାଲିଥିବା ୪୬ତମ ରାଜ୍ୟସ୍ତରୀୟ ବିଜ୍ଞାନମେଳା ସୋମବାର ଉଦ୍‌ଯାପିତ ହୋଇଯାଇଛି। ଏହି ଉଦ୍‌ଯାପନୀ ଉତ୍ସବରେ ରାଜ୍ୟ ବିଦ୍ୟାଳୟ ଓ…

ଅମରେଶଙ୍କୁ ପରିବେଶ ସୁରକ୍ଷା ଚିନ୍ତା: ସାଇକେଲରେ ବୁଲି କରୁଛନ୍ତି ସଚେତନ

ଢେଙ୍କାନାଳ ଅଫିସ, ୨୪।୧୨ - ବଢ଼ିଚାଲିଛି କଂକ୍ରିଟ ଜଙ୍ଗଲ। ଶିଳ୍ପାୟନ ନାମରେ କଟାଚାଲିଛି ଅସଂଖ୍ୟ ଗଛ। ପ୍ରାକୃତିକ ବିପର୍ଯ୍ୟୟ ବି ପରିବେଶ ପାଇଁ ଏବେ ପାଲଟିଛି ବଡ଼…